ଆମ ଜିଲା ଖବର

୫ ମାସ ପରେ ହେଲ୍ପ ଡେସ୍କ ଚଳଚଞ୍ଚଳ

ଅନୁଗୋଳ ଅଫିସ, ୧୭।୬ ଚିକିତ୍ସାରେ ସହଯୋଗ ସହ ଚିକିତ୍ସାଳୟର ମାନ ବଢ଼ାଇବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ହେଲ୍ପ ଡେସ୍କ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିଲା। ତେବେ ଦୀର୍ଘ ୫ ମାସ ହେବ ଏହି ହେଲ୍ପ ଡେସ୍କ ଏକପ୍ରକାର କୋମା ଅବସ୍ଥାକୁ...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ ବସୁଛି। ତେବେ ହାଇସ୍କୁଲ ପଡ଼ିଆରେ ବ୍ୟବସାୟ ପାଇଁ ବିଶେଷକିଛି ସୁବିଧା ନ ଥିବାରୁ...

ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ ଥିବା ବାଞ୍ଜିପଦର ଗଁ। ର ଜନସଂଖ୍ୟା ୮୧୯। ୨ଟି ୱାର୍ଡ ବିଶିଷ୍ଟ...

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୬ ୱାର୍ଡ ବିଶିଷ୍ଟ ଦାସିଗଁ।ର ଜନସଂଖ୍ୟା ପ୍ରାୟ ୫ହଜାର। ୨୦୦୮ ମସିହାରେ...

ମଦ ନିଶାରେ ପରିବାରର ୫ଜଣଙ୍କୁ ବିଷ ଦେଇ ହତ୍ୟା ଉଦ୍ୟମ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ନିଶା ସେବନ କଲେ ମଣିଷ ନିଜର ହିତାହତ ଜ୍ଞାନ ହରାଇ ବସିଥାଏ। ସେ ସମୟରେ ସେ କ’ଣ କରିଥାଏ ନିଜେ ବୁଝିପାରି ନ ଥାଏ। ମାଲାକନଗିରି ଜିଲାରେ ଜଣେ ବ୍ୟକ୍ତି ନିଶା ସେବନ କରି ନିଜ ପରିବାରର ୫ଜଣଙ୍କୁ...

ନଦୀରେ ଭାସିଯାଇ ଭାଉଜ, ଦିଅର ମୃତ

ବୈପାରିଗୁଡା,୧୬ା୬(ଡି.ଏନ.ଏ.)-କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅନ୍ତର୍ଗତ କଳାପଡ଼ା ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଛି। ନଦୀ ପାର ହେଉଥିବା ବେଳେ ଜଣେ ମହିଳା ଓ ଜଣେ ପୁରୁଷ ନଦୀରେ ଭାସିଯିବାରୁ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଲା...

ରଥରେ ଲାଗିଲା କଳସ, ଓଲଟ ଶୁଆ

ପୁରୀ ଅଫିସ,୧୬ା୬:  ରଥଯାତ୍ରା ପାଇଁ ଚାଲିଥିବା ତିନିରଥ ନିର୍ମାଣ କାମ ସରି ସରି ଆସୁଛି। ରଥଖଳାରୁ କାମ ପ୍ରାୟ ଶେଷ ହୋଇଥିବାବେଳେ ଏବେ ରଥ ଉପରେ ଅଳ୍ପ କିଛି କାମ କରାଯାଉଛି। ମଙ୍ଗଳବାର ତିନିରଥରେ କଳସ, ଅଁଳା ସହ ଓଲଟ...

ଗାଧୋଇବା ବେଳେ ଟିକ୍‌ଟକ୍‌ ଭିଡିଓ କରିବା ହେଲା କାଳ: ବାହ୍ମଣୀରେ ବୁଡ଼ିଗଲେ ଯୁବକ

ପଟ୍ଟାମୁଣ୍ଡାଇ,୧୬ା୬(ସ୍ବ.ପ୍ର.)- ଗାଧୋଉଥିବା ବେଳେ ମୋବାଇଲେ ଟିକଟକ୍‌ ଭିଡିଓ କରିବା କାଳ ହୋଇଛି। କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ ଅନ୍ତର୍ଗତ ନାହିଆଦିଆ ଗ୍ରାମରେ ଏଭଳି ଘଟଣା ଘଟିଛି। ସେଠାରେ ଥିବା ବାହ୍ମଣୀ ନଦୀରେ ବୁଡ଼ିି ଜଣେ ୨୫ ବର୍ଷୀୟ...

ମହାନଦୀକୁ ଡେଇଁ ପଡ଼ିଲେ ଯୁବତୀ

ବାଙ୍କୀ,୧୬ା୬(ସ୍ବ.ପ୍ର.)-ବାଙ୍କୀ ଜାତମୁଣ୍ଡିଆ ସୁବର୍ଣ୍ଣପୁର ସେତୁ ଉପରୁ ମଙ୍ଗଳବାର ମହାନଦୀକୁ ଡେଇଁ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ବୟସ ୨୫ ବର୍ଷ ହୋଇଥିବା ବେଳେ ତିଗିରିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ଡମପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀ ଦୀର୍ଘ ୩ ଘଣ୍ଟା...

ଅଜଗରକୁ ପିଟି ମାରିଦେଲେ, କୂଅରୁ କୁଟୁରା ଉଦ୍ଧାର

ଆର,ଉଦୟଗିରି,୧୬ା୬(ଡି.ଏନ୍‌.ଏ.)- ଆର୍‌.ଉଦୟଗିରି ଅଞ୍ଚଳରେ ଲୋକେ ଏକ ଅଜଗରକୁ ମାରି ଦେଇଥିବାବେଳେ ଚନ୍ଦ୍ରଗିରି ଅଞ୍ଚଳରେ ଏକ କୁଟୁରା ଶାବକକୁ ଲୋକେ କୂଅରୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ଆର୍‌.ଉଦୟଗିରି ଗଁାର କେତେଜଣ ମହିଳା ସୋମବାର ସନ୍ଧ୍ୟାରେ ନଦୀକୁ ଯାଉଥିବା ବେଳେ...

ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ

ବାସୁଦେବପୁର, ୧୬ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପଢ଼ୁଁଆ ପଞ୍ଚାୟତ ସରପୋଖରୀଆଡ଼ିଠାରେ ଋଷ୍ୟଶୃଙ୍ଗ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରବିବାର କଳସପୂଜା କରାଯାଇଥିଲା। ସୋମବାର ମଙ୍ଗଳବାର ଦୁଇଦିନ ଧରି ଋଷ୍ୟଶୃଙ୍ଗ...

ସମୁଦ୍ର କୂଳରେ ‘ୱାଲର୍‌ଡ କ୍ଲେ ଡେ’

ବାଲେଶ୍ୱର ଅଫିସ,୧୬।୬-ବାଲେଶ୍ୱର ମଡ଼ ଆର୍ଟିଷ୍ଟଙ୍କ ଦ୍ୱାରା ମଙ୍ଗଳବାର ପୂର୍ବାହ୍ନରେ ଦୁବଲାଗଡ଼ି ସମୁଦ୍ରକୂଳରେ ‘ୱାଲର୍‌ଡ କ୍ଲେ ଡେ’ ପାଳନ କରାଯାଇଛି। ଶିଳ୍ପୀ କେଶୁ ଦାସଙ୍କ ତତ୍ତ୍ୱାବଧାନରେ ୧୫ଜଣ ମଡ଼ ଆର୍ଟିଷ୍ଟ ବିଭିନ୍ନ ଭଙ୍ଗୀରେ ପ୍ରଦର୍ଶନ କରି ସ୍ଥାନୀୟ ଲୋକଙ୍କୁ ଆକୃଷ୍ଟ କରିଥିଲେ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri