ଆମ ଜିଲା ଖବର

ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି: ଚାଇନା ସାମଗ୍ରୀ ବର୍ଜନ କରିବାକୁ ଶପଥ

କୁଆମରା,୨୨ା୬(ଡି.ଏନ୍‌.ଏ.)- ଲଦାଖରେ ଚାଇନା ସେନାର ଅତର୍କିତ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏଥିରେ ମୟୂରଭଞ୍ଜ ରାଇରଙ୍ଗପୁରର ନନ୍ଦୁରାମ ସୋରେନ ଓ କନ୍ଧମାଳ ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନ ମଧ୍ୟ ଶହୀଦ ହୋଇଛନ୍ତି। ଏହି ପରିପେକ୍ଷୀରେ ମୟୂରଭଞ୍ଜ ଜିଲା ଗୋପବନ୍ଧୁ...

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ରାଇରଙ୍ଗପୁର,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ବୁଢ଼ିଝରଣ ଗ୍ରାମର ଜଣେ ଯୁବକ ରବିବାର ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ କାନ୍ଦ୍ରା ଦେହୁରୀ(୨୬)। ନିକଟସ୍ଥ ଜଙ୍ଗଲକୁ ଯାଇଥିତ୍ବା ବେଳେ ସେ ଭାଲୁ ଆକ୍ରମଣର ଶିକାର...

ବାଙ୍ଗିରିପୋଷିରେ ଅନ୍ତର୍ଜାତୀୟ ଯୋଗ ଦିବସ

ବାଙ୍ଗିରିପୋଷି,୨୨ା୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷିସ୍ଥିତ ପତଞ୍ଜଳି ଯୋଗ ପୀଠ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ପ୍ରଶିକ୍ଷକ ମନୋରଞ୍ଜନ ବେହରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହା ଅନୁଷ୍ଠିତ ହୋଇଥିଲା। ସଂଗ୍ରାମ ଅନୁଷ୍ଠାନର ଅଧ୍ୟକ୍ଷା ସଂଯୁକ୍ତା ବସା ଯୋଗ ଦେଇଥିଲେ।...

ହାତରେ ଜୋତା, କାନ୍ଧରେ ସାଇକେଲ

ଭଣ୍ଡାରିପୋଖରୀ, ୨୨ା୬(ଡି.ଏନ.ଏ.)-ଏମିତି ରାସ୍ତା ରହିଛି ଯେଉଁଠି ପାଦରେ ଚପଲ ପିନ୍ଧି ଯିବା ଅସମ୍ଭବ। ଲୋକେ ହାତରେ ଜୋତା ଧରି କାନ୍ଧରେ ସାଇକେଲ ପକାଇ ଘରୁ ବାହାରିଥାନ୍ତି। ୩ଶହ ମିଟର ପର୍ଯ୍ୟନ୍ତ ଏମିତି ଅବସ୍ଥାରେ ଆସିବା ପରେ ମୁଖ୍ୟ ରାସ୍ତାରେ ପହଞ୍ଚିଥାନ୍ତି।...

ଧରାପଡ଼ିଲା ରାଜପଥ ଲୁଟେରା ଗ୍ୟାଙ୍ଗ୍‌

କାମାକ୍ଷାନଗର, ୨୨।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ଆତଙ୍କରାଜ ସୃଷ୍ଟି କରିଥିବା ଏକ ରାଜପଥ ଲୁଟେରା ଗ୍ୟାଙ୍ଗର ୪ ସଦସ୍ୟ ପୋଲିସ ହାତରେ ଧରାପଡ଼ିଛନ୍ତି। ସେମାନେ ହେଲେ କାମାକ୍ଷାନଗର ଜିନେଇଲୋ ଗ୍ରାମର ସଞ୍ଜୟ ସ୍ବାଇଁ ଓରଫ୍‌ ସିଲୁ, ଅନୁଗୋଳ ଜିଲା...

ବୃତ୍ତି ବଦଳାଇଛି କରୋନା: ଟମାଟୋ ବିକି ପେଟ ପୋଷୁଛନ୍ତି ବାଦ୍ୟ କଳାକାର

ଲାଠୋର, ୨୨ା୬(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅନ୍ତର୍ଗତ ଜଲପାଙ୍କେଲ ଗ୍ରାମର ବାଦ୍ୟ କଳାକାର ବିନୋଦ ସୁନା। କରୋନା ତାଙ୍କ ଜୀବନ ଜୀବିକା ଉପରେ ଗଭୀର ପ୍ରଭାବ ପକାଇଛି। ଲକ୍‌ଡାଉନ କଟକଣା ଯୋଗୁ କଳାକାର ବୃତ୍ତିରେ ବାଧା...

ଗୋ ମାଂସ ବୋଝେଇ କଣ୍ଟେନର ଜବତ: ୨ ଗିରଫ

ଗୋପାଳପୁର/ପାତ୍ରପୁର,୨୧ା୬(ଡି.ଏନ୍‌.ଏ.)- ଗୋ ମାଂସ ବୋଝେଇ ଏକ କଣ୍ଟେନରକୁ ଗଞ୍ଜାମ ଜିଲା ବଜରଙ୍ଗ ଦଳର କର୍ମୀମାନେ ରବିବାର ସକାଳେ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ପୁରୁଷୋଥମ୍‌ପୁରମ୍‌ ନିକଟରେ ଅଟକାଇ ଥିଲେ। ପରେ ଏହାକୁ ଇଚ୍ଛାପୁର ପୋଲିସକୁ ହସ୍ତାନ୍ତର କରିଛନ୍ତି। ପୋଲିସ ଚାଳକ ଓ ସହ...

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ଫାର୍ମାସିଷ୍ଟ ଗିରଫ

ଜି.ଉଦୟଗିରି,୨୧ା୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା କେ.ନୂଆଗଁା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଏକ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଫାର୍ମାସିଷ୍ଟ ଦୁର୍ବ୍ୟବହାର କରିଥିବା ସାରଙ୍ଗଗଡ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ଫାର୍ମାସିଷ୍ଟଙ୍କୁ ଗିରଫ କରିଛି। ସେ ହେଲେ ପ୍ରଭାତ...

ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ: ଯୁବକଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଦେଲେ ମୃତଦେହ

ଖୁଣ୍ଟୁଣୀ,୨୧ା୬(ଡି.ଏନ୍‌.ଏ.)-ଗୁରୁଡ଼ିଝାଟିଆ ଥାନା ଜେମାଦେଇପୁର ଗ୍ରାମରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରିବା ପରେ ଗଛରେ ଝୁଲାଇ ଦିଆଯାଇଥିବା ରବିବାର ଅଭିଯୋଗ ହୋଇଛି। ମୃତକ ହେଲେ ଗଙ୍ଗାଧର ପରିଡ଼ା(୧୯)। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼...

ବିଷାକ୍ତ ଖାଦ୍ୟଖାଇ ଦମ୍ପତିଙ୍କ ମୃତ୍ୟୁ ଘଟଣା: ଖାଦ୍ୟରେ ବିଷ ଦେଇଥିଲେ ସାନ ଭାଇଙ୍କ ସ୍ତ୍ରୀ

ଖଣ୍ଡପଡ଼ା,୨୧ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ବୋଦସା ପଞ୍ଚାୟତ ଗୋଲା ସାହିରେ ଗତ ୧୫ ତାରିଖରେ ବିଷାକ୍ତ ଖାଦ୍ୟ ଖାଇ ଦମ୍ପତି ଭାଗୀରଥି ସ୍ବାଇଁ(୬୦) ଓ ତାଙ୍କ ସ୍ତ୍ରୀ କୌଶଲ୍ୟା(୫୪)ଙ୍କ ହୋଇଥିବା ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ଜାଗା ବିବାଦକୁ...

ଟଙ୍କା ପାଇଁ ୩୦ କି.ମି ଘୁଷୁରି ଘୁଷୁରି ଗଲେ ଭିନ୍ନକ୍ଷମ

କେନ୍ଦୁଝର,୨୧ା୬(ସ୍ବ.ପ୍ର.)-ଆଜିର ଡିଜିଟାଲ ଯୁଗରେ ଏବେ ମଧ୍ୟ ଅନେକ ଗ୍ରାମ ରହିଛି ଯେଉଁଠି ବ୍ୟାଙ୍କିଙ୍ଗ ସେବା ଅପହଞ୍ଚ ହୋଇରହିଛି। ଫଳରେ ଲୋକମାନେ ଟଙ୍କା ଉଠାଣ ଓ ଜମା କରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି...

ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ। ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହା ଦ୍ୱାରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri