ଆମ ଜିଲା ଖବର

କୋଭିଡ୍‌ କଟକଣା ଉଲ୍ଲଂଘନ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଝିଅଙ୍କ ନାଁରେ ମାମଲା ରୁଜୁ

ଝାରସୁଗୁଡ଼ା ଅଫିସ,୨୯ା୬: କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କ ନାମରେ ରବିବାର ଝାରସୁଗୁଡ଼ା ଥାନା ପୋଲିସ ଏକ ମାମଲା ରୁଜୁ କରିଛି। ଗତ କିଛିଦିନ ଧରି ଏହି ପ୍ରସଙ୍ଗକୁ ନେଇ ବିବାଦ ସୃଷ୍ଟି...

୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ

ନରାଜ, ୨୯।୬ (ଡି.ଏନ୍‌.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି ଏହି ବ୍ୟାରେଜ ବୁଝିଆସିଛି ଲକ୍ଷଲକ୍ଷ ଜୀବନଜୀବିକାର କଥା। ପୁରୀ ମେନ୍‌ କେନାଲ ସହ...

ବିଭିନ୍ନ ନର୍ସିଂହୋମରେ ଚଢାଉ

ବାଲେଶ୍ୱର ଅଫିସ, ୨୯ା୬-ବାଲେଶ୍ୱର ସହରରେ ଥିବା ବିଭିନ୍ନ ନର୍ସିଂହୋମରେ ରବିବାର ସ୍ବାସ୍ଥ୍ୟ ବିଭାଗର ୫ ଟିମ୍‌ ଚଢାଉ କରି କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହାର ତଦାରଖ କରିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଦୁଲାଲସେନ ଜଗଦେଙ୍କ...

ଟାଟା ଷ୍ଟିଲ୍‌ କବ୍‌ଜାରେ ପ୍ରାକୃତିକ ଝରଣା

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍‌ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି ମିଶି ସାରଙ୍ଗପୁର ଛକ ନିକଟ ପୋଲ ଦେଇ ଗଣ୍ଡାନାଳରେ ମିଶିଛି। ଏଥିଯୋଗୁ କାରଖାନାରୁ...

ପରେଡ ଅଭ୍ୟାସ କରିପାରୁନାହାନ୍ତି ଯବାନ

ଭଞ୍ଜନଗର,୨୯।୬(ଡି.ଏନ୍‌.ଏ.)- ଆଇଆର୍‌ବି ୮ମ ବାଟାଲିୟନ (ସ୍ବତନ୍ତ୍ର)ର ସ୍ଥାୟୀ କାର୍ଯ୍ୟାଳୟ ନାହିଁ। ବର୍ତ୍ତମାନ ଭଞ୍ଜନଗର ନିକଟସ୍ଥ ତନରଡ଼ାରେ ଅସ୍ଥାୟୀ ଭାବେ ଏହା ଚାଲିଛି। ଯବାନମାନେ ପରେଡ଼ ଅଭ୍ୟାସ କରୁଥିବା ଗୋଚର ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବା ପାଇଁ ଶୁକ୍ରବାରଠାରୁ ଗାତ...

ବିପଦରେ ବୈତରଣୀ ସେତୁ

ଆନନ୍ଦପୁର,୨୯।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଲାଇଫ୍‌ଲାଇନ୍‌ କୁହାଯାଉଥିବା ବୈତରଣୀ ନଦୀ ସେତୁ ପୁଣି ବିପଦରେ। ୩ଟି ସ୍ପାନ ଦବିବା ଯୋଗୁ ଏହାର ସ୍ଥାୟିତ୍ୱ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୂର୍ବରୁ ୨୦୧୮ ଜୁଲାଇ ୬ ତାରିଖରେ ସେତୁର ଗୋଟିଏ...

ଭିଡିଓ ବାର୍ତ୍ତା ଜାରି କଲେ ଗଞ୍ଜାମ ଜିଲାପାଳ: କଣ୍ଟାକ୍ଟ ଡାଇରୀ ରଖିବାକୁ ପରାମର୍ଶ

ଛତ୍ରପୁର,୨୯ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଅଧିକ କରୋନା ସଂକ୍ରମିତ ଅଛନ୍ତି। ତେଣୁ ଜିଲାର ଜନସାଧାରଣ ସଚେତନ ହୋଇ ଘର ଛାଡି ବାହାରକୁ ବାହାରନ୍ତୁନି। ଆବଶ୍ୟକ ସାମଗ୍ରୀ ପାଇଁ ୧ କି.ମି. ମଧ୍ୟରେ ଯାଆନ୍ତୁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର...

ସହରରେ ବୁଲିଛନ୍ତି ଆକ୍ରାନ୍ତ ବ୍ୟାଙ୍କ କର୍ମଚାରୀ

ଢେଙ୍କାନାଳ ଅଫିସ,୨୯।୬:  କରୋନାରେ ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରିଥିବା ରବିବାର ଜଣାପଡିଛି। ଏହାକୁ ନେଇ ସହରବାସୀ ଆଶଙ୍କାରେ ଥିବାବେଳେ ଜିଲା ପ୍ରଶାସନ, ପୌରସଂସ୍ଥା ଓ ସ୍ବାସ୍ଥ୍ୟ...

ଅନ୍ୟର ଚାପରେ ଅସହାୟ ମମତା

ବଲାଙ୍ଗୀର ଅଫିସ, ୨୯।୬:  ବଲାଙ୍ଗୀର ସଦର ବ୍ଲକ ଚୁଡାପାଲି ଗ୍ରାମର ମମତା ପଣ୍ଡା । ସେ ଜଣେ ଅଙ୍ଗନଓ୍ବାଡି କର୍ମୀ । ହେଲେ ଜନ୍ମରୁ ଦିବ୍ୟାଙ୍ଗ ଥିବା ମମତାଙ୍କ ପାଇଁ ଏହି ଶାରୀରିକ ଅସୁସ୍ଥତା ଅସୁମାରୀ ଦୁଃଖ ଆଣିଛି ।...

ଗଜା ହେଉନି ଅଦା ବିହନ

ନୂଆପଡା ଅଫିସ,୨୯ା୬:  ନୂଆପଡା ଜିଲାର ଜଳବାୟୁକୁ ଦୃଷ୍ଟିରେ ରଖି ଅଦା ଭଳି ଅର୍ଥକରୀ ଫସଲକୁ ପ୍ରୋତ୍ସାହିତ କରିବାକୁ ଜିଲା କୃଷି ବିଭାଗ ଅଣ୍ଟା ଭିଡିଛି। ତେବେ ଚାଷୀଙ୍କୁ ଯୋଗାଣ ହୋଇଥିବା ଅଦା ବିହନରୁ ୨୦ପ୍ରତିଶତ ଗଜା ହୋଇ ନ ଥିବା...

ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା

ବଡ଼ମ୍ବା,୨୮ା୬(ଡି.ଏନ୍‌.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ ଜଣେ ଆକାଉଣ୍ଟାଣ୍ଟ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ବଡ଼ମ୍ବାସ୍ଥିତ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ୪...

ବାହାଘରର କିଛି ଘଣ୍ଟା ପୂର୍ବରୁ ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ

ବିନିକା,୨୮ା୬(ଡି.ଏନ.ଏ.)-ବାହାଘର ପାଇଁ ସବୁ ଆୟୋଜନ ସରିଥିଲା ା ଘରେ କୁଣିଆଙ୍କ ଭିଡ଼ ଜମିଥିଲା ା ହସଖୁସି ସାଙ୍ଗକୁ ଗହଳ ଚହଳ ଲାଗିଥିଲା ା ଆଉ କିଛି ଘଣ୍ଟା ପରେ ଯୁବକ ଜଣକ ବର ହୋଇ କନ୍ୟାଘରକୁ ଯାଇଥାନ୍ତେ ା ଏଥିପାଇଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri