ଆମ ଜିଲା ଖବର

ବଡ଼ଭଉଣୀ ସହ ମୋବାଇଲ ପାଇଁ ଝଗଡା କରି ଜୀବନ ହାରିଲେ ସାନଭାଇ

ପାଟଣା,୨।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣିଘାଟି ଗ୍ରାମରେ ଏକ ଅଭାନୀୟ ଘଟଣା ଘଟିଛି। ଗୁରୁବାର ଜଣେ ନାବାଳକ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଜଣଙ୍କ ହେଉଛନ୍ତି ମୟୁରଭଞ୍ଜ ଜିଲା ବାଦାମ ପାହାଡ଼ ଥାନା କୁସୁମୀ...

ବରଗଡ଼ ଅବକାରୀ ଅଧୀକ୍ଷକଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ

ବରଗଡ଼ ଅଫିସ,୨।୭: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ସକାଳୁ ବରଗଡ଼ ଭିଜିଲାନ୍ସ ପକ୍ଷରୁ ଅବାକରୀ ଅଧୀକ୍ଷକ ମକରଧ୍ବଜ ବର୍ଗେଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ ଚାଲିଛି। ଏକକାଳୀନ ବର୍ଗେଙ୍କ ସମ୍ବଲପୁର, ବୁର୍ଲା, ବଲାଙ୍ଗିର, ରାମପୁରରେ ଥିବା ନିଜ ଘର...

୧୫% ଛାଡ଼ ପାଇଁ ଘରୋଇ ବିଦ୍ୟାଳୟ ସଂଘର ପ୍ରସ୍ତାବ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ଯୋଗୁ ଘରୋଇ ସ୍କୁଲଗୁଡ଼ିକ ଫି’ ଛାଡ଼ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ବୁଧବାର ଘରୋଇ ବିଦ୍ୟାଳୟ ସଂଘ ପକ୍ଷ ରଖିଛି। ୧୫ ପ୍ରତିଶତ ସ୍କୁଲ ଫି’ ଛାଡ଼ ପାଇଁ ସଂଘ ତରଫରୁ ହାଇକୋର୍ଟରେ ପ୍ରସ୍ତାବ...

ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨।୭: ଲକ୍‌ଡାଉନ୍‌ ସମୟରେ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ କଲେଜ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଠପଢ଼ା ହେବ ନାହିଁ। କିନ୍ତୁ ଅଧ୍ୟାପିକା ଅଧ୍ୟାପକମାନେ କଲେଜରେ ଉପସ୍ଥିତ...

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୨।୭: ଗୁରୁବାର ଆଷାଢ଼ ଶୁକ୍ଳ ଦ୍ୱାଦଶୀ। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ସୁନାବେଶ ବା ବଡ଼ ତଢ଼ାଉ ବେଶ ହେବ। ରଥାରୂଢ଼ ଦାରୁବିଗ୍ରହ ମହଣ ମହଣ ସୁନାରେ ସଜେଇ ହେବେ। ତେବେ ମହାପ୍ରଭୁଙ୍କ ଏହି ଦୁଲର୍‌ଲଭ ବେଶ ଭକ୍ତମାନେ...

ଉପ ଜିଲାପାଳଙ୍କ ନିର୍ଦ୍ଦେଶପରେ ଚାରାରୋପଣ ସ୍ଥଗିତ

ଭଞ୍ଜନଗର,୧।୭(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ତନରଡ଼ା ଗୋଚର ଜମିରେ ଚାରାରୋପଣ ଯୋଜନାକୁ ନେଇ ବନ ବିଭାଗ ଓ ଆଇଆର୍‌ବି ବାଟାଲିୟନ ମଧ୍ୟରେ ଶୁକ୍ରବାର ବିବାଦ ଦେଖାଦେଇଥିଲା। ଏନେଇ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ଜାଣିବା ପରେ ମଙ୍ଗଳବାର...

କିରୋସିନ ଚୋରା ଚାଲାଣ ବେଳେ ଗୋଡେଇ ଧରିଲେ ଗ୍ରାମବାସୀ

ଦିଗପହଣ୍ଡି,୨ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମରୁ ବୁଧବାର ଟ୍ରାକ୍ଟର ଯୋଗେ ୨ ବ୍ୟାରେଲ ପିଡିଏସ୍‌ କିରୋସିନ ଚୋରାଚାଲାଣ ବେଳେ ଗ୍ରାମବାସୀ ପିଛା କରିଥିଲେ। ସମ୍ପୃକ୍ତ ବ୍ୟକ୍ତି ବ୍ୟାରେଲ ଫୋପାଡି ଫେରାର ହୋଇଯାଇଛନ୍ତି। ଦିଗପହଣ୍ଡି ଯୋଗାଣ ନିରୀକ୍ଷକ ସୌଭାଗ୍ୟ ରଞ୍ଜନ...

ମିଳୁନି ସ୍ବାସ୍ଥ୍ୟ ଯୋଜନାର ଲାଭ

ବଅଁରପାଳ,୨ା୭(ଡି.ଏନ.ଏ.)  ଗରିବ ତଥା ବିପିଏଲ ହିତାଧିକାରୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଭିନ୍ନ ଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ସ୍ବାସ୍ଥ୍ୟବୀମା କାର୍ଡ ପ୍ରଦାନ କରାଯାଇଥିବା ବେଳେ ରାଜ୍ୟ...

ଦାବି ପୂରଣ ନ ହେଲେ ନୀତକାନ୍ତି କରିବେନି ସେବାୟତ

ଆନନ୍ଦପୁର,୨।୭(ସ୍ବ.ପ୍ର.)- ବିଭିନ୍ନ ସମସ୍ୟାକୁ ନେଇ ଆନନ୍ଦପୁର ଦଧିବାମନଜୀଉ ମନ୍ଦିର ସେବାୟତମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ସେମାନେ ମନ୍ଦିର ପରିଚାଳନା କମିଟି ଦ୍ୱାରା ଆନନ୍ଦପୁର ଉପଜିଲାପାଳ ତଥା ଦେବୋତ୍ତର ବିଭାଗର ଅଧିକାରୀଙ୍କ ନିକଟରେ ମଙ୍ଗଳବାର ଦାବି ଉପସ୍ଥାପନ କରିଛନ୍ତି।...

ଭିସୁଟ୍‌ର ୭୦ ଜଣଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ଗଲା

ସମ୍ବଲପୁର,୨।୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ର ଜଣେ ଅଧ୍ୟାପିକା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିବା ପରେ ମଙ୍ଗଳବାର ତାଙ୍କୁ ତାଳଚେର କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରୁ ତାଙ୍କୁ କଟକର ଏକ ଘରୋଇ ନର୍ସିଂହୋମକୁ...

ବେଢା ଭିତରେ ହେଲା ବାହୁଡା ଯାତ୍ରା

ଧରାକୋଟ,୨ା୭(ଡି.ଏନ୍‌.ଏ.)- ଓଡ଼ିଶାର ଯେତେ ଗଡ଼ଜାତ ରାଜ୍ୟ ରହିଛି ସେଥିମଧ୍ୟରୁ ଧରାକୋଟ ଗଡ଼ର ବାହୁଡ଼ା ଯାତ୍ରା ନିଆରା। କିନ୍ତୁ ଚଳିତବର୍ଷ ମହାମାରୀ କରୋନା ପାଇଁ ଶହ ଶହ ବର୍ଷର ପରମ୍ପରା ଭାଙ୍ଗିଛି। ମନ୍ଦିର ବେଢ଼ା ଭିତରେ ସମ୍ପନ୍ନ ହୋଇଛି ଶ୍ରୀଜୀଉଙ୍କ ବାହୁଡା...

ଶିଳ୍ପାଞ୍ଚଳରେ ୬୪% କମ୍‌ ବର୍ଷା

ଯାଜପୁର ଅଫିସ୍‌, ୨।୭: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଚଳିତ ବର୍ଷ ଜୁନରେ ସ୍ବାଭାବିକ ବର୍ଷାଠାରୁ ୬୪ ପ୍ରତିଶତ କମ ବର୍ଷା ହୋଇଛି। ଏହାସହ ସାରା ଜିଲାରେ ମଧ୍ୟ ୨୮ ପ୍ରତିଶତ କମ୍‌ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶା ରେନଫଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri