ଆମ ଜିଲା ଖବର

ଗୋଟିଏ ଦିନରେ ଜଗତସିଂହପୁରରେ ୩୩ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଲା

ଜଗତସିଂହପୁର ଅଫିସ,୧୦ା୬: ବୁଧବାର ଜଗତସିଂହପୁର ଜିଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି। ତେବେ ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ...

ରାୟଗଡ଼ାରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: କ୍ୱାରାଣ୍ଟାଇନ ସେଣ୍ଟର, ମିନି ମେଡିକାଲ କଲୋନୀ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା,୧୦।୬: ରାୟଗଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି କ୍ରମରେ ବୁଧବାରି ଜିଲାରୁ ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଜିଲାର ପ୍ରଥମ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ଯୁବତୀଙ୍କ...

ଲକ୍‌ଡାଉନ୍‌ କୋହଳ ପରେ ଲୋକଙ୍କ ମଧ୍ୟରେ ନୂଆ ଆଶା ସଂଚାର: ବିବାହ ବ୍ରତ ଲାଗି ସାମଗ୍ରୀ କିଣିବାରେ ବ୍ୟସ୍ତ

ବଲାଙ୍ଗୀର ଅଫିସ,୧୦ା୬: ବିବାହ ପାଇଁ କାର୍ଡ ଛପା ହୋଇଥିଲା। ବନ୍ଧୁବାନ୍ଧବଙ୍କୁ ନିମନ୍ତ୍ରଣ ମଧ୍ୟ କରାଯାଇଥିଲା। ମାତ୍ର ଲକ୍‌ଡାଉନ୍‌ ଯୋଗୁ ସବୁକିଛି ଓଲଟ ପାଲଟ ହୋଇଗଲା। ଅନିର୍ଦ୍ଦିଷ୍ଟ କାଳ ପାଇଁ ଅଟକିଗଲା ବାହାଘର। ପ୍ରାୟ ଅଢ଼େଇ ମାସ ପରେ ସରକାରଙ୍କ ପକ୍ଷରୁ...

ସାନିଟାଇଜ୍‌ ହେଲା ଚୌଦ୍ୱାର ମୁଣ୍ଡାମାଳ ଗ୍ରାମ

ଚୌଦ୍ୱାର,୧୦ା୬(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ମୁଣ୍ଡମାଳ ଗ୍ରାମରେ ୪ କରୋନା ପଜିଟିଭ୍‌ ବାହାରିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଇତିମଧ୍ୟରେ ଆକ୍ରାନ୍ତଙ୍କ ମଧ୍ୟରୁ ମଙ୍ଗଳବାର ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପୌରପାଳିକା ପକ୍ଷରୁ ଉକ୍ତ ଗ୍ରାମକୁ...

ଚାଷୀଙ୍କ ସମସ୍ୟା ସମାଧାନ ଦାବି: ଗଞ୍ଜାମ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୧୦।୬(ଡି.ଏନ୍‌.ଏ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ବୁଧବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମୁଖ୍ୟ ଦାବି ଗୁଡିକ ମଧ୍ୟରେ ଗତ ଖରିଫ...

ନୟାଗଡ଼ ଜିଲାରେ ୪ କରୋନା ପଜିଟିଭ୍‌: ୩ ସାହି କଣ୍ଟେନମେଣ୍ଟ, ୩ ସାହି ବଫର ଜୋନ୍‌ ଘୋଷଣା

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲାରେ ବୁଧବାର ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମଧ୍ୟଖଣ୍ଡ କ୍ବାରାଣ୍ଟାଇନ ସେଣ୍ଟରରୁ ୨, ଦଶପଲ୍ଲା କ୍ବାରାଣ୍ଟାଇନ ସେଣ୍ଟରରୁ ୧ ଓ ନୟାଗଡ଼ ବ୍ଲକ ଲେଙ୍କୁଡ଼ିପଡ଼ା କ୍ବାରାଣ୍ଟାଇନ ସେଣ୍ଟରରୁ ଜଣେ ପଜିଟିଭ୍‌ ଚିହ୍ନଟ...

ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ ସମସ୍ତେ ଏବେ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଆଶା ଆଶଙ୍କା ଲାଗି ରହିଛି।...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପାଟଣାଗଡ଼ ଡିଏଫ୍‌ଓ

ପାଟଣାଗଡ଼, ୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ କେନ୍ଦୁପତ୍ର ଡିଏଫ୍‌ଓ ପ୍ରଣବ ମହାନ୍ତି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ତାଙ୍କୁ ଗିରଫ କରାଯାଇଛି। ପ୍ରକାଶ ଯେ, ଡିଏଫ୍‌ଓ ମହାନ୍ତି ଡେପୁଟି ରେଞ୍ଜର ଚିତ୍ତରଞ୍ଜନ ଦେହୁରୀଙ୍କ...

ମଣ୍ଡିରୁ ଧାନ ନ ଉଠିବାରୁ ଅଭିନବ ପ୍ରତିବାଦ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀ ଖାଇଲେ ପଖାଳ

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ବୁଧବାର ଚାଷୀ ଘରୁ ପଖାଳ ଧରି ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିବା ସହିତ...

ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ବାନ୍ଦୁପାଲି କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳର ହୋଇଥିବା ବେଳେ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ...

ଖୋର୍ଦ୍ଧାରେ ୮କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୧୦।୬: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କୁ ନେଇ ଏହି ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଖୋର୍ଦ୍ଧା ଉପଖଣ୍ଡରେ ୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲୁଗାଁରୁ ୫,...

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍‌-୯୨୩୭) ୨୦୦ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି। ଭଦ୍ରକ ଡାହାଣିଗାଡ଼ିଆ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri