ଆମ ଜିଲା ଖବର

ନୟାଗଡ଼ ଜିଲାରେ ୪ ନୂଆ ଆକ୍ରାନ୍ତ: ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ କୋମଣ୍ଡ ପଞ୍ଚାୟତ ଶଟ୍‌ଡାଉନ୍‌

ନୟାଗଡ଼ ଅଫିସ,୧୨।୬: ନୟାଗଡ଼ ଜିଲାରେ ଶୁକ୍ରବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪କୁ ବୃଦ୍ଧି ଘଟିଛି। ତେବେ୪ ଆକ୍ରାନ୍ତଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକରୁ ୨ ଓ ରଣପୁର ବ୍ଲକରୁ ୨ ଜଣ...

ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ...

ମାଲକାନଗିରିରେ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ: ୨୫କୁ ବୃଦ୍ଧି ପାଇଲା ଆକ୍ରାନ୍ତଙ୍କ ସଂଖ୍ୟା

କୋରୁକୋଣ୍ଡା,୧୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଟୁଇଟ୍‌ ଯୋଗେ ରାଜ୍ୟ ସରକାର ଏବଂ ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇଜଣ କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତାରଲକୋଟା ପଞ୍ଚାୟତ ଅନ୍ତର୍ଗତ କ୍ୱାରାଣ୍ଟାଇନ୍‌ ସେଣ୍ଟରର...

କୋଭିଡ ହସ୍ପିଟାଲରେ ଗଞ୍ଜାମର ୧୪୩ କରୋନା ଆକ୍ରାନ୍ତ, ୫ ମୃତ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): କୋଭିଡ ହସ୍ପିଟାଲରେ ଗଞ୍ଜାମ ଜିଲାର ୧୪୩ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଅପରପକ୍ଷରେ ଶୁକ୍ରବାର ଗଞ୍ଜାମରେ ଆଉ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଗଞ୍ଜାମରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୬୪୧ରେ...

ମୟୂରଭଞ୍ଜ ଜିଲାରେ ୭ କରୋନା ପଜିଟିଭ୍‌ ଚିହ୍ନଟ: ୯୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ବାରିପଦା ଅଫିସ,୧୨।୬: ମୟୂରଭଞ୍ଜ ଜିଲାରେ ଶୁକ୍ରବାର ୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ସମସ୍ତ ୭ ଆକ୍ରାନ୍ତ ଶୁଳିଆପଦା ବ୍ଳକର। ସେମାନେ...

କେନ୍ଦୁଝରରେ ଚିହ୍ନଟ ହେଲେ ଆଉ ୫ କରୋନା ଆକ୍ରାନ୍ତ, ସବୁ ହାଟଡିହୀ ବ୍ଲକ ଅଞ୍ଚଳର

କେନ୍ଦୁଝର/ହାଟଡିହୀ,୧୨।୬(ସ୍ବ.ପ୍ର./ଡି.ଏନ.ଏ. ): କେନ୍ଦୁଝର ଜିଲାରେ ଶୁକ୍ରବାର ଆଉ ପାଞ୍ଚଟି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦୁଇ ଦିନରେ ୧୩ ରୋଗୀ ଚିହ୍ନଟ ହୋଇଛନ୍ତି। ସମସ୍ତ ରୋଗୀ ହାଟଡିହୀ ବ୍ଲକ ଅଞ୍ଚଳର ଏବଂ ଅସ୍ଥାୟୀ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ।...

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ, ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଖଇରପାଲି ଗ୍ରାମର ଦିଲ୍ଲୀପ କୁମାର ସାହୁଙ୍କ ମୃତ୍ୟୁକୁ...

ହାବିଲଦାରଙ୍କୁ କରୋନା: ମୋଟୁ ଥାନା ପରିସରକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା, କ୍ୱାରାଣ୍ଟାଇନ୍‌ରେ ଗଲେ କର୍ମଚାରୀ

ମାଲକାନଗିରି,୧୨।୬(ଡି.ଏନ୍‌.ଏ.): ମାଲକାନଗରିରେ ଜଣେ ପୋଲିସ ହାବିଲଦାର ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୋଟୁ ସୀମା ଚେକ୍‌ ପୋଷ୍ଟରେ କାର୍ଯ୍ୟରତ ହାବିଲଦାର କରୋନା ସଂକ୍ରମିତ ହୋଇଛନ୍ତି। ଚିହ୍ନଟ ପରେ ମୋଟୁ ଥାନା ଆଇଆଇସିଙ୍କ ସମେତ ସବୁ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ ରହିବାକୁ...

ପୁରୀରୁ ପୁଣି ୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଲା

ପୁରୀ ଅଫିସ,୧୨ା୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୨ ଜଣ ସୁସ୍ଥ ହୋଇଥିବା ବେଳେ ୪୧ଜଣ...

ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ: ୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ ୫୫ ବର୍ଷୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କୋଭିଡ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।...

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ସିଡିଭିଓ: କାର୍‌ରୁ ଜବତ ହେଲା ୩ ଲକ୍ଷ ୯୧ ହଜାର ଟଙ୍କା

ବାରିପଦା ଅଫିସ/ବେତନଟୀ,୧୨।୬: ( ଡିଏନଏ)- ମୟୂରଭଞ୍ଜ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ( ସିଡିଭିଓ) ଡା. ଅଭୟ କୁମାର ତ୍ରିପାଠୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛିନ୍ତି। ସେ ସକାଳେ ସରକାରୀ ଗାଡ଼ିରେ ଭୁବନେଶ୍ୱର ଅଭିମ୍ମୁଖେ ଯାଉଥିବା ବେଳେ ବେତନଟୀଠାରେ...

ପୋଲିସ କ୍ୟାଣ୍ଟିନରେ ମହିଳାଙ୍କୁ ଗଣବଳାତ୍କାର, ହତ୍ୟା ମାମଲା: ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ମହିଳା କମିଶନ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲାରେ ରାଜ୍ୟ ମହିଳା କମିଶନ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ମାମଲାର ତଦନ୍ତ ରିପୋର୍ଟ ତୁରନ୍ତ ଦେବାକୁ ମାଲକାନଗିରି ଏସ୍‌ପିଙ୍କୁ ରାଜ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri