ଆମ ଜିଲା ଖବର

ସମ୍ବଲପୁର ଜିଲାରେ ୨୩ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ସମ୍ବଲପୁର,୧୧ା୬(ବ୍ୟୁରୋ)-ସମ୍ବଲପୁର ଜିଲାରେ ଶୁକ୍ରବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ମୋଟ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଲେଣି। ତେବେ ସେମାନଙ୍କ ମଧ୍ୟରୁ ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର: ଛତିଶଗଡ଼ରୁ ଧରାପଡିଲେ, ଜେଲ ଗଲେ ପ୍ରେମିକ

କୋକସରା,୧୨।୬ (ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ କୋକସରା ପୋଲିସ ବେହେରା ପଞ୍ଚାୟତ ନୁନପାଣି ଗାଁର ମନୋଜ ଖମାରୀ (୨୧)ଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଥିଲା ା...

ଖୋର୍ଦ୍ଧା ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ଖୋର୍ଦ୍ଧା ଅଫିସ,୧୨।୬-ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ। ବାଘମାରୀ ଥାନା ଭୋଗଡା ଗ୍ରାମରେ ଗତ ୨୫ ତାରିଖରେ ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରେ ଲୁଟପାଟ ଓ ବୋମାମାଡ଼ ଘଟଣାରେ ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ଼ ସଫଳତା ଖୋର୍ଦ୍ଧା ସମେତ...

ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ ପଣ୍ଡ କରିଛି। ଏହି ଘଟଣାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କଠାରୁ ୨ବାଇକ, ଗୋଟିଏ...

ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର

ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚାନ୍ଦପୁର ବାସିନ୍ଦା ବିଭୁଭୂଷଣ ମାଇତି(୪୯), ଓ ଗୁରୁଚାନ୍ଦ...

ବେଗୁନିଆ ଏସଆଇଙ୍କ ବଦଳି ବାତିଲ ଦାବି: ଥାନା ସମ୍ମୁଖରେ ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ଜିଲା ବେଗୁନିଆ ଥାନାର ସବ ଇନ୍ସପେକ୍ଟର(ଏସଆଇ) ବିଜୟ କୁମାର ମଲିକଙ୍କର ଜିଲା ପୋଲିସ ପକ୍ଷରୁ ଅନ୍ୟତ୍ର ବଦଳି କରାଯାଇଛି । ମାତ୍ର ସବ୍‌ ଇନ୍ସପେକ୍ଟର ବେଗୁନିଆ ଥାନାରେ ଯୋଗ ଦେବା ପରଠାରୁ ଗୁଣ୍ଡା ବଦମାସ ଖଣି...

ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ଖୋର୍ଦ୍ଧାରେ ପାଳନ ହେବନି ରଜ, ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୨।୬: କରୋନା ଲାଗି ଫିକା ପଡିବ ଓଡ଼ିଆଙ୍କ ଗଣ ପର୍ବ ରଜ। ବାହାରେ ହୋଇ ପାରିବ ନାହିଁ ସାମୁହିକ କାର୍ଯ୍ୟକ୍ରମ। ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି ଖୋର୍ଦ୍ଧା ଉପକଣ୍ଠ ଉପଜିଲାପାଳ ଶାନ୍ତନୁ...

ରାୟଗଡ଼ା ଷ୍ଟେଶନକୁ ଫେରୁଛନ୍ତି ପ୍ରବାସୀ: ଗଜପତି ଛକରୁ ସାଇ ଇଣ୍ଟରନ୍ୟାସନାଲ ଛକ, ଷ୍ଟେଶନ ଅଞ୍ଚଳରେ ୧୪୪ ଧାରା ଲାଗୁ

ରାୟଗଡ଼ା ଅଫିସ,୧୨।୬: ଦକ୍ଷିଣ ଭାରତରୁ ପ୍ରବାସୀ ଶ୍ରମିକମାନେ ଶୁକ୍ରବାର ସ୍ବତନ୍ତ୍ର ୫ଟି ଟ୍ରେନ୍‌ ଯୋଗେ ଆସୁଥିବା ନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏ ନେଇ ଖବର ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ସହରର ଗଜପତି ଛକରୁ...

କୋଭିଡ କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟ କରୁଛନ୍ତି ବିଜୁ ଯୁବ ବାହିନୀ ସଦସ୍ୟ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଜୁ ଯୁବ ବାହିନୀର ସ୍ବେଚ୍ଛାସେବୀମାନେ ଡିଆର୍‌ଡିଏ କାର୍ଯ୍ୟାଳୟରେ ଥିବା କୋଭିଡ କଣ୍ଟ୍ରୋଲ ରୁମ୍‌ରେ କାର୍ଯ୍ୟ କରୁଛନ୍ତି। ସେମାନେ ଦୈନିକ ଜିଲାର ସମସ୍ତ କ୍ୱାରାଣ୍ଟାଇନ ସେଣ୍ଟର ଓ ହୋମ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ସ୍ବାସ୍ଥ୍ୟ...

ଗଞ୍ଜାମରେ ପାଳନ ହେବନାହିଁ ରଜ: ମେଳା, ଉତ୍ସବ, ଦୋଳି ଖେଳ ଉପରେ ୧୬ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର, ୧୨।୬(ଡି.ଏନ୍‌.ଏ.)- ଓଡ଼ିଆଙ୍କ ଗଣପର୍ବ ରଜ ପାଳନରେ ପ୍ରତିବନ୍ଧକ ସାଜିଛି କରୋନା। ଗଞ୍ଜାମ ଜ଼ିଲାରେ ପର୍ବ, ମହୋତ୍ସବ, ମେଳା ତଥା ଏ ସମ୍ପର୍କୀୟ ଦୋଳି ଓ ଅନ୍ୟ ଖେଳକୁ ବାରଣ କରାଯାଇଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏନେଇ ଶୁକ୍ରବାର...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ ପଡିଛି । ମଣ୍ଡିକୁ ଆସୁଥିବା ହଜାର ହଜାର ବସ୍ତା ଧାନ ବିକ୍ରି ହୋଇ...

ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକରୁ ୨ ଓ ରଣପୁର ବ୍ଲକରୁ ୨ ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri