ଆମ ଜିଲା ଖବର

ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି

ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ କରାଯାଇପାରେ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହାକୁ ପ୍ରମାଣ କରି ଦେଖାଇଛନ୍ତି...

ବରଗଡ଼ରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ: ପଦ୍ମପୁର ପୌରାଞ୍ଚଳକୁ ବୁଧବାର ଯାଏ ସଟ୍‌ଡାଉନ୍‌ ଘୋଷଣା

ବରଗଡ଼ ଅଫିସ,୨୧।୬- ବରଗଡ଼ ଜିଲାରେ ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ବଢିବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ଜିଲାର ପଦ୍ମପୁର ପୌରାଞ୍ଚଳକୁ ରବିବାର ଦିନ ୧ଟାରୁ ସଟ୍‌ଡାଉନ ଘୋଷଣା ଘୋଷଣା କରାଯାଇଛି। ଆସନ୍ତା ୨୪...

ଫାଦର୍ସ ଡେ’ରେ ବାପାଙ୍କ ମାର୍ଗଦର୍ଶନକୁ ମନେପକାଇଲେ ଗଞ୍ଜାମ ଜ଼ିଲାପାଳ

ଛତ୍ରପୁର, ୨୧।୬(ଡି.ଏନ୍‌.ଏ.)- ରବିବାର ଫାଦର୍ସ ଡେ’ ଅର୍ଥାତ୍‌ ପିତୃ ଦିବସ। ଏହି ଦିବସରେ ବାପା ଦେଇଥିବା ମାର୍ଗ ଦର୍ଶନ ଓ ଉପଦେଶକୁ ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ମନେ ପକାଇ ଟୁଇଟ କରିଛନ୍ତି। ଆନା ସବୁବେଳେ ଆବଶ୍ୟକୀୟ ଓ...

ଗଞ୍ଜାମରେ ୧୦ କରୋନା ଯୋଦ୍ଧା ସମେତ ୩୮ ପଜିଟିଭ୍‌

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ରବିବାର ପୁଣି ୩୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏଥିରେ ୧୦ ଜଣ କରୋନା ଯୋଦ୍ଧା, ୮ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୦ ଜଣ ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି।...

ଗଞ୍ଜାମ ସହରରେ ମାଲାମାଲ ଅସାଧୁ ବ୍ୟବସାୟୀ: ଦୋକାନ ଆଗରେ ତାଲା, ଭିତରେ ଖୋଲା

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.):ମହାମାରୀ କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ସଟ୍‌ଡାଉନ୍‌ରେ ଫାଇଦା ଉଠଉଛନ୍ତି ଗଞ୍ଜାମ ସହରର କିଛି ଅସାଧୁ ବ୍ୟବସାୟୀ l ଦେକାନ ଆଗରେ ତାଲା ପଡ଼ିଥିଲେ ହେଁ ମାଲିକମାନେ ଭିତରେ ଭିତରେ ବିଭିନ୍ନ ଜିନିଷ ଚଢ଼ା ଦରରେ ବିକ୍ରି...

ଚାଇନା ଆପ୍‌କୁ ନା, ବିକଳ୍ପ ଚାହୁଁଛନ୍ତି ଯୁବପିଢ଼ି

କଟକ ଅଫିସ,୨୧।୬: କିଛିଦିନ ହେଲା ଭାରତ ଓ ଚାଇନା ଭିତରେ ଲାଗିରହିଥିବା ତିକ୍ତତା ଓ କରୋନା ସଂକ୍ରମଣ ଭୟ ଯୋଗୁ ଚାଇନା ଓ ସେଠାକାର ଉତ୍ପାଦିତ ଦ୍ରବ୍ୟ ପ୍ରତି ବିମୁଖ ହୋଇଛନ୍ତି ଭାରତୀୟ। କରୋନା ମହାମାରୀର ଆତଙ୍କ ସମୟରେ ଦେଶର...

କନ୍ଧମାଳର ଗୌରବ: ପ୍ରଥମ ଫ୍ଲାଇଂ ଅଫିସର ହେଲେ ସାଇପ୍ରଣିତା

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଭଳି ପଛୁଆ ଜିଲାକୁ ସାରା ଦେଶରେ ପରିଚିତ କରାଇଛନ୍ତି ଅଞ୍ଚଳର ଜଣେ ଝିଅ। ଏହି ଜିଲାର ଝିଅ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ସେ ପ୍ରମାଣ କରି ଦେଖାଇଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଜିଲାରୁ...

ଦୁର୍ଘଟଣା ଉଜାଡ଼ି ଦେଲା ସୁନାର ସଂସାର: ସ୍ବାମୀଙ୍କ ଚିକିତ୍ସା ପାଇଁ ସ୍ତ୍ରୀଙ୍କ ଆକୁଳ ନିବେଦନ

ଉଦଳା, ୨୧ା୬(ଡି.ଏନ୍‌.ଏ.)-ସବୁଦିନ ପରି ସେଦିନ ମଧ୍ୟ ସିଏ କାମରେ ଯାଇଥିଲେ। ସନ୍ଧ୍ୟା ହେଲା ବେଳକୁ ସ୍ତ୍ରୀ ଏବଂ ଛୋଟ ଝିଅ ଚାହିଁ ରହିଥିଲେ ଫେରିବା ବାଟକୁ। ହେଲେ ଆସିଲା ତାଙ୍କୁ ଦୁର୍ଘଟଣା ଖବର। ଦୁର୍ଘଟଣା ଖବର ପାଇବା ପରେ ପୁରା...

ଝାଲିଆଗୋଛା ପରେ ବାରୁଡ଼ା ହେଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ଭଞ୍ଜନଗର,୨୧।୬(ଡି.ଏନ୍‌.ଏ.)- ଲୋକେ ସାମାଜିକ ଦୁରତ୍ୱ ବଜାୟ ନରଖିବା, ମାସ୍କ ବ୍ୟବହାର ନକରିବା, ନିୟମିତ ସଫା ନରହିବା ହେତୁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁଦ୍ଧା ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମରୁ ୧୦ ବ୍ୟବସାୟୀ କରୋନା ପଜିଟିଭ୍‌...

କୋଭିଡ୍‌ କେୟାର ସେଣ୍ଟରରେ ଜୀବନ ହାରିଲେ ଯୁବକ

ବାଲିଗୁଡା,୨୧ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବଡଗାଁସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ କୋଭିଡ୍‌ କେୟାର ସେଣ୍ଟରରେ ଜଣେ ହାଇଦ୍ରାବାଦ ଫେରନ୍ତା ପ୍ରବାସୀ ଓଡ଼ିଆ ଶନିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁମୁଡିବନ୍ଧ ଥାନା ବୁଦୁଲିପଦର ଗାଁର ସମ୍ପୂର୍ଣ୍ଣ...

ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍‌ ଆୱାର୍ଡ

ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍‌ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍‌ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍‌,...

ଶ୍ରମିକ ରୂପେ ୨ ଛାତ୍ରଙ୍କୁ କାର୍ଯ୍ୟରେ ଲଗାଇଛନ୍ତି ଶିକ୍ଷକ

ଏମ୍‌ଭି-୭୯,୨୧ା୬(ଡି.ଏନ.ଏ.)-ସରକାର ଗରିବ ପିଲାଙ୍କ ପାଠପଢ଼ା ପାଇଁ ମାଗଣା ଖାତା, ବହି, ସିଲଟ, ଖାଦ୍ୟ, ରହିବା ପାଇଁ ହଷ୍ଟେଲ ସୁବିଧା କରିଛନ୍ତି। କେତେକ କ୍ଷେତ୍ରରେ ଶିଶୁଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ହଷ୍ଟେଲରେ ରଖି ଶିକ୍ଷାଦାନ ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଏକ ସ୍ବତନ୍ତ୍ର ସ୍କାଡ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri