ଆମ ଜିଲା ଖବର

ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି...

ଧୂଳିଧୂଆଁରେ ଅତିଷ୍ଠ ଅଞ୍ଚଳବାସୀ

ଯୋଡ଼ା, ୧୩।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ଏକାଧିକ ଖଣି ଥିବା ଜୁରୁଡି ଅଞ୍ଚଳବାସୀ ଧୂଳିଧୂଆଁରେ ଅତିଷ୍ଠ ହୋଇପଡିଥିବା ବେଳେ ଖାଦ୍ୟପଦାର୍ଥରେ ଧୂଳି ଜମି ଯାଉଥିବା ଅଭିଯୋଗ ହୋଇଛି। ଏଠାରେ ବିଭିନ୍ନ ଖଣି କମ୍ପାନୀ ଖଣିଜ ଉତ୍ତୋଳନ ଓ...

ସୁବର୍ଣ୍ଣପୁର ଜିଲା ହେଲା କରୋନା ମୁକ୍ତ: ସମସ୍ତ ୨୯ ସଂକ୍ରମିତ ସୁସ୍ଥ

ସୋନପୁର,୧୩।୬(ନି.ପ୍ର.)-ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ଖୁସି ଖବର । ଏହି ଜିଲା କରୋନା ମୁକ୍ତ ହୋଇଥିବା ଜିଲାପାଳ ମୋନିଷା ବାନାର୍ଜୀ କହିଛନ୍ତି । ଆଇଟିଆଇସ୍ଥିତ ଜିଲା ଅସ୍ଥାୟୀ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା...

କରୋନା ମୁକାବିଲା କରିବେ ଏସ୍‌ଏଚ୍‌ଜି ମହିଳା

ଅମରପାଲି, ୧୩।୬ (ଡି.ଏନ.ଏ.)-ସାରା ବିଶ୍ୱରେ ବର୍ତ୍ତମାନ କରୋନା ମହାମାରୀ ବ୍ୟାପିଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ ଉଦ୍ୟମ ଜାରି ରହିଛି। ଏହିକ୍ରମରେ ଏହାର ମୁକାବିଲା କରିବା ପାଇଁ ଆଗକୁ ଆସିଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା। ଏମାନେ ଗାଁ ଗାଁ...

ଅସହାୟ ଡମ୍ବରୁଙ୍କୁ ମିଳିଲା ଭତ୍ତା

କୋକସରା, ୧୩।୬ (ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତର ଭିର୍କାପଡାରେ ରହୁଥିବା ବୃଦ୍ଧ ଡମ୍ବରୁଧର ସେଠୀ ଦମ୍ପତି ଅତି ଅସହାୟ ସ୍ଥିତିରେ ଭଙ୍ଗା ଦଦରା କୁଡ଼ିଆରେ ରହୁଥିବା ବେଳେ ଆହା କରିବାକୁ କେହି ନାହାଁନ୍ତି । ବଳ ବୟସ...

୨ଲକ୍ଷ ୯୬ ହଜାର ହେକ୍ଟର ଜମିରେ ଖରିଫ ଚାଷ

ଜୟପୁର, ୧୩ା୬ (ନି.ପ୍ର.)- କୋରାପୁଟକୁ ମୌସୁମୀ ବର୍ଷା ଆସିଛି। ଏହାକୁ ନେଇ ଖରିଫ ଚାଷ ପାଇଁ ଚାଷୀ ଓ ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଖରିଫ ଋତୁରେ ଜିଲା କୃଷି କାର୍ଯ୍ୟାଳୟ ଧାନ ଚାଷ ସହ ତୈଳବୀଜ ଓ ଡାଲି...

ଲଘୁ ବନଜାତ ଦ୍ରବ୍ୟ ଟୋଲରୁ ଆଦିବାସୀଙ୍କୁ ମିଳୁନି ପ୍ରାପ୍ୟ

ମାଲକାନଗିର,୧୩ା୬(ଡି.ଏନ.ଏ.)-ମାଲକାନଗିରି ଜିଲାରେ ଆଦିବାସୀଙ୍କ ଜୀବନ ଜୀବିକାର ମାଧ୍ୟମ ପାଲଟିଛି ବନଜାତ ଦ୍ରବ୍ୟ। ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଟୋଲ ମଧ୍ୟ ଆଦିବାସୀଙ୍କ ଜୀବିକାର୍ଜନର ଏକ ମାଧ୍ୟମ ପାଲଟିଛି। ଏହାକୁ ସେମାନେ ବିକ୍ରି କରିବା ସହ ତେଲ ପ୍ରସ୍ତୁତ କରିଥାନ୍ତି।...

କାନ୍ତକବିଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ସରକାରଙ୍କ ପ୍ରୟାସକୁ ସ୍ବାଗତ

ଭଦ୍ରକ ଅଫିସ, ୧୩ା୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରେରଣାଦାୟୀ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ପରାମର୍ଶ ଦେଇଥିଲେ। ତେବେ ସେଦିନ କେବଳ ଓଡିଶାରେ ନୁହେଁ...

ଜୟପୁରରେ ହେବ ନାହିଁ ରଥଯାତ୍ରା

ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ତଥା ଦେବତ୍ତୋର ଅଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଛି। ଜୟପୁର...

କାଳିଆବେଡ଼ା ଗ୍ରାମକୁ ପଶିଆସିଲେ ହାତୀପଲ: ଉଜାଡ଼ିଲେ ଫସଲ, ଗ୍ରାମବାସୀ ଭୟଭୀତ

କେନ୍ଦୁଝର,୧୩ା୬(ସ୍ବ.ପ୍ର.) : ସଦର ରେଞ୍ଜର କାଳିଆବେଡ଼ା ଗାଁକୁ ଶନିବାର ସକାଳେ ବଣୁଆ ହାତୀପଲ ପଶି ଆସିବା ଫଳରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ତେବେ ଆଜି ସକାଳୁ ଘଟଗାଁ ଦେଓବନ୍ଧ ଅଞ୍ଚଳରୁ ଏକ ଆଠ ଟିକିଆ ହାତୀପଲ ସଦର ରେଞ୍ଜକୁ ପଶି...

ଶଟ୍‌ଡାଉନ୍‌: ଜୀବନଯାତ୍ରା ପ୍ରଭାବିତ, ରଜ ମଉଜ ଫିକା

ବ୍ରହ୍ମପୁର ଅଫିସ,୧୩ା୬: ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବନ୍ଦ ହେବାର ନାଁ ନେଉନାହିଁ । ପ୍ରତିଦିନ ଏହା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି କରୋନାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜୁନ୍‌ ମାସ ପ୍ରତି ସପ୍ତାହର...

ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri