ଆମ ଜିଲା ଖବର

ଦୁର୍ଘଟଣାରେ ଶ୍ରମିକଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ ୨୫।୬: ବାଲେଶ୍ୱର ରେଳଷ୍ଟେସନ ନିକଟସ୍ଥ ଅଙ୍ଗାରଗଡିଆ ଗେଟ୍‌ ରେଳବାଇର ଏକ ବ୍ରିଜ୍‌ କାମ ବେଳେ ଅଘଟଣ। ଗୁରୁବାର ସକାଳେ ଏକ ସ୍ଲାବକୁ ଟ୍ରାକ୍ଟରଟି ନେଇକି ଯାଉଥିବା ବେଳେ ଓଲଟି ପଡିଥିଲା। ତେବେ ଉକ୍ତ ସ୍ଲାବ ତଳେ ଚାପି...

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବାହାଘର

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୫ା୬ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ତେଲେନପାଲିରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି। ତେଲେନପାଲି ସରପଞ୍ଚ କୁନ୍ତଳା ମାଝି ଓ ତାଙ୍କ ସ୍ବାମୀ ହେମସାଗର ମାଝି ମା’ବାପା ଭାବେ ଏହି...

ଆଜିଠୁ ଭକ୍ତ ପାଇବେ ମହାପ୍ରସାଦ

ପୁରୀ ଅଫିସ,୨୫ା୬: ଜନ୍ମବେଦିରେ ମହାପ୍ରଭୁ ବିଜେ କରିବା ପରେ ଆଡ଼ପ ଦର୍ଶନ ପାଇଁ ଭକ୍ତ ମନ ବ୍ୟାକୁଳ ହୋଇଥାଏ। ସେହିପରି ଆଡ଼ପ ଅବଢ଼ା ପାଇବାକୁ ସମସ୍ତେ ଚାହିଁ ରହିଥାନ୍ତି। ହେଲେ ଏଥର ମହାମାରୀ କରୋନା ସବୁଥିରେ ବ୍ୟତିକ୍ରମ ସୃଷ୍ଟି କରିଛି।...

ଶ୍ରୀଦେବୀଙ୍କୁ ମହାପ୍ରଭୁ ଦେଇଯାନ୍ତି କଳମ ଶାଗ

ପୁରୀ ଅଫିସ,୨୫ା୬: ଘୋଷଯାତ୍ରାରେ ବାହାରିଥିବା ଦାରୁଦିଅଁ ଏବେ ଆଡ଼ପ ମଣ୍ଡପରେ। ଏପଟେ ଶ୍ରୀମନ୍ଦିର ଖଁା ଖଁା। ଏମିତି ବି ୩ ମାସରୁ ଊର୍ଦ୍ଧ୍ୱ ହେଲାଣି କରୋନା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ରନ୍ଧାଯାଉନି ଷାଠିଏ ପଉଟି। ଫାଙ୍କା ପଡ଼ିିଛି...

କୋଣାର୍କରେ ପ୍ରଥମଥର ୪ ପଜିଟିଭ୍‌

କୋଣାର୍କ,୨୫ା୬(ଡି.ଏନ୍‌.ଏ): କୋଣାର୍କରେ ପ୍ରଥମଥର ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛି। କୋଣାର୍କ ଏନଏସିରେ ୩ଜଣ ଓ ଏହି ଥାନା ଅନ୍ତର୍ଗତ ବନାଖଣ୍ଡି ପଞ୍ଚାୟତ ମାଙ୍କରଗୋରଡି ଗ୍ରାମର ୧ଜଣ ପ୍ରବାସୀ ବୋଲି ଜଣାପଡ଼ିଛି। ୧୩ନଂ ୱାର୍ଡ ବେରୁହଁ ଗ୍ରାମର ୨ଜଣ ଏବଂ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣା: ୧୦ ଅଧିକାରୀ, ୩ ସରପଞ୍ଚଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ବାରିପଦା ଅଫିସ, ୨୫ା୬: ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଅଧୀନ ବରେହିପାଣି, ଗୁଡ଼ୁଗୁଡ଼ିଆ ଓ ଧଳବଣୀ ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ହଡ଼ପ ଘଟଣାରେ ୧୦ ସରକାରୀ ଅଧିକାରୀ ଓ ୩ ସରପଞ୍ଚଙ୍କ ନାମରେ ମାମଲା ରୁଜୁ ପାଇଁ ଜିଲାପାଳ ବିନୀତ...

ଆଜି ହୀରାକୁଦ ଡ୍ୟାମ୍‌ରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୫ା୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ରୁ ଚଳିତବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ଛଡ଼ାଯିବ। ପୂର୍ବାହ୍ନ ୧୦ଟା ପରେ ଯେକୌଣସି ସମୟରେ ଫାଟକ ଖୋଲାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏନେଇ ସମ୍ବଲପୁର ଜିଲା ସମେତ ମହାନଦୀ ତଟରେ ବସବାସ...

ଚାଷକୁ ନିଅଣ୍ଟ ଆଉଁଳୀ ପାଣି

ଛେଣ୍ଡିପଦା,୨୫।୬(ସ୍ବ.ପ୍ର.)  ବର୍ଷ ବର୍ଷ ଧରି ଯେଉଁ ଆଉଁଳୀ ପ୍ରକଳ୍ପ ପାଣିରେ ହଜାର ହଜାର ହେକ୍ଟର ଜମିରେ ଫସଲ ହେଉଥିଲା ତାହା ଉପରୁ ଚାଷୀ ଏବେ ଭରସା ତୁଟାଇବାକୁ ବସିଲେଣି। କାରଣ ଉକ୍ତ ପ୍ରକଳ୍ପରୁ ବାହାରିଥିବା କେନାଲର ବିଭିନ୍ନ ଶାଖା କେନାଲ ପୋତି...

ଶହୀଦ ଚନ୍ଦ୍ରକାନ୍ତଙ୍କ ସ୍ମୃତିରେ ଶୋକସଭା

ରାଇକିଆ,୨୪ା୬(ଡି.ଏନ.ଏ)-ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଶହୀଦ ହୋଇଥିବା କନ୍ଧମାଳ ଜିଲା ରାଇକିଆ ବ୍ଲକ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସ୍ମୃତିରେ ଶୋକ ସଭା (ଆଦିବାସୀ ସଂସ୍କୃତିରେ ମାଡ଼ା) ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ା ଶହୀଦଙ୍କ ବାସଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଇକିଆ...

ବାଲ୍ୟ ବିବାହ ରୋକିଲା ପ୍ରଶାସନ

ଧରାକୋଟ,୨୪ା୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ବିବାହ ବନ୍ଦ କରିଛି ପ୍ରଶାସନ। ଜୁନ୍‌ ୨୫ରେ ତାଙ୍କ ବିବାହ ଶେରଗଡ଼ ଅନ୍ତର୍ଗତ ପଲ୍ଲୀପଦ୍ମନାଭପୁରରେ ହୋଇଥାନ୍ତା। ଖବର ପାଇ ବ୍ରହ୍ମପୁର ଚାଇଲ୍ଡ ଲାଇନ କୋର୍ଡିନେଟର ସାଇ ପ୍ରସାଦ...

ଯୁବତୀଙ୍କ ଅଶ୍ଳିଳ ଫଟୋ ପୋଷ୍ଟ କରି ବନ୍ଧା ହେଲେ ଯୁବକ

ଧର୍ମଶାଳା, ୨୪।୬ (ଡି.ଏନ୍‌.ଏ.)-ସୋସିଆଲ ମିଡିଆରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟ କରିବା ଅଭିଯୋଗରେ ଧର୍ମଶାଳା ଥାନା ପୋଲିସ ବନ୍ଧଢିହ ପଞ୍ଚାୟତ ଜୟସୁଙ୍ଗୁଡା ଗ୍ରାମର ସମୀର ଜେନା (୨୭)ଙ୍କୁ ବୁଧବାର ଗିରଫ କରିଛି। ସମୀର ସମ୍ପୃକ୍ତ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ...

ଆଇନ ସହାୟତା କ୍ଲିନିକ

କଟକ ଅଫିସ,୨୪ା୬: ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପରିସରରେ ବୁଧବାର ନୂତନ ଆଇନ୍‌ ସହାୟତା କ୍ଲିନିକ୍‌ କୋଠା ଉଦ୍‌ଘାଟିତ ହୋଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ବିଶ୍ୱବିଦ୍ୟାଳୟର ଚାନ୍‌ସେଲର ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର ପାଟ୍ରୋନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri