ଆମ ଜିଲା ଖବର

ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ

ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା...

ଅମାନିଆଙ୍କଠାରୁ ୪୫ ହଜାର ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ ,୨୩।୬: ଲକ୍‌ଡାଉନ ସମୟରେ ଅମାନିଆଙ୍କୁ ପୋଲିସ ଅଟକାଇ ପ୍ରତିଦିନ ଯାଞ୍ଚ କରି ଜରିମାନା ଆଦାୟ କରୁଛି। ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଉଛିଦ୍‌। ସୋମବାର ସକାଳୁ ମଙ୍ଗଳବାର ସକାଳ...

ଶରଧାବାଲିରେ ପହଞ୍ଚିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ

ପୁରୀ ଅଫିସ, ୨୩।୬: ଶରଧାବାଲିରେ ବଡ଼ ଠାକୁର ବଳଭଦ୍ରଙ୍କ ରଥ ପହଞ୍ଚିବାର କିଛି ସମୟ ପରେ ଅର୍ଥାତ୍‌ ଅପରାହ୍ନ ୪ଟା ୧୦ରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ପହଞ୍ଚିଛି। କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ...

ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲା ତାଳଧ୍ୱଜ ରଥ

ପୁରୀ ଅଫିସ, ୨୩।୬: ନବ ଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଭାଉଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ମହାପ୍ରଭୁ। ପ୍ରଥମେ ପୂର୍ବାହ୍ନ ୧୧ଟା ୫୫ରେ ସିଂହଦ୍ୱାର ସମ୍ମୁଖକୁ ଗଡ଼ିଥିଲା ବଡ଼ ଠାକୁର ବଳଭଦ୍ରଙ୍କ ରଥ। ଏକ ଘଣ୍ଟା ବ୍ୟବଧାନରେ...

ସୁପ୍ରିମକୋର୍ଟ କଟକଣା: ମନ୍ଦିର ବେଢ଼ା ଭିତରେ ହେଲା ପହଣ୍ଡି, ଭକ୍ତଙ୍କୁ ବାରଣ

ମାଲକାନଗିରି,୨୩।୬(ଡି.ଏନ.ଏ): ସୁପ୍ରିମକୋର୍ଟଙ୍କ  ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ମାଲକାନଗିରିରେ ଘୋଷଯାତ୍ରା ପାଳିତ ହୋଇଯାଇଛି ା ଜିଲା ସଦର ମହକୁମାସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମୁଖ୍ୟ ଫାଟକରେ ତାଲା...

ପୁରୁଷୋତ୍ତମପୁରରେ ରଥଯାତ୍ରା ବନ୍ଦ: ଦେବନୀତିରେ ପୂଜା ପାଇଲେ କଳାଠାକୁର

ପୁରୁଷୋତ୍ତମପୁର, ୨୩।୬(ଡି.ଏନ.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ସମ୍ପୁର୍ଣ୍ଣ ରୂପେ ପ୍ରଶାସନ ପକ୍ଷରୁ ବନ୍ଦ କରିଦିଆଯାଇଛି। ମାତ୍ର ବିଧି ପରମ୍ପରା ରକ୍ଷା କରି କେବଳ ସୀମିତ ସେବାୟତ ଜଗନ୍ନାଥ ମନ୍ଦିର...

ଚିକିତ୍ସିତ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ/ସଜନାଗଡ଼ ୨୩।୬(ଡି.ଏନ୍‌.ଏ.): ବାଲେଶ୍ବର ଜେଲରେ ଥିବା ଜଣେ କଏଦୀଙ୍କର ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ରାଜୁ ସିଂ(୩୦)। ତାଙ୍କ ଘର ନୀଳଗିରି ବ୍ଲକ ଅଯୋଧ୍ୟା ଅଞ୍ଚଳ ପ୍ରତାପପୁର ଗ୍ରମରେ। ସେ ଏକ ଚୋରି ମାମଲାରେ...

ପୁରୁଷୋତ୍ତମପୁରରେ ଖୋଲିବ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ: ସ୍ଥିତି ଅନୁଧ୍ୟାନ କଲେ ଉପ ଜିଲାପାଳ

ପୁରୁଷୋତ୍ତମପୁର, ୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ଖୋଲିବା ଲାଗି ମଙ୍ଗଳବାର ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସହରର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ନୂତନ ଭାବେ ନିର୍ମାଣ କରାଯାଇଥିବା...

ସାତ ଦିନରେ ସାତ ରଙ୍ଗର ପାଟ

ମହାପ୍ରଭୁଙ୍କ ସବୁ ପରମ୍ପରା ଭଳି ତାଙ୍କ ବସ୍ତ୍ର ସମ୍ଭାରରେ ବି ରହିଛି ସ୍ବକୀୟତା। ବିଶେଷତଃ ତାଙ୍କୁ ଲାଗି ହେଉଥିବା ବସ୍ତ୍ର ‘ଖଣ୍ଡୁଆ ପାଟ’ ଭାବରେ ପରିଚିତ। ବଡସିଂହାର ବେଶରେ ଲାଗିହୁଏ ଗୀତଗୋବିନ୍ଦ ଲେଖାଥିବା ପାଟ। ଏସବୁ ବ୍ୟତୀତ ପର୍ବପର୍ବାଣିରେ ଲାଗି...

ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯...

ଯେଉଁଠି ଶ୍ରୀଜୀଉଙ୍କର ହୁଏ ରୁପାବେଶ

୧୭୫୭ଖ୍ରୀଷ୍ଟାବ୍ଦରେ ପ୍ରଥମ କରି ରଣପୁର ଜଗନ୍ନାଥ ମନ୍ଦିରରେ ଠାକୁରମାନଙ୍କ ଘୋଷ ଯାତ୍ରା ଆରମ୍ଭ ହୋଇଥିଲା । ପୁରୀ ମନ୍ଦିର ସହିତ ରଣପୁର ମନ୍ଦିରର ରହିଛି ବହୁ ସାମଞ୍ଜସ୍ୟ । ପୁରୀରେ ଷୋହଳ କଳା ଥିବା ବେଳେ ରଣପୁର ମନ୍ଦିରରେ ଏକ...

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri