ଆମ ଜିଲା ଖବର

ଚୋରା ମହୁଲ ବୋଝେଇ ଟ୍ରକ ଜବତ

କେନ୍ଦୁଝର, ୧୦ା୬ (ସ୍ବ.ପ୍ର.)-କେନ୍ଦୁଝର ଅବକାରୀ ସ୍କ୍ବାଡ ମଙ୍ଗଳବାର ଏକ ଚୋରା ମହୁଲ ବେଝେଇ ଟ୍ରକ ଜବତ କରିଛି। ଅବକାରୀ ପୋଲିସ ୨ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଟ୍ରକରେ ଲୋଡ ହୋଇଥିବା ୪ଶହ ବସ୍ତା(ଆନୁମାନିକ ୧୬୦ କ୍ୱିଣ୍ଟାଲ) ମହୁଲ...

ବାଇପାସ୍‌ ଛକରେ ସ୍ଥାପନ ହେବ କାନ୍ତକବିଙ୍କ ପ୍ରତିମୂର୍ତ୍ତି ଓ ଉଦ୍ୟାନ

ଭଦ୍ରକ ଅଫିସ, ୧୦ା୬- ଭଦ୍ରକ ମାଟିର ମହକ ତଥା ଓଡ଼ିଶାର ଗର୍ବ ଓ ଗୌରବ, ରାଜ୍ୟ ସଂଗୀତର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ମଙ୍ଗଳବାର ସ୍ଥାନ ପରିଦର୍ଶନ କରିଛନ୍ତି ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ। ଆଗାମୀ...

‘ମହୀୟସୀ ନନ୍ଦିନୀ ଦେବୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ’

ଭଦ୍ରକ ଅଫିସ,୧୦ା୬-ମଙ୍ଗଳବାର ଭଦ୍ରକ ‘ଧରିତ୍ରୀ’ ଜିଲା କାର୍ଯ୍ୟାଳୟରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। କରୋନା କଟକଣା କାରଣରୁ ନନ୍ଦିନୀ ଦେବୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା। ବିଧାୟକ ସଞ୍ଜୀବ କୁମାର ମଲ୍ଲିକ...

ଜନ୍ମମାଟିରେ ଅର୍ଜୁନ ସେଠୀଙ୍କ ଶେଷକୃତ୍ୟ

ଭଦ୍ରକ ଅଫିସ/ବନ୍ତ,୧୦।୬(ଡି.ଏନ୍‌.ଏ./ସ୍ବ.ପ୍ର.)- ଭଦ୍ରକ ମାଟିର ବର୍ଷିୟାନ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ଶେଷକୃତ୍ୟ ମଙ୍ଗଳବାର ଜନ୍ମମାଟି ବନ୍ତ ବ୍ଲକ ଓଡ଼ଙ୍ଗଠାରେ ସମ୍ପନ୍ନ ହୋଇଛି। ମରଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ଭୁବନେଶ୍ୱରରୁ ଭଦ୍ରକ ଅଭିମୁଖେ ଅଣାଯାଇଥିଲା। ଭଦ୍ରକ...

ଲଘୁଖଣିଜ ସମ୍ପଦ ଲୁଟ୍‌ ନେଇ ଜିଲାପାଳଙ୍କୁ ଭେଟିଲା ଭାଜପା

ବାରିପଦା ଅଫିସ, ୧୦ା୬- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ସମ୍ପଦ ଭରପୁର ଥିବା ବେଳେ ଏହାର ଠିକ୍‌ ଭାବରେ ଉପଯୋଗ କରା ନ ଯିବାରୁ ମାଫିଆମାନେ ଲୁଟ କରି ଚାଲିଛନ୍ତି। ଜିଲାର ୨୬ଟି ତହସିଲ ରହିଥିବା ବେଳେ...

ଅର୍ଥ ଲଗାଣକାରୀ ସଂସ୍ଥାର ଜୁଲମକୁ ଏସ୍‌ଏଚ୍‌ଜି ମହିଳାଙ୍କ ବିରୋଧ

ବେତନଟୀ, ୧୦ା୬(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଋଣ ଗ୍ରହୀତାମାନଙ୍କୁ ଅଗଷ୍ଟମାସ ପର୍ଯ୍ୟନ୍ତ ଋଣ କିସ୍ତି ପୈଠ ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଏହି ନିୟମକୁ କେତେକ ଘରୋଇ ଅର୍ଥ ଲଗାଣକାରୀ...

ବନବିଭାଗ ପକ୍ଷରୁ ସହାୟତା

ଜଳେଶ୍ୱର, ୧୦।୬(ସ୍ବ.ପ୍ର)-ବିଳମ୍ବରେ ହେଲେ ମଧ୍ୟ ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ଉପଦ୍ରବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ରାଇବଣିଆ ଥାନା ଶ୍ୟାମନଗର, କାଳିକ, ରାଇବଣିଆ, ସର୍ଦ୍ଦାରବନ୍ଧ, ବରଡିହା, କଳମା ପଞ୍ଚାୟତରେ...

ଏସ୍‌ଏଚଜି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଜଳେଶ୍ୱର, ୧୦।୬(ସ୍ବ.ପ୍ର.)-ମାଇକ୍ରୋ ଫାଇନାନ୍ସ, କେତେକ ବ୍ୟାଙ୍କ ଋଣ ଆଦାୟ ଲାଗି ଏସ୍‌ଏଚ୍‌ଜି ଉପରେ ବାରମ୍ବାର ଜୁଲମ୍‌ କରିବା ବନ୍ଦ କରିବା, ଲକ୍‌ଡାଉନ ଆଇନ ଊଲ୍ଲଂଘନ କରି ଘରକୁ ଆସି ଋଣ କିସ୍ତି ମାଗିବା ଆଦି ୩ ଦଫା ଦାବି ନେଇ...

ବଦଳୁଛି ଚିତ୍ରଶିଳ୍ପୀଙ୍କ ରୁଚି: ‘ମଡ୍‌ ଆର୍ଟ’ ପ୍ରତି ବଢ଼ୁଛି ଆଗ୍ରହ

ବାଲେଶ୍ୱର ଅଫିସ, ୧୦।୬(ମାନସ ବିଶ୍ୱାଳ)-ପରିବର୍ତ୍ତନଶୀଳ ସମାଜରେ ଦିନକୁ ଦିନ କଳାକାରଙ୍କ ରୁଚି ବଦଳୁଛି। ଚିତ୍ରଶିଳ୍ପୀମାନେ ଭିନ୍ନ ଭିନ୍ନ ଆର୍ଟ ମାଧ୍ୟମରେ ନିଜର ସ୍ଥିତିକୁ ଜାହିର କରି ସଚେତନତାର ବାର୍ତ୍ତା ଦେବାରେ ଲାଗିପଡ଼ିଛନ୍ତି। ବିଶେଷ କରି ମଡ୍‌ ଆର୍ଟ ଜୀବନ୍ତ ଓ...

ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା, ବରଗଡ଼ରେ ବିରୋଧ

ବରଗଡ଼ ଅଫିସ୍‌,୯।୬- ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ରାଜ୍ୟ ସରକାରଙ୍କ ଏଭଳି ନିଷ୍ପତ୍ତିକୁ କୋସଲ ରାଜ୍ୟ ସମନ୍ବୟ ସମିତି ଏବଂ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ବିରୋଧ କରିଛି। ଏହିକ୍ରମରେ ମଙ୍ଗଳବାର ବରଗଡ଼ ଗାନ୍ଧୀଛକରେ କୋସଲ...

ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ

ଖଇରା, ୮।୬(ଡି.ଏନ.ଏ.)-ଖଇରା ପୋଲିସ ମଙ୍ଗଳବାର ସୋର-କୁପାରୀ ରାସ୍ତାର ବିଭିନ୍ନ ସ୍ଥାନରେ ଚଢାଉ କରି ବିନା ମାସ୍କଧାରୀଙ୍କଠାରୁ ଜରିମାନା ଆଦାୟ କରିଛି। ବାଇକ, ବୋଲେରୋ ଓ ଟ୍ରକଗୁଡିକଠାରୁ ୨ଶହରୁ ୫ଶହ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯାଇଛି। ଖଇରା ଥାନା ଏସ୍‌ଆଇ...

ଚାଷ ଛାଡ଼ିବା ନିଷ୍ପତ୍ତିରେ ଚାଷୀଙ୍କ ବାଇକ ରାଲି

ସରଣ୍ଡା,୯।୬(ଡି.ଏନ.ଏ)- କୃଷିକ୍ଷେତ୍ରରେ ଚାଷୀଙ୍କୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। କୃଷି ଶ୍ରମିକ ଅଭାବ ଯୋଗୁ ଚାଷକାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ଅମଳ ପରେ ଧାନ ମଧ୍ୟ ଠିକ୍‌ଭାବେ ବିକ୍ରି ହେଉନାହିଁ। ସେହିପରି ଅମଳ ଧାନର ସହାୟକ ମୂଲ୍ୟ ଯଥେଷ୍ଟ କମ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri