ଆମ ଜିଲା ଖବର

ଥର୍ମାଲ ସ୍କ୍ରିନିଂ ପରେ ଆରମ୍ଭ ହେଲା ଯୁକ୍ତ ୨ ମୂଲ୍ୟାୟନ

ଭଞ୍ଜନଗର,୧୭।୬(ଡି.ଏନ.ଏ)- ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଠାରୁ ଯୁକ୍ତ୨ କଳା ମୂଲ୍ୟାୟନ ଆରମ୍ଭ ହୋଇଛି। ମୁଲ୍ୟାୟନକୁ ଆସିଥିବା ଅଧ୍ୟାପିକା ଅଧ୍ୟାପକଙ୍କ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନେ ମୁଲ୍ୟାୟନ କେନ୍ଦ୍ରକୁ ଯାଇଥିଲେ। ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ...

ଲଦାଖରେ ଚୀନ ଯବାନଙ୍କ ସହ ସଂଘର୍ଷବେଳେ ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ବୁଗୁଡ଼ା,୧୭ା୬(ଡି.ଏନ.ଏ.)- ଲଦାଖ ଗଲଓ୍ବାନ୍‌ ଘାଟିରେ ସୋମବାର ଚୀନ-ଭାରତ ସେନା ମୁହଁାମୁହିଁ ହୋଇଥିଲେ। ଭାରତୀୟ ଯବାନ ଚୀନର ୪୩ ଜଣ ଯବାନଙ୍କୁ ମାରିଥିଲେ। ବୀରତ୍ୱର ସହ ଲଢ଼େଇ କରି ଜଣେ କର୍ନଲଙ୍କ ସହ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ସ୍ଥାନୀୟ...

ଧର୍ମଗୁଳାରେ ଜିତିଲେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୭।୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। କଂଗ୍ରେସ ସମର୍ଥିତ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ ଧର୍ମଗୁଳାରେ ବିଜୟୀ ହୋଇଛନ୍ତି। ପୂର୍ବାହ୍ନ ୧୦ଟାରେ ୨୪ ସମିତିସଭ୍ୟା ସଭ୍ୟ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ତାଜୁଙ୍ଗିଆ ସମିତିସଭ୍ୟା ରୁଦା...

ସୋସାଇଟି ପଞ୍ଜୀକରଣ ଆଇନ୍‌ ସଂଶୋଧନ ନିଷ୍ପତ୍ତିକୁ ବିରୋଧ

ବାଲେଶ୍ୱର ଅଫିସ,୧୭।୬- ବାଲେଶ୍ୱର ଫକୀରମୋହନ ଗୋଲେଇ ନିକଟସ୍ଥ ନିଜସ୍ବ କାର୍ଯ୍ୟାଳୟରେ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ସୋସାଇଟି ପଞ୍ଜୀକରଣ ଆଇନ୍‌ ସଂଶୋଧନ ନିଷ୍ପତ୍ତିକୁ ଦୃଢ଼...

ଗାଡ଼ି ଧକ୍କାରେ ମେଡିକାଲ ଛାତ୍ର ଗୁରୁତର : ଚାଳକଙ୍କ ନାମରେ ମାମଲା ରୁଜୁ

ବନ୍ତ,୧୬।୬(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ କେନ୍ଦୁଆପଦା ଛକସ୍ଥିତ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାରେ ବାଇକ୍‌ରେ ଆସୁଥିବା ଜଣେ ମେଡିକାଲ ଛାତ୍ରଙ୍କୁ ଏକ ଟାଟା ଏସି ଗାଡି ଧକ୍କା ଦେବା ଫଳରେ ଛାତ୍ର ଜଣଙ୍କ ଗୁରୁତର ଆହତ ହୋଇ...

ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଭୟ

ଚୌଦ୍ୱାର,୧୭।୬(ଡି.ଏନ୍‌.ଏ.): ଚୌଦ୍ୱାର ସହରବାସୀଙ୍କୁ ଟ୍ରାଭେରା ଗାଡ଼ି ଛନକା ପଶିଛି। ଯେକୌଣସି ଟ୍ରାଭେରା ଗାଡି ଦେଖିଲେ ପୋଲିସର ଗାଡି ଆସିଲା ଭାବି ଭୟଭୀତ ହୋଇପଡୁଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲିସ ଗାଡି ଆସିବା ଭାବି ବ୍ୟବସାୟୀ ହେଉ ଅବା ସାଧାରଣଲୋକଙ୍କ...

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦମ୍ପତିଙ୍କୁ ହତ୍ୟା ଉଦ୍ୟମ: ୫ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ଅଭିମନ୍ୟୁ ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ବୁଧବାର ମଧ୍ୟାହ୍ନରେ ଗାଁ ନିକଟ ସୁନା ଦେଇ ପାହାଡ଼ ପାଖ ଚାଷଜମିରେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ...

ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବାଲେଶ୍ୱର ବିଧାୟକ ମଦନମୋହନଙ୍କ...

ଅଜଗର ମାରି କାନ୍ଧରେ ପକାଇ ବୁଲିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ବନବିଭାଗ

ବଡବିଲ,୧୭।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ଯୋଡା ଥାନା କଣ୍ଡରା ଗ୍ରାମର ଜଣେ ଯୁବକ ଏକ ଅଜଗର ସାପକୁ ମାରି କାନ୍ଧରେ ପକାଇ ବୁଲିବା ତାଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ଯୁବକଙ୍କୁ ବନବିଭାଗ କର୍ମଚାରୀ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ...

ରାୟଗଡ଼ାରେ ହେବ କୋଭିଡ୍‌-୧୯ ନମୁନା ପରୀକ୍ଷା

ରାୟଗଡ଼ା ଅଫିସ,୧୭ା୬: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌-୧୯ ନମୁନା ପରୀକ୍ଷା କରାଯିବ। ଏହି ପରିପ୍ରେକ୍ଷୀରେ ବି.ଏସ୍‌-୨ ପରୀକ୍ଷାଗାରକୁ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ବୁଧବାର ଉଦ୍‌ଘାଟନ କରିଛନ୍ତି। ଏହି ପରୀକ୍ଷାଗାରରେ ଜିଲାରୁ ନମୁନା ସଂଗ୍ରହ କରାଯାଇ ପରୀକ୍ଷା...

ଭାଜପା ବିଧାୟକ ମଦନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନ ମୋହନ ଦତ୍ତଙ୍କର ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ଶ୍ରୀକାନ୍ତ ଜେନା। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବିଧାୟକଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ସେ...

ବାଲେଶ୍ୱର, କେନ୍ଦୁଝର ଜିଲା କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ମନୋନୀତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କଂଗ୍ରେସ ସଂଗଠନକୁ ସୁଦୃଡ଼ ଓ କର୍ମୀଙ୍କୁ ସକ୍ରିୟ କରିବା ପାଇଁ ଜାତୀୟ, ପ୍ରଦେଶ, ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଅଧିକ କ୍ରିୟାଶୀଳ କରିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି । ଏହି କଂଗ୍ରେସର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri