ଆମ ଜିଲା ଖବର

ଓ୍ବାର୍ଡ ସଭ୍ୟାଙ୍କୁ ମାଡ଼ ମାରିବା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେବା ପ୍ରତିବାଦରେ ବ୍ଲକ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଖାରୁଣି ପଞ୍ଚାୟତର ୧ ନମ୍ବର ଓ୍ବାର୍ଡସଭ୍ୟା ପଦ୍ମାବତୀ ମଳିକଙ୍କୁ ସରପଞ୍ଚଙ୍କ ସ୍ବାମୀ ପ୍ରଶାନ୍ତ ମଳିକ ମେ’ ୨୯ରେ ମାଡ଼ ମାରିଥିଲେ । ଏଥିନେଇ ପଦ୍ମାବତୀ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦେଇଥିଲେ। ସେହିପରି ଜନୈକା...

ବଣାଇ ବିଧାୟକଙ୍କ ପିଏସ୍‌ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍‌ରୁ ନିଜକୁ କଲେ ଗୁଳି

ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ...

ଓକିଲ, ମୋହରିର, ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍‌: ପୁରୀ କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ ବିଶୋଧନ

ପୁରୀ ଅଫିସ,୧୮ା୬ : ପୁରୀ ଜିଲା ସିଭିଲ୍‌ କୋର୍ଟ ପରିସରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ବୁଧବାର କୋର୍ଟ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟ ଏବଂ ଏହାର ଆଖପାଖ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌...

ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍‌

ଛତ୍ରପୁର,୧୮ା୬(ଡି.ଏନ୍‌.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ...

୧୦ମାସର ଶିଶୁକୁ ଛାଡି ମା’ର ଆତ୍ମହତ୍ୟା

ରତ୍ନଗିରି,୧୮।୬(ଡ଼ି.ଏନ୍‌.ଏ.): ପରିସ୍ଥିତି ଓ ପରିବେଶ ବେଳେ ବେଳେ କଠୋର ନିଷ୍ପତ୍ତି ନେବାକୁ ବାଧ୍ୟ କରିଥାଏ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରୀ ବ୍ଲକ ଅଧିନସ୍ଥ ରମ୍ପା ପଞ୍ଚାୟତରେ। ଉକ୍ତ ଗ୍ରାମର ୨୭ବର୍ଷୀୟ ଲିଲି ସାମଲ ନାମ୍ନୀ ଜଣେ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା

ସଜନାଗଡ,୧୮।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଡାକବଙ୍ଗଳା ପରିସରରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା ଅନୁଷ୍ଠିତ ହୋଇଛି। ସ୍ବର୍ଗତ ସେଠୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ସ୍କୃତିଚାରଣ କରିଥିଲେ।...

ଅମର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୮ା୬(ଡି.ଏନ୍‌.ଏ.) : ଭାରତ-ଚାଇନା ସୀମାରେ ଶହୀଦ ହୋଇଥିବା ଓଡ଼ିଶା ମାଟିର ଦୁଇ ବୀରପୁତ୍ର ଯଥା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଯବାନ ନନ୍ଦୁରାମ ସୋରେନଙ୍କ ଉଦ୍ଦେଶ୍ୟରେ ଚୌଦ୍ୱାରର ‘ଲ’...

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ ଚିହ୍ନଟ ହୋଇଥିବା ୧୬ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ...

ସାକ୍ଷୀଗୋପାଳଙ୍କ ଫଟୋ ଭାଇରାଲ: ମନ୍ଦିର ପ୍ରଶାସନ ପକ୍ଷରୁ ଥାନାରେ ଅଭିଯୋଗ

ସାକ୍ଷୀଗୋପାଳ,୧୮।୬(ଡି.ଏନ.ଏ.): ପୁରୀ ଜିଲା ସାକ୍ଷୀଗୋପାଳରେ ଅବସ୍ଥିତ ଶ୍ରୀସାକ୍ଷୀଗୋପାଳ ଓ ଶ୍ରୀରାଧାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶ୍ରୀକ୍ଷେତ୍ର ଇତିହାସ ନାମକ ଏକ ଫେସବୁକ ସାଇଟ୍‌ରେ ଗତ ୧୫ ତାରିଖରେ ମନ୍ଦିର ଗର୍ଭଗୃହ, ରତ୍ନ ସିଂହାସନ ସହିତ ଠାକୁରଙ୍କ ଫଟୋ...

ବରଗଡ଼ରେ ଶିଶୁଙ୍କ ସମେତ ୪କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୮।୬: ବରଗଡ଼ ଜିଲାରେ ଗୁରୁବାର ପୁଣି ୪ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲି ଗାଁର ୩ଜଣ...

ଭିଜିଲାନ୍ସ ଜାଲରେ ଟେକ୍ନିକାଲ ଆସିଷ୍ଟାଣ୍ଟ

ଭଦ୍ରକ ଅଫିସ,୧୮।୬: ଭଦ୍ରକ ଡିପିସି ଅଫିସର ଟେକ୍ନିକାଲ ଆସିଷ୍ଟାଣ୍ଟଙ୍କ ଘରେ ଗୁରୁବାର ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ମିଳିତ ଭାବେ ଚଢ଼ାଉ କରଛନ୍ତି। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ଟେକ୍ନିକାଲ ଆସିଷ୍ଟାଣ୍ଟ ବୈଲୋଚନ ପୁହାଣଙ୍କ ଘର ସମେତ ବିଭିନ୍ନ...

ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବଣାଇ ବିଧାୟକଙ୍କ ପିଏସ୍‌ଓ

ସୁନ୍ଦରଗଡ଼,୧୮।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବିଧାୟକ ଲକ୍ଷଣ ମୁଣ୍ଡାଙ୍କ ପିଏସ୍‌ଓ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ତେବେ ଆତ୍ମହତ୍ୟାର କାରଣ ଏଯାଏଁ ଜଣାପଡ଼ିନାହିଁ। ବୁଧବାର ରାତିରେ ସେ ନିଜ ଗ୍ରାମରେ ଆତ୍ମହତ୍ୟା କରିଥିଲେ। ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri