ଆମ ଜିଲା ଖବର

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ସୁଜୁନି ବେଣ୍ଟକାର(୫୫)ଙ୍କ ପୁଅ ସୋମବାର...

ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ...

ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା

ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ...

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ...

ଶିଳ୍ପକୁ ଜମି ଦେବାକୁ ତତ୍ପର, ଗରିବଙ୍କୁ ଅବହେଳା

ଯାଜପୁର ଅଫିସ,୧୬।୬: ଯାଜପୁର ଜିଲାରେ ପ୍ରବାସୀ ନିର୍ମାଣ ଶ୍ରମିକଙ୍କ ପାଇଁ ଚାନ୍ଦମାଠାରେ ୫୦ ଶଯ୍ୟା ବିଶିଷ୍ଟ ଭଡ଼ାଘର କମ୍ପ୍ଲେକ୍ସ(ଆର୍‌ଏଚ୍‌ସି) ନିର୍ମାଣ ପ୍ରସ୍ତାବ ୩ ବର୍ଷ ହେଲା ଜମି ଅଭାବରୁ ଅଟକିଛି। ଫଳରେ ପ୍ରବାସୀ ନିର୍ମାଣ ଶ୍ରମିକ ଘର ନ ପାଇ...

ବରାହ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୬।୬: ଦୂରଦର୍ଶନ ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ବରାହ ମହାନ୍ତିଙ୍କ ସୋମବାର ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। କଟକ ତୁଳସୀପୁରସ୍ଥିତ ବାସଭବନରେ ପହଞ୍ଚତ୍...

ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା। ଶ୍ରୀଅଙ୍ଗ ସେବକ ଦଇତାପତି ସେବାରେ ଲାଗିଛନ୍ତି। ଫୁଲୁରି ତେଲ ଏବଂ ଓଷୁଅ...

ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ

ବାରଙ୍ଗ,୧୬।୬(ଡି.ଏନ୍‌.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି ନିସ୍ତବ୍ଧ ମଧ୍ୟରେ ସୋମବାର ନନ୍ଦନକାନନ ପୁଣି ଚର୍ଚ୍ଚାକୁ ଆସିଛି। ସକାଳେ ୯ନଂ...

ଇଏ କି ଶାଳଗ୍ରାମ

ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ ଉପାସନାର ପରମ୍ପରା ନ ଥିବାବେଳେ ହ୍ବାଟ୍ସଆପ୍‌ ଓ ଫେସ୍‌ବୁକ୍‌ ଭଳି ସୋସିଆଲ୍‌...

ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶି ହଡପ ଅଭିଯୋଗ: ସରପଞ୍ଚଙ୍କୁ ଘେରିଲେ ଗ୍ରାମବାସୀ

ଯୋଡା, ୧୬ା୬(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ କରି ସ୍ଥାନୀୟ ଜଲହରି ଅଞ୍ଚଳବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ଘେରିଥିଲେ। ଜଲହରି...

‘ବନ୍ଦେ ଉକତ୍ଳ ଜନନୀ’ ସଙ୍ଗୀତ ପ୍ରତିଯୋଗିତା

ବାଙ୍ଗିରିପୋଷି,୧୬ା୬(ଡି.ଏନ୍‌.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଗଠକ ନବ କୁମାର ମାଇତିଙ୍କ ପ୍ରଚେଷ୍ଠାରେ...

ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ, ଥାନାରେ ମାମଲା

ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ରାଜସ୍ବ ନିରୀକ୍ଷକ ସାହୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri