ଆମ ଜିଲା ଖବର

ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ...

ଅନ୍ୟ ରୋଗରେ କରୋନା ପଜିଟିଭ୍‌ଙ୍କ ମୃତ୍ୟୁ: ମୃତକ ଗଞ୍ଜାମ ଜିଲାର

ଭୁବନେଶ୍ୱର/ଛତ୍ରପୁର, ୧।୭(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ବୁଧବାର ଜଣେ କରୋନା ପଜିଟିଭଙ୍କର ଅନ୍ୟ ରୋଗରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୫୨ ବର୍ଷୀୟ ବ୍ୟକ୍ତି। ପୂର୍ବରୁ ସେ ଫୁସ୍‌ଫୁସ୍‌ କର୍କଟରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିଲେ। ଏ ନେଇ ରାଜ୍ୟ...

ଛେରାପହଁରା କଲେ ଗଜପତି ମହାରାଜା

ପୁରୀ ଅଫିସ, ୧।୭: ରଥରେ ମଦନମୋହନ ବିଜେ କରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପାଇଁ ପହଞ୍ଚିଥିଲେ। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଗଜପତି ଛେରା ପହଁରା କରିସାରିବା ପରେ ନନ୍ଦିଷେଷ...

ହସ୍ପିଟାଲ କଟକଣା ଅସମ୍ଭାଳ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ ନିୟମାବଳୀ ଜାରି କରାଯାଇଛି। ଘରୋଇ ହସ୍ପିଟାଲରେ ବସ୍ତି ଅଞ୍ଚଳରୁ ଆସି କାମ କରୁଥିବା...

ଚାକିରିରୁ ତଡ଼ା ଖାଇଲେ ବୀରମିତ୍ରପୁର ଥାନା ଅଧିକାରୀ

କଟକ ଅଫିସ,୧।୭: ଜଣେ ନାବାଳିକାଙ୍କୁ ଥାନା ଭିତରେ ରଖି ବଳାତ୍କାର ଏବଂ ପରେ ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ତାଙ୍କୁ ଚାକିରିରୁ...

ପ୍ରଫେସର ଦତ୍ତେଶ୍ୱର ହୋତା ଏସ୍‌ସିବି ପ୍ରିନ୍ସିପାଲ

କଟକ ଅଫିସ,୧ା୭: ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ୪୯ତମ ଡିନ୍‌ ତଥା ପ୍ରିନ୍ସିପାଲ ଭାବେ ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ଦତ୍ତେଶ୍ୱର ହୋତା ମଙ୍ଗଳବାର ଦାୟିତ୍ୱ ନେଇଛନ୍ତି। ଡା. ଜୟଶ୍ରୀ ମହାନ୍ତି ଅଧ୍ୟକ୍ଷ ପଦବୀରୁ ଅବସର ନେବା ପରେ...

ବାହୁଡୁଛନ୍ତି ମହାପ୍ରଭୁ

ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ଅର୍ଥାତ୍‌ ୭.୨୫ରେ ବାହାଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ...

ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର...

ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି...

ନୂଆ ନିର୍ଦ୍ଦେଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧ା୭ (ଡି.ଏନ୍‌.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଅନ୍‌ଲକ୍‌-୨ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ମଙ୍ଗଳବାରଠାରୁ ଏହା କାର୍ଯ୍ୟକାରୀ ହେବ। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଧ୍ୟ କେତେକ ନିର୍ଦ୍ଦେଶନାମା ମଙ୍ଗଳବାର ଜାରି କରିଛନ୍ତି। ବୁଧବାରଠାରୁ ଜିଲାର...

କରୋନା ଭୟ, ମିଳିଲାନି କାନ୍ଧ

କବିସୂର୍ଯ୍ୟନଗର,୧ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବଢୁଥିବାବେଳେ ଲୋକେ ମଧ୍ୟ ଭୟଭୀତ ହୋଇଗଲେଣି। କରୋନା ଭୟରେ ମୃତଦେହକୁ କାନ୍ଧ ଦେବାକୁ ଆସିଲେନି ଆତ୍ମୀୟସ୍ବଜନ। ଶେଷରେ ପ୍ରଶାସନର ହସ୍ତକ୍ଷେପ ପରେ ପରିବାର ଲୋକେ ଜେସିବିରେ ଗାତଖୋଳି ମୃତଦେହ...

ବାପା, ମା’ ଛେଉଣ୍ଡ ଯୁବତୀଙ୍କ ବାହାଘର କଲେ ଗ୍ରାମବାସୀ

ଦିଗପହଣ୍ଡି,୧ା୭(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବାପା, ମା’ ଛେଉଣ୍ଡ ଯୁବତୀ ଜ୍ୟୋତି ସାହୁଙ୍କୁ ମଙ୍ଗଳବାର ଗ୍ରାମବାସୀ ବିବାହ କରାଇଛନ୍ତି। ବିବାହ ପାଇଁ ଗ୍ରାମବାସୀ ଆବଶ୍ୟକ ସହାୟତା ସହ ଘର କରଣା ସାମଗ୍ରୀ ମଧ୍ୟ ଦେଇଛନ୍ତି। ବିବାହ କାର୍ଯ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri