ଆମ ଜିଲା ଖବର

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୮୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ...

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭର୍ଟର, ବ୍ୟାଟେରୀ, ଆକ୍ୱାଗାର୍ଡ ପରି କିଛି ସାମଗ୍ରୀ ଚୋରି ହୋଇଥିଲା...

ଚାଇନା ସୀମାରେ ଓଡ଼ିଆ ଯବାନ ଶହୀଦ

ରାଇକିଆ,୧୭।୬(ଡି.ଏନ୍‌.ଏ.): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ଯବାନ ସଂଘର୍ଷରେ କନ୍ଧମାଳ ଜିଲା ରାଇକିଆ ଥାନା ବିୟରପାଙ୍ଗା ଅଞ୍ଚଳର ଜଣେ ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଶହୀଦ ହୋଇଛନ୍ତି। ଏ ନେଇ ସରକାରୀ ସୂତ୍ରରୁ କୌଣସି ସୂଚନା ମିଳିପାରି ନାହିଁ। ବୁଧବାର ସକାଳୁ...

ବାଘଛାଲ ଶିକାର ଘଟଣା: ଜଣଙ୍କୁ ଉଠାଇନେଲେ ବନ କର୍ମଚାରୀ

ନୟାଗଡ଼ ଅଫିସ/ରଣପୁର(ସ୍ବ.ପ୍ର.),୧୭ା୬: ବାଘ ଶିକାରରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ଜାମୁଗଣ୍ଡରୁ ଜଣେ ବ୍ୟକ୍ତିଙ୍କୁ ବୁଧବାର ଉଠାଇ ନେଇଛନ୍ତି । ମଙ୍ଗଳବାର ବାଉଁଶଗଡ଼ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୫୦ ବର୍ଷର ଜଣେ କେରଳ ଫେରନ୍ତାକୁ ଅନୁରୂପ...

ପାଣି ନିଷ୍କାସନ ପାଇଁ ୫୦୦ରୁ ଅଧିକ ଗ୍ରାମବାସୀ ଏକଜୁଟ: ଟାୟାର ଜାଳି ରାସ୍ତାରୋକୋ

ଶେରଗଡ଼,୧୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ କଳିଙ୍ଗ ବୈଶ୍ୟ ଭବନ ସମ୍ମୁଖରେ ଥିବା ୫୦୦ ଏକର ଜମିରେ ଗତ ଦଶ ଦିନ ହେବ ୭ ଫୁଟର ପାଣି ଜମି ରହିଛି। ଏହା ଫଳରେ ୫୦୦ଏକର ଜମିରେ ଚାଷ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ...

ରେଳଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ୩ଦିନ ପରେ ବି ମୃତ୍ୟୁ ରହସ୍ୟ ଖୋଲିଲାନି

କଣ୍ଟାବାଞ୍ଜି/ଲାଠୋର, ୧୭ା୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ ରେଳଷ୍ଟେଶନ ନିକଟ ପିପଲବାହାଲଠାରେ ନିର୍ମାଣ ହେଉଥିବା ରେଳଧାରଣାର ୧୪୮/୪ ନମ୍ବର ଖୁଣ୍ଟଠାରେ ରବିବାର ଜଣେ ଯୁବକଙ୍କ ମୃତଦେହ ଜିଆରପି ଉଦ୍ଧାର କରିଥିଲା। ମୃତକ ହେଲେ ଲାଠୋର ଗ୍ରାମର ରାଜାରାମ ସୁନା (୩୫)।...

ବ୍ଳକ ଅଧ୍ୟକ୍ଷ ପାଇଁ କଡା ସୁରକ୍ଷା ଭିତରେ ଭୋଟ ଗ୍ରହଣ ଆରମ୍ଭ

ଦାରିଙ୍ଗବାଡି,୧୭।୬(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଭୋଟ ଗ୍ରହଣ କରାଯାଉଛି। ଏଥିପାଇଁ ୨୪ ସମିତି ସଭ୍ୟା ସଭ୍ୟ ଠିକ ସକାଳ ୧୦ଟା ସମୟରେ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀଙ୍କ ତତ୍ତ୍ବାବଧାନରେ ସୁରକ୍ଷାକର୍ମୀ...

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ...

ମହାନଦୀରେ ଗୋପୀନାଥ ମନ୍ଦିର ଦଧିନଉତି ଦୃଶ୍ୟମାନ ଘଟଣା: ମନ୍ଦିରର ସ୍ଥିତି ଅନୁଧ୍ୟାନ ସହ ନମୁନା ନେଲେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର, ୧୭।୬(ବ୍ୟୁରୋ)/ ନୟାଗଡ଼ ଅଫିସ: ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ମହାନଦୀ ଗର୍ଭରେ ବୁଡ଼ି ରହିଛି ୫୦୦ବର୍ଷ ତଳର ଗୋପୀନାଥ ମନ୍ଦିର। ପାଣି ଉପରକୁ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେଉଥିବାବେଳେ ମଙ୍ଗଳବାର ଏକ ବିଶେଷଜ୍ଞ ଟିମ୍‌ ସେଠାରେ ପହଞ୍ଚତ୍...

ଚାନ୍ଦିନୀଚୌକରେ ହେବନି ରଥଯାତ୍ରା

କଟକ ଅଫିସ,୧୭ା୬: ଚାନ୍ଦିନୀଚୌକ ଜଗନ୍ନାଥ ମହାପ୍ରଭୁଙ୍କ ରଥାଯାତ୍ରା ପାଳନ ନ ହେବା ପାଇଁ ରଥଯାତ୍ରା ପରିଚାଳନା ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ପରିଚାଳନା ସମିତି ସମ୍ପାଦକ ଭିକାରୀ ଦାସଙ୍କ ଅଧ୍ୟକ୍ଷତାରେ ମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଏହା...

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ...

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା। ବୃଦ୍ଧ ଜଣଙ୍କ ଗତ ୧୦ ତାରିଖରୁ ହୋମ କ୍ବାରାଣ୍ଟାଇନରେ ଥିଲେ। ସିଏମ୍‌ସି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri