ଆମ ଜିଲା ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ...

ପିପିଇ କିଟ୍‌, ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ: ସିବିଆଇ ତଦନ୍ତ ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୯।୬: କରୋନା ଭୁତାଣୁର ମୁକାବିଲା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) କିଟ୍‌ ଓ ମାସ୍କ କିଣିଛନ୍ତି ରାଜ୍ୟ ସରକାର। ଏଥିରେ ଦୁର୍ନୀତି ହୋଇଥିବା ଅଭିଯୋଗ ଉଠିବା ପରେ ସୋମବାର ଏହାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ ପାଇଁ...

ସ୍ନାନଯାତ୍ରାରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୯।୬: ପୁରୀ ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ସ୍ନାନଯାତ୍ରା ବେଳେ ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ ହୋଇଛି। ମୁଦିରସ୍ତ, ସେବାୟତ ଓ ଦଇତାପତିମାନେ ମାସ୍କ ପିନ୍ଧି ନ ଥିଲେ କିମ୍ବା ସାମାଜିକ ଦୂରତ୍ୱ ପାଳନ କରି ନ ଥିଲେ। ତେଣୁ ସେମାନଙ୍କ...

ଆଦିବାସୀଙ୍କୁ ମିଳୁନି ଶାଳମଞ୍ଜିର ମୂଲ୍ୟ

କେନ୍ଦୁଝର, ୯ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ବଣ ଜଙ୍ଗଲ ଅର୍ଥନୀତି ଉପରେ ବନବାସୀମାନେ ନିର୍ଭରଶୀଳ। ବର୍ଷର ପ୍ରାୟ ୮ମାସ ଜଙ୍ଗଲରୁ ଫଳମୂଳ, ମଞ୍ଜି ଆଦି ଲଘୁବନଜାତ ଦ୍ରବ୍ୟ ସଂଗ୍ରହ କରି ଚଳନ୍ତି ା...

ସୋଲାର ସିଷ୍ଟମ ଅଚଳ, ପାଣି ପାଇଁ ହଇରାଣ

କେନ୍ଦୁଝର, ୯।୬(ସ୍ବ.ପ୍ର.) – ଯୋଡ଼ା ବ୍ଲକ ଅନ୍ତର୍ଗତ ଖଣି ଖାଦାନ ବହୁଳ ବଲାଣି ପଞ୍ଚାୟତ ଅନ୍ତର୍ଗତ ଜୁର୍ମିତା ତଳସାହିରେ ସୋଲାର ସିଷ୍ଟମ ଅଚଳ ଯୋଗୁ ବର୍ଷେ ହେଲା ଲୋକମାନେ ଜଳ ସଙ୍କଟରେ ଅଛନ୍ତି। ଏନେଇ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ...

କୁନି ଝୁମର ଶିଳ୍ପୀ ମୋହିତଙ୍କୁ ନେଇ ଚର୍ଚ୍ଚା

ଚମ୍ପୁଆ, ୯।୬(ଡି.ଏନ.ଏ.)-ସାମ୍ପ୍ରତିକ ପରିସ୍ଥିତିରେ ଜନ ସାଧାରଣଙ୍କ ମନୋରଞ୍ଜନ ପାଇଁ ବେଶ ଖରାକ ଯୋଗାଉଛି ଝୁମର ସଙ୍ଗୀତ। କୁରୁମାଲି ଭାଷାରେ ଏହି ସଙ୍ଗୀତ କୁଡୁମି ସମ୍ପ୍ରଦାୟର ପ୍ରମୁଖତା ବହନ କରୁଥିବା ବେଳେ ସମ୍ପ୍ରଦାୟ ବାହାରେ ମଧ୍ୟ ଏହାର ଆଦୃତ୍ତି ବଢିବାରେ ଲାଗିଛି।...

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଡବ୍ଲ୍ୟୁଏଚ୍‌ଓ ଅଧିକାରୀ: ଅନ୍ତେବାସୀଙ୍କୁ ସମସ୍ୟା ପଚାରି ବୁଝିଲେ

ବନ୍ତ, ୯।୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଅତିରିକ୍ତ ସେଣ୍ଟରରେ ପ୍ରବାସୀ ଓଡିଆମାନଙ୍କୁ ଆଇଶୋଲେଶନରେ ରଖାଯାଇଛି। ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀମାନଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ବିଭିନ୍ନ...

ସମ୍ପୂର୍ଣ୍ଣ ଋଣ ଛାଡ଼ ଦାବି କଲେ ମହିଳା ଗୋଷ୍ଠୀ

ବାରିପଦା ଅଫିସ, ୯ା୬- ନିଜର ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ପୂର୍ବରୁ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଭିିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାଠାରୁ ଟଙ୍କା ଋଣ ଆଣିଥିଲେ। ସୁଧ ସହ ସେମାନେ ନିୟମିତ କିସ୍ତି ପୈଠ କରୁଥିଲେ। ହେଲେ...

ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ନିୟନ୍ତ୍ରକଙ୍କ ଦୁର୍ବ୍ୟବହାର: ଅଭିଯୋଗ ବିଶ୍ୱବିଦ୍ୟାଳୟ ଫାଟକରେ ୪ ଘଣ୍ଟା ପଡ଼ିଲା ତାଲା

ବାରିପଦା ଅଫିସ,୯ା୬- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ସୋମବାର କେତେଜଣ ଛାତ୍ରୀଛାତ୍ରଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରତିବାଦରେ ଛାତ୍ରୀଛାତ୍ରମାନେ ଅପରାହ୍ନ ୧୧ଟା ୩୦ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା...

କେନ୍ଦୁପତ୍ର ସହ କାଠ ଜବତ: ୩ ଗିରଫ

ବାଙ୍ଗିରିପୋଷି,୯ା୬(ଡି.ଏନ୍‌.ଏ.)- ରାତି ପାଟ୍ରୋଲିଂ ବେଳେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ୩ଟି ମଟର ସାଇକେଲ ସହ କେନ୍ଦୁପତ୍ର ଓ କାଠପଟା ଜବତ କରିଛି। ଏହି ଘଟଣାରେ ୩ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଝାରପୋଖରୀଆ ଥାନା...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ : ବିନା ଅଧ୍ୟାପକରେ ଚାଲିଛି ଏମ୍‌ଜେଏମ୍‌ସି ବିଭାଗ

ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ...

ଆଇଟିଆଇର ପୁଣି ନୂଆ ଉଦ୍ଭାବନ: ପ୍ରସ୍ତୁତ କଲା ୟୁଭିସି ସୋଲ ସାନିଟାଇଜର

ବ୍ରହ୍ମପୁର ଅଫିସ,୯ା୬-କୋଭିଡ୍‌-୧୯ ମୁକାବିଲା ତଥା ସଂକ୍ରମଣରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ଉଦ୍ଭାବନକରି ଏବେ ସାରା ଦେଶରେ ବ୍ରହ୍ମପୁର ଆଇଟିଆଇ ଅନ୍ୟ ଆଇଟିଆଇ ପାଇଁ ଉଦାହରଣ ପାଲଟିଛି। ସୋମବାର ପୁଣି ଆଉ ଏକ ଉଦ୍ଭାବନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri