ଆମ ଜିଲା ଖବର

ପୁରୀର ବାହୁବଳୀ ସେବାୟତଙ୍କ ରଥଟଣା: ଭାଇରାଲ ହେଉଛି ଫଟୋ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମ୍‌କୋର୍ଟ ଘୋଷଣା କରିଥିଲେ। ହେଲେ ପରବର୍ତ୍ତୀ ପର୍ଯ୍ୟୟରେ ବିନା ଭକ୍ତରେ ଘୋଷଯାତ୍ରା କରିବା ନେଇ ରାୟ ପ୍ରକାଶ ପାଇଥିଲା।...

ଜୁଲାଇ ମାସରେ ହୋଇଥାନ୍ତା ବାହାଘର: ରିପୋର୍ଟ ଆସିଲା ପଜିଟିଭ୍‌

ସିଂହପୁର,୨୫।୬-ବିଞ୍ଝାରପୁର ବ୍ଲକ ଜରୀ ପଞ୍ଚାୟତରେ ଗୁରୁବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଦିଲ୍ଲୀ ଫେରନ୍ତା ୩୨ ବର୍ଷିୟ ଯୁବକ। ଏହି ଆକ୍ରାନ୍ତ ଯୁବକଙ୍କୁ ମିଶାଇ ବିଞ୍ଝାରପୁରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ଲକ୍‌ ଡାଉନ୍‌ ନିୟମକୁ ଉଲ୍ଲଘଂନ କରି ଚାଲିଥିଲା ପାଠପଢା: କୋଚିଂ ସେଣ୍ଟରକୁ ସିଲ କଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୫ା୬-କରୋନା ସଂକ୍ରମଣକୁ ପ୍ରତିହତ କରିବା ନେଇ ଘୋଷିତ ଲକ୍‌ ଡାଉନ୍‌ ନିୟମାବଳୀ ଉଲ୍ଲଂଘନ କରି ଶିକ୍ଷାଦାନ କରୁଥିବା ଏକ ଘରୋଇ କୋଚିଂ ସେଣ୍ଟରକୁ ଗୁରୁବାର ପ୍ରଶାସନ ପକ୍ଷରୁ ସିଲ କରାଯାଇଥିବା ସୂଚନା ମିଳିଛି। ଲକ୍‌ ଡାଉନ ସମୟରେ କୋଚିଂ...

ବ୍ରହ୍ମପୁରରେ ସଙ୍ଗିନ ହେଉଛି କରୋନା ସ୍ଥିତି

ବ୍ରହ୍ମପୁର ଅଫିସ,୨୫ା୬-ବ୍ରହ୍ମପୁରରେ କରୋନା ସ୍ଥିତି ଦିନକୁ ଦିନ ସଙ୍ଗିନ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସହରର ଭିଡ ନିୟନ୍ତ୍ରଣ କରିବା ନେଇ ବୁଧବାର ବିଳମ୍ବିତ ରାତ୍ରିରୁ ପ୍ରଶାସନ ପକ୍ଷରୁ ସହରର ଜନଗହଳିପୂର୍ଣ୍ଣ ଗଳିର ମୁହଁକୁ ସିଲ କରାଯିବା ପ୍ରକ୍ରିୟା...

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ...

ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ଏ ନେଇ ନଂ. ୮/୨୦ରେ ଗୌଡ଼ଙ୍କୁ ଗିରଫ କରାଯିବା...

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁକୁ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ପଞ୍ଚାୟତ ସରପଞ୍ଚ ବି....

ନୟାଗଡ଼ରେ ସୁନା ବ୍ୟବସାୟୀଙ୍କୁ କରୋନା: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଜିଲାପାଳ

ନୟାଗଡ଼ ଅଫିସ,୨୫ା୬: ନୟାଗଡ଼ର ଜଣେ ସୁନା ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ସୁନା ବ୍ୟବସାୟୀଙ୍କ ଦୋକାନରେ ଥିବା ୧୦ ଜଣ ଏବେ ଆକ୍ରାନ୍ତ ହୋଇ ସାରିଲେଣି। ସହରର ଯଦୁମଣିନଗର, ଦେବୋତ୍ତରକଲୋନୀ ଓ...

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍‌ଡିପିଓ ଓ ଥାନା ଆଇଆଇସି। ଉଭୟ ଅଧିକାରୀ କାର୍ଯ୍ୟରେ ଯୋଗ ଦେଇଥିବା ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ...

କଟକରେ ୫୦୦ ଡେଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨୫।୬: କଟକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ଶହ ଡେଇଁଛି। ଗୁରୁବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୧୦ରେ ପହଞ୍ଚିଛି। ସେଥିରୁ ୪୦୫ଜଣ ସୁସ୍ଥ ହୋଇଥିବା ବେଳେ ୧୦୧ଜଣ ଆକ୍ଟିଭ କେସ୍‌ ରହିଛି। ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।...

ସାନିଟାଇଜ୍‌ ହେଲା ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବରିଷ୍ଠ ଅଫିସରମାନେ ମଧ୍ୟ ସଂକ୍ରମିତ ହେଲେଣି। ୧୦ଦିନ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କୁ ମନା ରହିଛି। ସମସ୍ତ ସରକାରୀ ଅଫିସକୁ ସାନିଟାଇଜ୍‌ କରାଯିବାକୁ ଥିବା...

ପୁରୀରେ ସେବାୟତଙ୍କ ହେଲା କରୋନା ଟେଷ୍ଟ

ପୁରୀ ଅଫିସ,୨୫ା୬: କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ମଧ୍ୟ ଗୁରୁତ୍ୱ ରହିବ। ଏମିତି କିଛି ସର୍ତ୍ତ ରଖି ପୁରୀ ରଥଯାତ୍ରାକୁ ଅନୁମତି ଦେଇଛନ୍ତି ସୁପ୍ରିମକୋର୍ଟ। ମାତ୍ର ରଥଯାତ୍ରା ପହଣ୍ଡି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri