ଆମ ଜିଲା ଖବର

ଯୋଡ଼ା ଏଫ୍‌ଏପି କଲୋନୀରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କେନ୍ଦୁଝର/ଯୋଡ଼ା,୧୬।୬ (ସ୍ବ.ପ୍ର./ ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଥିବା ଫେରୋ ଆଲଏଜ ପ୍ଲାଣ୍ଟ(ଏଫ୍‌ଏପି) କଲୋନୀରେ ମଙ୍ଗଳବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା...

ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁର କଲେ ସରକାର

ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ଲିଜ ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ରୀୟ...

ଛତ୍ରପୁର ସହର ପ୍ରବେଶ ପଥ ସିଲ୍‌ : ୬ ପଞ୍ଚାୟତକୁ ଯାଇପାରୁନି ଆମ୍ବୁଲାନ୍ସ

ଛତ୍ରପୁର,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହରର ପ୍ରବେଶ ପଥଗୁଡିକୁ ବ୍ୟାରିକେଟ କରି ସିଲ୍‌ କରି ଦିଆଯାଇଛି। କେତେକ ଅମାନିଆ ନିୟମ ଉଲ୍ଲଂଘନ କରି ଗାଡ଼ିଧରି ଛତ୍ରପୁର ସହରକୁ ଆସୁଛନ୍ତି। ଏଥିଲାଗି ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ କଡ଼ା ପଦକ୍ଷେପ...

କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ସେମାନଙ୍କ ମଧ୍ୟରୁ ସଦର ବ୍ଲକ ଗୋପାଳପୁର ଅସ୍ଥାୟୀ ସ୍ବାସ୍ଥ୍ୟ...

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମନ୍ଦିରରେ ରଥ ନିର୍ମାଣ ହେବ ନାହିଁ କି ରଥ ଟଣା...

ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି

ଛତ୍ରପୁର, ୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବେଲଗୁଣ୍ଠା ବ୍ଲକର ୫୧, ୫୪, ୨୩...

ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି

ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା। ମଝିିରେ ଆଉ ମାତ୍ର ୬ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ...

ଲକ୍‌ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍‌

ଗଞ୍ଜାମ,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା...

ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାର...

ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଜଳମଣ୍ଡୁଆର ଡଜେନା ସାହି ଗ୍ରାମରେ। ସୂଚନା ଅନୁଯାୟୀ, ଦ୍ୱିତୀୟ...

ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର

ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା...

ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri