ଆମ ଜିଲା ଖବର

ଦାରୁବିଗ୍ରହଙ୍କୁ ଲାଗି ହେଲା ତୁଳସୀ

ପୁରୀ ଅଫିସ, ୧୮ା୬: ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ଶ୍ରୀଅଙ୍ଗ ସେବକ ଦଇତାପତିମାନେ ଠାକୁରଙ୍କ ସେବା କରୁଛନ୍ତି। ଏଥିପାଇଁ ବିଭିନ୍ନ ଚେରମୂଳିରୁ ଶ୍ରୀଅଙ୍ଗ ସୁସ୍ଥ ଲାଗି ପଥି ପ୍ରସ୍ତୁତ...

ବାଡ଼ିଆ ହେଲା ହଂସପଟା

ପୁରୀ ଅଫିସ,୧୮ା୬: ପ୍ରସ୍ତୁତ ହୋଇଗଲାଣି ତିନିରଥ। ଅଳ୍ପ କିଛି ଯାହା କାମ ରହିଛି ତାହା ଖୁବ୍‌ଶୀଘ୍ର ଶେଷ ହୋଇଯିବ। ବୁଧବାର ତିନିରଥରେ ହଂସପଟା ବାଡ଼ିଆଯାଇଛି। ଏଥିସହ ପାର୍ଶ୍ୱ ଦେବୀଦେବଙ୍କୁ ଜଳଯନ୍ତ୍ରରେ ସେଟ୍‌ କରାଯାଇ ଶିଖର ଡମ୍ବରୁ ଫିଟିଂ କରାଯାଇଛି। ପ୍ରତିରଥରେ...

କଣ୍ଟେନମେଣ୍ଟ ଜୋନ୍‌ରେ ଜିଲାପାଳଙ୍କ ଅଫିସ

ପୁରୀ ଅଫିସ,୧୮ା୬: କଣ୍ଟେନମେଣ୍ଟ ଜୋନ୍‌ (ଆବଦ୍ଧ ଅଞ୍ଚଳ)ରେ ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ। ପୁରୀ କୋର୍ଟ ପରିସରର ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ପ୍ରଶାସନ ପକ୍ଷରୁ ତ୍ୱରିତ୍ୱ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟ ସମେତ ଏହାର...

କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ...

୧୪ ଦିନ କ୍ୱାରାଣ୍ଟାଇନରେ ୨୧ ପୋଲିସ କର୍ମଚାରୀ

କଣାସ,୧୮ା୬(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅଞ୍ଚଳରେ ୨ଜଣ ଅଭିଯୁକ୍ତ ବୁଧବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଫଳରେ ଏମାନଙ୍କ ସଂସ୍ପର୍ଶରେ ଆସିଥିବା କଣାସ ଥାନାର ୧୦ଜଣ ଓ ଗଡ଼ିଶାଗୋଦା ଥାନାର ୧୧ଜଣ ପୋଲିସ କର୍ମଚାରୀଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରହିବାକୁ...

ଏନ୍‌ଜିଟି କାଠଗଡ଼ାରେ ସୁକିନ୍ଦା ରେଲୱେ ସାଇଡିଂ

ଯାଜପୁର ଅଫିସ, ୧୮ା୬: ପୂର୍ବତଟ ରେଳପଥ ଅଧୀନ ସୁକିନ୍ଦା ରେଲୱେ ସାଇଡିଂରେ ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନକୁ ଉଲ୍ଲଂଘନ କରାଯାଉଥିବା ଅଭିଯୋଗରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା (ଆବେଦନ ନମ୍ବର-୩୪/୨୦୨୦)ରେ ରୁଜୁ ହୋଇଛି। ଏହି ମାମଲା ଉପରେ...

ଫାର୍ମାସିଷ୍ଟଙ୍କ ଭରସାରେ ୧୨ ପଞ୍ଚାୟତବାସୀ

ବଇଣ୍ଡା, ୧୮ା୬(ଡି.ଏନ.ଏ.)  ସ୍ବାସ୍ଥ୍ୟକେନ୍ଦ୍ର ଅଛି। ହେଲେ ସେବା ଯୋଗାଇବାକୁ ୮ମାସ ହେଲା ଡାକ୍ତର ନାହାନ୍ତି। ବାରମ୍ବାର ଦାବି ସତ୍ତ୍ୱେ ଜିଲା ପ୍ରଶାସନ ପଦକ୍ଷେପ ନେଉ ନ ଥିବାରୁ ଫାର୍ମାସିଷ୍ଟଙ୍କ ଉପରେ ନିର୍ଭର କରୁଛନ୍ତି ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ...

ଗଞ୍ଜେଇ ସହ ୨ଗାଡି ଜବତ: ୩ ଗିରଫ

ଆସିକା,୧୮ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା କଲେଜ ଛକ ରାସ୍ତାରେ ସୋମବାର ଅପରାହ୍ନରେ ଗୋଟିଏ ବାଇକ୍‌ ଓ ଏକ ପିକଅପ୍‌ ଭ୍ୟାନ୍‌ରୁ ୨ ବସ୍ତା ଗଞ୍ଜେଇ ଜବତ କରିଛି ପୋଲିସ। ଗାଡି ଦୁଇଟିକୁ ଜବତ କରିବା ସହ ସେଥିରେ ଥିବା...

ଚାଇନା ସାମଗ୍ରୀ ବର୍ଜନ କରିବାକୁ ଏବିଭିପିର ଆହ୍ବାନ

ବ୍ରହ୍ମପୁର ଅଫିସ,୧୮ା୬- ସାରା ବିଶ୍ୱ କରୋନା ଦ୍ୱାରା ଆତଙ୍କିତ ହୋଇ ରହିଥିବା ବେଳେ ଚାଇନା ସୈନିକଙ୍କ ଭାରତର ଲଦାଖ ଗଲ୍‌ୱାନ ଭ୍ୟାଲିରେ ସୀମା ଅତିକ୍ରମ ଓ ମଙ୍ଗଳବାର ଭାରତ ଯବାନଙ୍କ ଉପରେ ଚୀନ ସୈନିକଙ୍କ ଆକ୍ରମଣକୁ ନିନ୍ଦା କରିଛି ଅଖିଳ...

ପ୍ରସାଦ ହିଁ ପାଉଣା

ଢେଙ୍କାନାଳ ଅଫିସ, ୧୮।୬ (ରତନ ନାୟାର):  ଭାବର ଠାକୁର ସେ। ଭକ୍ତର ଭଗବାନ ବି। ଭାଗ୍ୟରେ ଥିଲେ ମିଳେ ବିଶ୍ୱନିୟନ୍ତାଙ୍କ ସେବା କରିବାର ସୁଯୋଗ। ରସିକରାଜଙ୍କ କମନୀୟ ରୂପକୁ ଦେଖିବାକୁ ବିଶ୍ୱବାସୀ ବ୍ୟାକୁଳ ହେଉଥିବାବେଳେ ମହାପ୍ରଭୁଙ୍କ ଏହି ସୂକ୍ଷ୍ମକାର୍ଯ୍ୟକୁ ନିଷ୍ଠାର...

କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା ହେଲା ପାତ୍ରପୁର,ସାମନ୍ତିଆପଲ୍ଲୀ

ପାତ୍ରପୁର,୧୮ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ୍‌ ହେଡ଼କ୍ୱାର୍ଟର ପାତ୍ରପୁର ଗ୍ରାମରେ ୩ଦେକାନୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ପାତ୍ରପୁର ବ୍ଲକ ପ୍ରଶାସନ ଜିଲାପାଳଙ୍କୁ ପାତ୍ରପୁର ଓ ସାମନ୍ତିଆପଲ୍ଲୀ ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରିବାକୁ ଲେଖି ଜଣାଇଥିଲେ।...

ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ବାଳକାଟୀ,୧୭ା୬(ଡି.ଏନ୍‌.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ ଏକ ଟ୍ରାଭେରାକୁ ଜବତ କରି ଚାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri