ଆମ ଜିଲା ଖବର

ଆସିନି ବିହନ, ଆଶଙ୍କାରେ ଚାଷୀ

କାମାକ୍ଷାନଗର, ୭।୬(ଡି.ଏନ.ଏ) – ‘ଅମ୍ଫାନ୍‌’ ପ୍ରଭାବରେ ଭଲ ବର୍ଷିଛି। ଆଉ ଏବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁଥିବା ଲଘୁଚାପ ମୌସୁମୀକୁ ସକ୍ରିୟ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ହେଲେ ଅକ୍ଷୟ ତୃତୀୟାଠାରୁ ଅଖିମୁଠି ଅନୁକୂଳ କରି ଜମିରେ ଲଙ୍ଗଲ...

ଖଟରେ ପଡ଼ିଛନ୍ତି ଡମ୍ବରୁଧର, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୋକସରା, ୭।୬ (ଡି.ଏନ.ଏ.)  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଅନ୍ତର୍ଗତ ଭିର୍କାପଡାର ଡମ୍ବରୁଧର ସେଠୀ (୬୩)। ଗତ ୨ମାସ ହେବ ସେ ଖଟରେ ପଡି ରହିଛନ୍ତି। କେଉଁ ରୋଗରେ ସେ ଆକ୍ରାନ୍ତ ତାହା ଜଣାପଡିନାହିଁ। ଚିକିତ୍ସା ଲାଗି...

ସ୍ତ୍ରୀଙ୍କୁ ହତ୍ୟା ଘଟଣା: ସ୍ବାମୀ ଗିରଫ

ଯୋଡ଼ା, ୭।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଯୋଡାରେ ହୋଇଥିବା ଯୌତୁକଜନିତ ବଧୂହତ୍ୟା ଘଟଣାରେ ପୋଲିସ ମୃତ ମହିଳାଙ୍କ ସ୍ବାମୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ମାନସ ରଞ୍ଜନ ସାହୁ। ସୂଚନାନୁଯାୟୀ, ଯୋଡା ସିଗ୍ରିଗେସନ କଲୋନୀର କ୍ୱାର୍ଟରରେ ରହୁଥିବା...

ଖରିଫ ଚାଷ ପାଇଁ ଜମିକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର, ୭।୬ (ବ୍ୟୁରୋ)- ଅଦିନିଆ ବର୍ଷା ସହ କୁଆପଥର ମାଡରେ ରବି ଧାନ ସହିତ ପନିପରିବା, ଡାଲି, ଫଳ ଜାତୀୟ ଫସଲ ନଷ୍ଟ ହୋଇଥିଲା। ଏଥିଯୋଗୁ ଚାଷୀ ବହୁ କ୍ଷତି ସହିଥିଲେ । କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ...

ଜବରଦଖଲ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କ ପ୍ରତିବାଦ ସଭା

ବେତନଟୀ, ୭ା୬(ଡି.ଏନ.ଏ)-ବେତନଟୀ ମହାବିଦ୍ୟାଳୟ ନିକଟ ରେଳଫାଟକରୁ ମହୁଲିଆକୁ ଯାଇଥିବା ରାସ୍ତାପାର୍ଶ୍ୱରେ ଦେବତ୍ତୋର ବିଭାଗର କେତେକ ଜମି ରହିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ୨୦ଏକରରୁ ଊର୍ଦ୍ଧ୍ୱ ଦେବତ୍ତୋର ଜମିକୁ ବାଡ଼ ବସାଇବା ସହିତ ହିଡ଼ ମଧ୍ୟ ଦେଉଥିଲେ l ଏହି...

ମାଟି ତଳେ ଶହ ଶହ ଆଧାରକାର୍ଡ଼

ବାଲେଶ୍ୱର ଅଫିସ, ୭।୬-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ବଡ଼ାସ ପଞ୍ଚାୟତର ଯୋଗାଇ ପୋଷ୍ଟ ଅଫିସ୍‌ର ପିଅନଙ୍କ ଘର ପୋଖରୀ ଆଡ଼ିରେ ପୋତା ହୋଇଥିବା ଶହ ଶହ ଆଧାରକାର୍ଡ଼ ଶନିବାର ଉଦ୍ଧାର କରାଯାଇଛି। ଏହାକୁ ନେଇ ଉକ୍ତ ଗ୍ରାମରେ ଉତ୍ତେଜନା ସୃଷ୍ଟି...

ସଚେତନତା ଲାଗି କଳାକୃତି

ସୋର, ୭ା୬(ଡି.ଏନ.ଏ.)-ସୋର ଉତ୍ତରେଶ୍ୱରସ୍ଥିତ ଏଲ୍‌ଏନ୍‌ ଆର୍ଟସ ପକ୍ଷରୁ କରୋନା ସଚେତନତା ଓ ପରବର୍ତ୍ତୀ ବିଶ୍ୱର କାୟାକଳ୍ପ ନେଇ ଏକ ସୃଜନାତ୍ମକ କଳା ଭାସ୍କର୍ଯ୍ୟ ପ୍ରଦର୍ଶନୀ ଓଡିଶା ଲଳିତକଳା ଏକାଡେମୀ ପରାମର୍ଶରେ ଆୟୋଜିତ ହୋଇଯାଇଛି। ଏହି ପଥର ମୂର୍ତ୍ତି ଖୋଦେଇ ଓ...

ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ

କଟକ ଅଫିସ,୬ା୬-ଏସ୍‌ସିବି ଆଇସୋଲେଶନ୍‌ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍‌ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ...

ଗଜପତିରେ ପୁଣି ୧୦ କରୋନା ପଜିଟିଭ

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ା ଏହି ସଂଖ୍ୟା ଶନିବାର ୬୧ରେ ପହଞ୍ଚିଛି ା ଉକ୍ତ ୧୦ ଜଣଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା...

ଦେଢ଼ମାସ ପରେ ସୋଲାର ପ୍ରକଳ୍ପ ଅଚଳ

କୋରୁକୋଣ୍ଡା,୬ା୬(ଡି.ଏନ.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲି ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମରେ ଜଳ ଯୋଗାଣ ବନ୍ଦ ହେତୁ ଲୋକେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରାୟ ୨୨ ପରିବାରର ଶତାଧିକ ଲୋକ ବସବାସ କରୁଥିବା ଏହି ଗ୍ରାମରେ ପାନୀୟ...

କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ...

୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ 

ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri