ଆମ ଜିଲା ଖବର

ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ଆରମ୍ଭ

ପୁରୀ ଅଫିସ, ୨୩।୬: ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପହଞ୍ଚି ଛେରା ପହଁରା ଆରମ୍ଭ କରିଛନ୍ତି। ପୂର୍ବାହ୍ନ ୧୦.୪୫ରେ ଗଜପତି ମହାରାଜା ପ୍ରଥମେ ବଳଦେବଙ୍କ ତାଳଧ୍ୱଜ ରଥରେ ଛେରା...

ଶିଷ୍ୟଙ୍କ ସହ ୩ ରଥରେ ବିଗ୍ରହମାନଙ୍କୁ ଦର୍ଶନକଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୩।୬: କଟକଣାଯୁକ୍ତ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ଚଳଚଞ୍ଚଳ ହୋଇଉଠିଛି ବଡ଼ଦାଣ୍ଡ। ସକାଳୁ ସକାଳୁ ଶେଷ ହୋଇଛି ଚତୁର୍ଦ୍ଦା ମୂର୍ତ୍ତିଙ୍କ ପହଣ୍ଡି ନୀତି। ପହଣ୍ଡି ବିଜେ ପରେ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ...

ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ପୁରୀ ଅଫିସ୍‌,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ...

ଦେବୀ ସୁଭଦ୍ରାଙ୍କ ରଥରେ ବିରାଜମାନ କଲେ ସୁଦର୍ଶନ

ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି। ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି ନୀତି ଶେଷ ହୋଇଛି।

ରଥରେ ବିଜେ କଲେ ତିନି ଠାକୁର

ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି। ପ୍ରଭୁ ସୁଦର୍ଶନ ରଥରେ ବିଜେ କରିବା ପରେ ବଡ଼ ଠାକୁର ବଳଭଦ୍ରଙ୍କୁ...

ଗଡ଼ିବନି ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା ଘୋଡଣିକୁ ବନ୍ଦ କରାଯାଇଛି । ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶ ପରେ ପୁରୀ ଶ୍ରୀକ୍ଷେତ୍ରରେ...

ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ

ଖୋର୍ଦ୍ଧା ଅଫିସ,୨୩।୬: ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ ନିର୍ମାଣ କରି ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗୋପୀନାଥପୁରର ଏଲ.ଇଶ୍ୱର ରାଓ ଲୋକଙ୍କ ମନ ଜିଣିପାରିଛନ୍ତି। ୩୫୦ ଦିଆସିଲି କାଠିରେ ୩ ଇଞ୍ଚର ରଥ ନିର୍ମାଣ ହୋଇଥିବା...

ଗୁଣ୍ଡିଚାଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ,୨୩।୬: ବିଶ୍ୱପ୍ରସିଦ୍ଧ ପୁରୀ ଗୁଣ୍ଡିଚାଯାତ୍ରା ମଙ୍ଗଳବାର ପ୍ରାତଃରୁ ଆରମ୍ଭ ହୋଇଯାଇଛି। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଜଗନ୍ନାଥ ୯ ଦିନ ପାଇଁ ମାଉସୀ ମା’ଙ୍କ ଗୁଣ୍ଡିଚା ମନ୍ଦିର ଯାତ୍ରା କରିବେ। ଏ ନେଇ ପ୍ରତଃରୁ ନୀତିକାନ୍ତି ଆରମ୍ଭ...

ବ୍ୟବସାୟର ଢଙ୍ଗ ବଦଳିଛି, ମିଳୁନି ଆତ୍ମସନ୍ତୋଷ

ଭଦ୍ରକ ଅଫିସ, ୨୩ । ୬-ଠେଲାଗାଡି ବ୍ୟବସାୟୀଙ୍କ ଦାନାପାଣି ଛଡାଇ ନେଇଛି ମହାମାରୀ କରୋନା। ପ୍ରଶାସନିକ ସ୍ତରରେ ସେମାନଙ୍କୁ ଅନୁମତି ମିଳି ନ ଥିବାରୁ ସେମାନେ ଏବେ ରୋଜଗାର ହରାଇଛନ୍ତି। ଠେଲାଗାଡ଼ିରେ ଟିଫିନ ବିକ୍ରି କରି ପରିବାର ଚଳାଉଥିବା ବ୍ୟବସାୟୀମାନେ...

ଶହୀଦ ଯବାନଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ଚିତ୍ରଡ଼ା,୨୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଆଞ୍ଚଳିକ ମହାବିଦ୍ୟାଳୟରେ ପୂର୍ବ ଲଦାଖର ଗଲୱାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ସହ ଲଢ଼େଇରେ ଶହୀଦ ହୋଇଥିତ୍ବା ୨୦ ଭାରତୀୟ ଯବାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋମବାର ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ...

ସ୍ବଚ୍ଛ ହୋଇପାରିନି ଗୋଛାୟତସାହି

ବଅଁରପାଳ,୨୩ା୬(ଡି.ଏନ.ଏ.) ସ୍ବଚ୍ଛ ଭାରତ ଅଭିଯାନରେ ଅନୁଗୋଳ ଜିଲାର ଅନେକ ଗଁ। ବାହ୍ୟ ମଳମୁକ୍ତ ହୋଇପାରିଛି। ହେଲେ ବଅଁରପାଳ ବ୍ଲକ ବଳରାମପ୍ରସାଦ ପଞ୍ଚାୟତର ୧୫ ନମ୍ବର ୱାର୍ଡ ଗୋଛାୟତସାହି ଏଯାଏ ସ୍ବଚ୍ଛ ହୋଇପାରି ନ ଥିବା ସାହିବାସୀ ଅଭିଯୋଗ କରିଛନ୍ତି। କେବଳ...

ଭର୍ଚୁଆଲ ରାଲିରେ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ: ଲୋକଙ୍କ ପାଖରେ ପହଞ୍ଚାଅ କେନ୍ଦ୍ର ଯୋଜନା

ଅନୁଗୋଳ ଅଫିସ, ୨୩।୬- ମୋଦି ସରକାର ଅନୁଗୋଳ ଜିଲାକୁ ପ୍ରାଥମିକତା ଦେଇ ଆସୁଛନ୍ତି। କମର୍ସିଆଲ କୋଲ୍‌ ମାଇନିଂ ନିୟମରେ ପରିବର୍ତ୍ତନ ଅନୁଗୋଳ ଭଳି ଖଣି ସମୃଦ୍ଧ ଜିଲାକୁ ଲାଭ ଦେବ। ତେଣୁ ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ ପହଞ୍ଚାଇବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri