ଆମ ଜିଲା ଖବର

‘ପରିବର୍ତ୍ତନ ସହ ତାଳଦେଇ ପ୍ରଗତିଶୀଳ ହେବା’

ବଲାଙ୍ଗୀର ଅଫିସ, ୨୩ା୬ ସୋମବାର ଥିଲା ବଲାଙ୍ଗୀର ପାଇଁ ଏକ ଐତିହାସିକ ଦିନ। ବହୁ ପ୍ରତୀକ୍ଷିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଡ. ଦୀପକ କୁମାର ବେହେରା ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରଫେସର ବେହେରା ରାଜେନ୍ଦ୍ର...

୫ କି.ମି ପାହାଡ଼ ଚଢ଼ି ଦୁର୍ଗମ ଗ୍ରାମରେ ପହଞ୍ଚିଲେ ବିଡିଓ

ଖଇରପୁଟ,୨୨ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଗୋବିନ୍ଦପାଲି ପଞ୍ଚାୟତର ପାହାଡ଼ ଉପରେ ଥିବା ଦୁର୍ଗମ ଗ୍ରାମ ମଇଁଷିଖାଲ ଗ୍ରାମକୁ ସୋମବାର ବିଡିଓ ହୃଦାନନ୍ଦ ସାହୁ ଗସ୍ତ କରିଛନ୍ତି। ପାହାଡ ଚଢି ୫କି.ମି. ଚାଲିଚାଲି ଯାଇ ସେ ଉକ୍ତ ଗ୍ରାମରେ ପହଞ୍ଚତ୍ଛନ୍ତି।...

୧.୧୩ ଲକ୍ଷ ଜାଲ୍‌ ନୋଟ, ଗଞ୍ଜେଇ ଜବତ: କନଷ୍ଟେବଳଙ୍କ ସମେତ ୩ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୨ା୬- କନ୍ଧମାଳ ଜିଲାରେ ଗଞ୍ଜେଇ ଚାଲାଣ ସହ ଜାଲ୍‌ ନୋଟ କାରବାର ବି ଚାଲିଛି ା ଫିରିଙ୍ଗିଆ ଥାନା ପୋଲିସ ଏଭଳି ଏକ ର଼୍ୟାକେଟକୁ ଧରିଛି। ସିମିଲିସାହିଠାରେ ଚଢ଼ାଉ ବେଳେ ଏକ ଟାଟା ସୁମୋରୁ ୧ ଲକ୍ଷ ୧୩...

ଗଞ୍ଜାମରେ ଗଡିବନି ରଥ: ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରମାନଙ୍କୁ ଜଣାଇଛନ୍ତି। ଏହା ଯେପରି କଡାକଡି ଭାବେ ପାଳନ ହେବ...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍‌ ଓ ଯାତ୍ରୀବାହୀ ଟ୍ରେନ...

ଅତିରିକ୍ତ ତହସିଲଦାରଙ୍କୁ ଅଟକ ରଖିଲେ ଉତ୍ତେଜିତ ଲୋକେ: ମୁଖ୍ୟ ଫାଟକ ଭାଙ୍ଗି ପଲିଥିନ୍‌ ବୋହିନେଲେ

ଭୋଗରାଇ, ୨୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ପଞ୍ଚାୟତ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଅଭାବନୀୟ ଘଟଣା ଘଟିଛି। ‘ଅମ୍ଫନ’ ବାତ୍ୟାରେ ଘର ଭାଙ୍ଗିଯାଇଥିବା ଲୋକଙ୍କୁ ଅଦ୍ୟାବଧି ପଲିଥିନ୍‌ ମିଳି ନ ଥିବାରୁ ଶତାଧିକ ଲୋକେ ଉତ୍ତ୍ୟକ୍ତ...

ଜଙ୍ଗଲରେ ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଲୋଇସିଂହା,୨୨।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ କେଶାଇପାଲି ଗାଁ ନିକଟ ଛେଳିଆ ଜଙ୍ଗଲରେ ସୋମବାର ଅପରାହ୍ନରେ ଗୋଟିଏ ଦନ୍ତାହାତୀ ଜଣେ ବୃଦ୍ଧଙ୍କୁ କଚାଡ଼ି ମାରି ଦେଇଛି। ମୃତକ ହେଲେ ଲୁହୁରାମୁଣ୍ଡା ଗାଁର ଦେବାର ଜୁଏଡ (୬୧)। ହେଲେ ତାଙ୍କ ସହ ଜଙ୍ଗଲକୁ...

୬ ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳିଗଲା

ଜୁନାଗଡ,୨୨।୬(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ୍‌ ଚିଙ୍ଗୁଡିସର ପଞ୍ଚାୟତ ଝାରବନ୍ଧ ଗ୍ରାମରେ ଥିବା କେନ୍ଦୁପତ୍ର ଫଡିରେ ନିଆଁ ଲାଗି ଯାଇଛି। ଏଥିଯୋଗୁ ପ୍ରାୟ ୬ଲକ୍ଷ ଟଙ୍କାର କେନ୍ଦୁ ପତ୍ର ଜଳି ଯାଇଛି। କେନ୍ଦୁପତ୍ର ବିଭାଗ ପକ୍ଷରୁ ଏ ନେଇ ଜୁନାଗଡ ଥାନାରେ...

ସଙ୍ଗରୋଧ କେନ୍ଦ୍ରରେ ପ୍ରେମୀଯୁଗଳଙ୍କ ବିବାହ

କୋକସରା,୨୨।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ବାଞ୍ଜିବାହାଲ ଗାଁର ଯୁବକ ରାଜାରାମ ଠାକୁର (୨୫) ଓ ସେହି ଗାଁର ଜଣେ ଯୁବତୀ ଦୁତିଆ ହରିଜନ (୨୪) ସଙ୍ଗରୋଧ କେନ୍ଦ୍ରରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ସୂଚନାଅନୁସାରେ, ଉକ୍ତ ପ୍ରେମୀଯୁଗଳଙ୍କ ମଧ୍ୟରେ...

ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ: ଗଜପତି

ପୁରୀ ଅଫିସ,୨୨।୬: ପୁରୀ ରଥଯାତ୍ରାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ପୁରୀ ଗଜପତି ମହାରାଜା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ ବୋଲି ସେ କହିଛନ୍ତି। ଅଗଣିତ ଭକ୍ତ ରଥଯାତ୍ରା ନେଇ ତାଙ୍କ ନିକଟରେ ଗୁହାରି...

ନିର୍ଭୟରେ ବିନା ମାସ୍କରେ ବୁଲୁଝନ୍ତି ଲୋକେ: ଯାଞ୍ଚ ବେଳେ ଗଣୁଛନ୍ତି ତଣ୍ଡ

କୋରୁକୋଣ୍ଡା୨୨।୬(ଡି.ଏନ୍‌.ଏ): ଦେଶରେ ଅନଲକ୍‌ ୧ ଚାଲୁଥିବା ବେଳେ ସାମାଜିକ ଦୂରତ୍ୱ ବଜାଇରଖିବା ଓ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ, କୋରୁକୋଣ୍ଡା ରାଜସ୍ବ ବିଭାଗ ଓ ମାଲକାନଗିରି ପୋଲିସ ପକ୍ଷରୁ କୋରୁକୋଣ୍ଡା ବ୍ଲକ ସଦର...

ଭୂମିକମ୍ପରେ ଥରିଲା ରାୟଗଡା

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ରାୟଗଡା ଜିଲାର କାଶୀପୁର ଅଞ୍ଚଳରେ ସୋମବାର ଭମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି। An earthquake of magnitude 3.6 on the Richter scale, occurred in Kasipur area of...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri