ଆମ ଜିଲା ଖବର

୨ଟି ମତରେ ଶ୍ୟାମ୍‌ ଷ୍ଟିଲ୍‌ ସାମଗ୍ରୀ: ଆପତ୍ତି ଉଠାଇଥିଲା ପ୍ରକଳ୍ପର ଅଥରିଟି ଇଞ୍ଜିନିୟର୍ସ

ଯାଜପୁର ଅଫିସ,୮।୬: ଯାଜପୁର, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓଏମ୍‌ବିଏଡିସି) ପାଣ୍ଠିରେ କାର୍ଯ୍ୟକାରୀ ହେଉଥିବା ମେଗା ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପରେ ନିମ୍ନମାନର ଶ୍ୟାମ୍‌ ଷ୍ଟିଲ ସାମଗ୍ରୀ ବ୍ୟବହାର ହୋଇଛି। ଏନେଇ ଗତ...

ଲକ୍‌ଡାଉନ୍‌ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି

କଟକ ଅଫିସ,୮।୬: ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ ୨୨ରେ ରାଜ୍ୟ ସରକାର ପ୍ରଥମେ ଲକ୍‌ଡାଉନ୍‌ ଘୋଷଣା କରିବା ପରଠାରୁ ଏଯାବତ୍‌ ତାହା...

କଟର ମେଶିନ ଛଡ଼ାଇନେଲେ

ଢେଙ୍କାନାଳ ଅଫିସ, ୮ା୬:  ଢେଙ୍କାନାଳ ଜିଲାରେ ପଥର ମାଫିଆଙ୍କ ଦାଦାଗିରି ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥା ପାଲଟିଛି। ବେଆଇନ ଖାଦାନରେ ଚଢ଼ାଉବେଳେ କେତେବେଳେ ସେମାନେ ଆକ୍ରମଣ କରୁଛନ୍ତି ତ ଆଉ କେବେ ଅଧିକାରୀଙ୍କୁ ଅଟକ ରଖୁଛନ୍ତି। ରବିବାର ଏହାର ପୁନରାବୃତ୍ତି ହୋଇଛି।...

ଏସ୍‌ସିବିରେ ୨ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇଜଣଙ୍କ କଟା ହାତ

କଟକ ଅଫିସ,୮।୬: ଦୁଇ ଜଣଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଞ୍ଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରି ବିଭାଗ ମୁଖ୍ୟ ତଥା ମେଡିକାଲ ଅଧୀକ୍ଷକ ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକ ଓ...

ଓଡ଼ିଆ ଯୁବକଙ୍କ ସଫଳତା: ୬୦୦ ଟଙ୍କାରେ କରୋନା ଟେଷ୍ଟିଂ କିଟ୍‌

କଟକ ଅଫିସ,୮ା୬: ଆଇଆଇଟି (ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି) ହାଇଦ୍ରାବାଦ ପକ୍ଷରୁ ଏକ କରୋନା ଟେଷ୍ଟିଂ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହାର ମୂଲ୍ୟ ୬୦୦ ଟଙ୍କା ରହୁଥିବା ବେଳେ ୨୦ ମିନିଟ ମଧ୍ୟରେ ଏହା ଫଳାଫଳ ଦେଇପାରିବ ବୋଲି ଆଇଆଇଟି...

ନୀଳଚକ୍ରରେ ଉଡ଼ିଲା ଧଳାବାନା: ସ୍ବାଭାବିକ ବର୍ଷା, ପବନର ସୂଚକ

ପୁରୀ ଅଫିସ,୮।୬: ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତିଦିନ ଧ୍ୱଜା ବା ବାନା ବନ୍ଧାଯାଏ। ଚୁନରା ସେବକମାନେ ଅପରାହ୍ନରେ ଏହି ବାନା ବାନ୍ଧିଥାନ୍ତି। ନୀଳଚକ୍ର ଅଗ୍ରଭାଗରେ ଗୋଟିଏ ମୁଖ୍ୟ ବାନା ସହିତ ତଳେ ଏକାଧିକ ବାନା ବନ୍ଧାଯାଇଥାଏ। ଗୋଲାପି, ହଳଦିଆ, ନାଲି, ଧଳା...

ଅଧାପନ୍ତରିଆ ଆଶ୍ରୟସ୍ଥଳ

ଅନୁଗୋଳ ଅଫିସ୍‌, ୮ା୬:  କେହି ରହିବେନି ଖୋଲା ଆକାଶ ତଳେ। ବର୍ଷା, ଶୀତ କାକର ଭିଜା ରାତିରୁ ବାସହରାଙ୍କୁ ତ୍ରାହି ମିଳିବ। ଏପରି ମହତ୍‌ ଉଦ୍ଦେଶ୍ୟ ନେଇ ସରକାର ଆରମ୍ଭ କରିଥିଲେ ସେଲ୍ଟର ଫର ଅର୍ବାନ ହୋମଲେସ୍‌ (ଏସ୍‌ୟୁଏଚ୍‌) ଯୋଜନା। ଏଥିପାଇଁ...

ଲକ୍ଷେ ଚାରା ଲଗାଇବ ଟାଟା ଷ୍ଟିଲ୍‌ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୮ା୬(ଡି.ଏନ.ଏ.)  ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌ ପକ୍ଷରୁ ଚଳିତବର୍ଷ ୧ ଲକ୍ଷ ଚାରା ରୋପଣ କରିବାକୁ ନିଷ୍ପତ୍ତି ନିଆଯାଇଛି। ବିଶ୍ୱ ପରିବେଶ ଦିବସ ଅବସରରେ ଏ ନେଇ କମ୍ପାନୀ ପକ୍ଷରୁ ସଂକଳ୍ପ କରାଯାଇଛି। ଅନୁଗୋଳସ୍ଥିତ ରାଜ୍ୟ...

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.)  ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା। ଅନ୍ୟ ପନ୍ଥାରେ ଜୀବିକା ନିର୍ବାହ ପାଇଁ ରାସ୍ତା ଦେଖାଯାଉ ନ ଥିବାରୁ ଦୁର୍ଦ୍ଦଶାରେ...

ଖଣ୍ଡାଧାରରେ ବୁଡ଼ି ଯୁବକଙ୍କ ଜୀବନ ଗଲା

କେନ୍ଦୁଝର,୭ା୬(ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ଖଣ୍ଡାଧାର ଜଳ ପ୍ରପାତରେ ବୁଡ଼ି ରବିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସୌରଭ ମିଶ୍ର। ତାଙ୍କ ଘର କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଚର୍ଚ୍ଚ ଛକ ଅଞ୍ଚଳରେ। କେତେଜଣ...

ଯାଜପୁର ଗ୍ରାମକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା: ସମ୍ପୂର୍ଣ୍ଣ ଗ୍ରାମକୁ କରାଗଲା ବିଶୋଧନ

ନିରାକରପୁର,୭ା୬(ଡି.ଏନ.ଏ.): ଖୋର୍ଦ୍ଧା ଉପଖଣ୍ଡ ଲେଣ୍ଡୋ ପଞ୍ଚାୟତ ଅଧୀନ ଯାଜପୁର ଗ୍ରାମରେ ଏବେସୁଦ୍ଧା ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ରବିବାର ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଟାଙ୍ଗୀ ଦମକଳ...

ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ

କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ ପକ୍ଷରୁ ବାତିଲ କରାଯାଇଛି। ତେବେ ଆଉ ୭ଦିନ ପରେ ରଜପର୍ବ। କେନ୍ଦୁଝର ସଦର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri