ଆମ ଜିଲା ଖବର

ରଥଯାତ୍ରା ପ୍ରସଙ୍ଗ: ବସିଲା ରୁଦ୍ଧଦ୍ୱାର ବୈଠକ, ଘୋଷଣାକୁ ଅପେକ୍ଷା

ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ ରଥ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ପ୍ରଶାସନିକ ପ୍ରସ୍ତୁତି ମଧ୍ୟ...

୪୦ ଲକ୍ଷ ତଣ୍ଡ ଗଣିଲେଣି ଖିଲାପକାରୀ

କଟକ ଅଫିସ,୧୩ା୬: ପର୍ଯ୍ୟାୟକ୍ରମେ ଚାଲିଛି ଲକ୍‌ଡାଉନ୍‌। ବିଭିନ୍ନ କଟକଣା ଭିତରେ ସାମାଜିକ କାର୍ଯ୍ୟକଳାପ ଜାରି ରହିଛି। କିନ୍ତୁ ଏସବୁ କଟକଣା ସହରବାସୀଙ୍କୁ କାଟୁ କରୁନାହିଁ। ମାସ୍କ ନ ପିନ୍ଧିବା ଓ ସାମାଜିକ ଦୂରତ୍ୱ ବଜାୟ ନ ରଖିବା ହେତୁ ପୋଲିସ...

୬୦ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଯଁ।ଳା,୧୩ା୬ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ନବୀନାବାଗ ଅଞ୍ଚଳର ବ୍ରଜ ପଟ୍ଟନାୟକ(୪୮) ଏବଂ ନୟାଗଡ ଜିଲା ରଣପୁର ଥାନା ଅଧୀନ...

ପାଇଖାନାରେ ବିତୁଛି ଜୀବନ

ନୟାଗଡ଼ ଅଫିସ,୧୩ା୬: ଘର ନ ଥିବାରୁ ପାଇଖାନାରେ ବିତୁଛି ଜୀବନ। ଦିନେ କି ମାସେ ନୁହେଁ, ଅଢ଼େଇ ବର୍ଷ ଧରି ଜଣେ ମହିଳା ୱାର୍ଡମେମ୍ବରଙ୍କ ପରିବାର ଏଠାରେ ରହିଆସୁଛନ୍ତି। ନୟାଗଡ଼ ଜିଲା ରଣପୁର ବ୍ଲକ ସୁର୍କାବାଡି ପଞ୍ଚାୟତର ଠଣାପଲ୍ଲୀ ପାଟଣାରେ...

ବ୍ରହ୍ମ ତାଳଧ୍ୱଜ ରଥରେ ଯୋଡ଼ା ହେଉଛି ବରାନ୍ଦ

କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି। ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ରଥ ଗଡିବା ନେଇ ସନ୍ଦେହ ଥିଲେ...

ତାଲିକାରେ ଅଣସେବକଙ୍କ ନାଁ

ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ ଲାଗି ନିଷ୍ପତ୍ତି ନେଇ ପ୍ରଥମ ପର୍ଯ୍ୟାୟରେ ୫...

କର୍କଟ ରୋଗୀଙ୍କଠାରେ ବିରଳ ଅସ୍ତ୍ରୋପଚାର

କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍‌ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ ଜଣକ ସମସ୍ତ ପ୍ରକାର ପରୀକ୍ଷା କରାଇବା ସହ ରାଜ୍ୟର ଅନେକ ବେସରକାରୀ ଓ...

କଟକ: ଦିନକରେ ୯୨ ପଜିଟିଭ

କଟକ ଅଫିସ,୧୩ା୬: କଟକ ଜିଲାର ବିଭିନ୍ନ ଅଞ୍ଚଳରୁ ଶୁକ୍ରବାର ଗୋଟିଏ ଦିନରେ ସର୍ବାଧିକ ୯୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କାନପୁରରୁ ୨୬ଜଣ ଚିହ୍ନଟ ହୋଇଥିବାବେଳେ କଟକ ସହରରୁ ଜଣେ, ନିଶ୍ଚିନ୍ତକୋଇଲିରୁ ୪୩, ନିଆଳିରୁ ୧୧, ସାଲେପୁରରୁ...

ବିଆର୍‌ପିଏଲ୍‌ରୁ ଗଣ୍ଡାନାଳକୁ ଯାଉଛି ବର୍ଜ୍ୟଜଳ

ଯାଜପୁର ଅଫିସ,୧୩ା୬:  କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କାରଖାନା ପାଇଁ ବାର୍ଷିକ ୪ ନିୟୁଟ ଟନ୍‌ ବିଶୋଧିତ ଲୌହଧାତୁ ହେଉଛି ମୁଖ୍ୟ କଞ୍ଚାମାଲ। ଏହା ବଡବିଲସ୍ଥିତ ଲୌହ ବିଶୋଧନ ପ୍ରକଳ୍ପରୁ ଏକମାତ୍ର ସ୍ଲରି ପାଇପ୍‌ଲାଇନ୍‌ ଦ୍ୱାରା ଅଣାଯାଉଛି।...

ସକାଳୁ ଗଲେ ସଞ୍ଜରେ ଆସୁଛି

ଅନୁଗୋଳ ଅଫିସ, ୧୩।୬ – ବାହାରେ ତାତି, ଘର ଭିତରେ ଗୁଳଗୁଳିରେ ଲୋକେ ହନ୍ତସନ୍ତ ହେଉଥିବାବେଳେ ସମସ୍ୟା ବଢାଉଛି ଘନଘନ ଅଘୋଷିତ ବିଦ୍ୟୁତ୍‌ କାଟ୍‌। ଅନେକ ସମୟରେ ସକାଳେ ଲାଇନ୍‌ ଗଲେ ସନ୍ଧ୍ୟାବେଳକୁ ଆସୁଛି। କିଛି ଗଁ। ରେ ତ...

ସବୁଠୁ ଉଚ୍ଚା ଥିଲା ଗୋପୀନାଥ ମନ୍ଦିର

ନୟାଗଡ଼ ଅଫିସ,୧୩ା୬: ମହାନଦୀ ଗର୍ଭରେ ଲୀନ ହୋଇଯାଇଥିବା ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗାଁକୁ ନେଇଏବେ ସବୁଠି ଚର୍ଚ୍ଚା। ଗାଁର ବିଶାଳ ଗୋପୀନାଥ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେବା ପରେ ଅନେକ କଥା ଆଲୋଚନା ପରିସରକୁ ଆସିଛି। ବିଶେଷକରି...

ସ୍ବତନ୍ତ୍ର ନିୟମାବଳୀ ଉପରେ ନିର୍ଭର

ଅନୁଗୋଳ ଅଫିସ, ୧୩।୬ – ଚଳିତ ବର୍ଷ ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ରଥଯାତ୍ରା କିପରି ହେବ ତାହା ନିର୍ଭର କରୁଛି ସରକାରଙ୍କ ସ୍ବତନ୍ତ୍ର ନିୟମାବଳୀ ଉପରେ। ଏହା ଜିଲା ପ୍ରଶାସନର ହସ୍ତଗତ ହେବା ପରେ ଏ ନେଇ ଯାହାକିଛି ନିଷ୍ପତ୍ତି ନିଆଯିବ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri