ଆମ ଜିଲା ଖବର

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ଜୀବନଗଲା

ଦିଗପହଣ୍ଡି,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଦଶିପୁର ଗ୍ରାମର ଜଣେ ଚାଷୀ ବୁଧବାର ପୂର୍ବାହ୍ନରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ରାଜୁ ସାହୁ। ସେ ତାଙ୍କ...

ଗଞ୍ଜାମକୁ ଅନ୍ୟ ରାଜ୍ୟରୁ ଫେରିଲେଣି ୨ ଲକ୍ଷ ପ୍ରବାସୀ, ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାକୁ ମହାରାଷ୍ଟ୍ର, ଗୁଜରାଟ, ତାମିଲନାଡୁ, ପଶ୍ଚିମବଙ୍ଗ ଆଦି ରାଜ୍ୟରୁ ୨ ଲକ୍ଷ ପ୍ରବାସୀ ଫେରିଲେଣି। ଏଥିଲାଗି ଗଞ୍ଜାମରେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଉକ୍ତ ପଜିଟିଭମାନଙ୍କ ସଂସ୍ପର୍ଶରେ ଆସି...

ବୁରୁଜାଲ ଗାଁରେ ଗୋଷ୍ଠୀ ସଂଘର୍ଷ: ୬ ଆହତ

ଚାନ୍ଦବାଲି,୧୭।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଉତୁକୁଡ଼ା ପଞ୍ଚାୟତର ବୁରୁଜାଲ ଗାଁରେ ବୁଧବାର ସକାଳେ ଦୁଇ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ୬ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ...

ଚିକିତ୍ସା ଆଳରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ଗିରଫ

ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର ପୂର୍ବତନ ସିଡିଏମ୍‌ଓ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସାମନ୍ତରାପୁର...

ଗଞ୍ଜାମରେ ୧୨,୨୨୧ ଜଣଙ୍କ ସ୍ବାବ ସଂଗ୍ରହ :୧,୧୦୭ ଜଣଙ୍କ ରିପୋର୍ଟକୁ ଅପେକ୍ଷା

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୧୨ ହଜାର ୨୨୧ ଜଣଙ୍କ ସ୍ବାବ ସଂଗ୍ରହ ହୋଇଛି। ଏଥିମଧ୍ୟରୁ ୧୦ ହଜାର ୪୧୬ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ୬୯୮ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସେଥିରୁ ୬...

ପୁରୁଷୋତ୍ତମପୁରରେ କଠୋର ହେଲା ପ୍ରଶାସନ: ୪ ଦୋକାନ ସିଲ୍‌

ପୁରୁଷୋତ୍ତମପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ କରୋନା କଟକଣା ନେଇ ପ୍ରଶାସନ ବୁଧବାର କଠୋର ହୋଇଛି। ଏ ନେଇ ୪ଟି ଦୋକାନ ସିଲ୍‌ କରାଯାଇଛି। ସେଥିମଧ୍ୟରେ ରହିଛି ଏକ ଜେନେରାଲ ଷ୍ଟୋର ଗୋଦାମ, ଲେଡିଜ କର୍ନର, ଇଲେକ୍‌ଟ୍ରୋନିକ୍ସ ଦୋକାନ, ମିଠା ଦୋକାନ।...

ବାପାଙ୍କ ସଂସ୍ପର୍ଶରେ ଆସି ଝିଅ ବି ହେଲେ କରୋନା ପଜିଟିଭ୍‌

ଭବାନୀପାଟଣା,୧୭।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଜଣେ ୧୩ ବର୍ଷର ନାବାଳିକା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ପଜିଟିଭ୍‌ ଥିବା ବାପାଙ୍କ ସଂସ୍ପର୍ଶରେ ଆସିଥିଲେ। ପରେ ତାଙ୍କ ସ୍ବାବ୍‌ ପରୀକ୍ଷା ପରେ ସେ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡ଼ିଛି। ପରେ...

ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.): ଗଲଓ୍ବାନ୍‌ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ ଓଡ଼ିଆ ଯବାନ ଥିବା ଜଣାପଡ଼ିଛି। ସେମାନେ ହେଲେ କନ୍ଧମାଳ ଜିଲା ରାଇକିଆ ବ୍ଲକ...

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ ନିଲମ୍ବିତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡା ବ୍ଲକ ବୈତରଣୀ ସଂରକ୍ଷିତ ଜଙ୍ଗଲରେ ଗତ ଶନିବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ, ଓ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବୁଧବାର କେନ୍ଦୁଝର...

ପରଦା କଳାର ସହର ଧଳାପଥର

ଖୋର୍ଦ୍ଧା ଅଫିସ,୧୭ା୬:  ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ...

ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ

ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ...

ହାତୀର ମୃତଦେହ ଉଦ୍ଧାର: ଦେହରେ ଲାଗିଛି ଗୁଳି

ବୌଦ୍ଧ,୧୭।୬(ଡି.ଏନ୍‌.ଏ.): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ଗୁଟୁଣିମାଟୁ ନାଳ ନିକଟରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଦେଖିବାକୁ ମିଳଛି। ସକାଳେ ତଳଗାଁର କେତେକ ମହିଳା ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହତୀର ମୃତଦେହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri