ଆମ ଜିଲା ଖବର

ଦେଢ଼ମାସ ପରେ ସୋଲାର ପ୍ରକଳ୍ପ ଅଚଳ

କୋରୁକୋଣ୍ଡା,୬ା୬(ଡି.ଏନ.ଏ.)-ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲି ପଞ୍ଚାୟତର ସୁବର୍ଣ୍ଣପୁର ଗ୍ରାମରେ ଜଳ ଯୋଗାଣ ବନ୍ଦ ହେତୁ ଲୋକେ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରାୟ ୨୨ ପରିବାରର ଶତାଧିକ ଲୋକ ବସବାସ କରୁଥିବା ଏହି ଗ୍ରାମରେ ପାନୀୟ...

କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ...

୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ 

ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର...

ନୂଆପଡାରେ ପୁଣି ୮କରୋନା ପଜିଟିଭ

ନୂଆପଡା ଅଫିସ,୬ା୬-ନୂଆପଡା ଜିଲାରେ ପୁଣି ୮ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏବେସୁଦ୍ଧା ମୋଟ କରୋନା ପଜିଟିଭ ସଂଖ୍ୟା ୬୭ରେ ପହଞ୍ଚିଛି। ତେବେ ଏହି ୮ ଜଣଙ୍କ ମଧ୍ୟରୁ ନୂଆପଡା ବ୍ଲକ ଟାନୱାଟ ଟିଏମ୍‌ସିରୁ ଜଣେ...

ଅଧିକ ଦରରେ କିରୋସିନ ବିକିବା ଘଟଣା: ରିଟେଲରଙ୍କୁ ନିଲମ୍ବିତ କଲେ ଉପଜିଲାପାଳ

ଖପ୍ରାଖୋଲ, ୬।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ଅଧିକ ଦରରେ କିରୋସିନ ବିକ୍ରି ଘଟଣାରେ ରିଟେଲର ନିଲମ୍ବିତ ହୋଇଛନ୍ତି। ପାଟଣାଗଡ଼ ଉପ ଜିଲାପାଳ ସୋମନାଥ ପଧାନ ରିଟେଲର ହଳଧର ଭୋଇଙ୍କୁ ନିଲମ୍ବିତ କରିଛନ୍ତି। ଏ ନେଇ...

କିଡ୍‌ନୀ ରୋଗୀଙ୍କ ଚିକିତ୍ସା ବ୍ୟବସ୍ଥା ପାଇଁ ଜିଲାପାଳଙ୍କ ନିକଟରେ ଦାବି

ବୌଦ୍ଧ ,୬ା୬(ସ୍ବ.ପ୍ର.)- ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ୧୧ଟି ପଞ୍ଚାୟତର ୨୪ ଗୋଟି ଗ୍ରାମରେ କିଡ୍‌ନୀ ରୋଗ ମହାମାରୀ ରୂପ ଧାରଣ କରିଛି ା ଏହି ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ବର୍ଷ ମଧ୍ୟରେ ୧୮୯ ଜଣଙ୍କ...

ପାଟଣା ସବଷ୍ଟେଶନ ଦେଖିଲେ ବିଧାୟକ

ପାଟଣା,୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସବଷ୍ଟେଶନକୁ ଘଟଗାଁ ବ୍ଲକ ଟିକିରା ଗ୍ରୀଡରୁ ବିଦ୍ୟୁତ ସଂଯୋଗରେ ବିଳମ୍ବ ହେଉଥିବାରୁ ଏନେଇ ପାଟଣା ଅଞ୍ଚଳରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଏଣେ ସାମାନ୍ୟ ବର୍ଷା ପବନରେ ଅଞ୍ଚଳରେ ୨୪ରୁ...

ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୬ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଖଇରା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସରପଞ୍ଚ ସୁଦର୍ଶନ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରବାସୀଙ୍କୁ ଯୋଗ ଶିକ୍ଷା ଦିଆଯାଇଛି। ଜିଲା ଯୋଗ ପ୍ରଚାରକ ମୁକ୍ତିକାନ୍ତ ପାଣିଗ୍ରାହୀ ଦେହରେ ପ୍ରତିରୋଧକ ଶକ୍ତି ବଢାଇବାକୁ...

ଜଗନ୍ନାଥ ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୬।୬- ଜଗନ୍ନାଥ ସଂସ୍କୃତିର ଅନନ୍ୟ ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର ଜିଲା ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ସ୍ନାନପୂର୍ଣ୍ଣିମା ଶେଷ ହୋଇଛି। ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି ଇମ୍ଫ୍ରାର ମିଳିତ ଆନୁକୂଲ୍ୟରେ ୬ଷ୍ଠ...

ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ

ନିରାକାରପୁର,୬ା୬(ଡି.ଏନ୍‌.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତା’ର ୮ଦିନ ପରେ ତାଙ୍କ ପୁତୁରାଙ୍କ ପଜିଟିଭ୍‌ ବାହାରିବା ପରେ ଗାଁରେ କୋକୁଆ...

‘ରେଭେନ୍‌ଶାରେ ବାତିଲ ହେବନି ପରୀକ୍ଷା’ ଖବର ସମ୍ପର୍କିତ ସ୍ପଷ୍ଟୀକରଣ

ଭୁବନେଶ୍ୱର, ୬।୬-‘ରେଭେନ୍‌ଶାରେ ବାତିଲ୍‌ ହେବନି ପରୀକ୍ଷା’ ସମ୍ପର୍କିତ ଏକ ଖବର ଧରିତ୍ରୀରେ ୬ ଜୁନ୍‌ ଶନିବାର ଇ-ପେପରର ପୃଷ୍ଠା ୧୨ରେ ପ୍ରକାଶ ପାଇଥିଲା। ଏଥିରେ ପରୀକ୍ଷା ବାତିଲ ସମ୍ପର୍କରେ ଯେଉଁ ତଥ୍ୟ ପ୍ରଦାନ କରାଯାଇଛି, ସେଥିରେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ କରୋନା ଆକ୍ରାନ୍ତ ଚିହ୍ନଟଙ୍କୁ ଛାଡ଼ିଲେନି ପ୍ରବାସୀ, ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଅଡ଼ିବସିଲେ

ଭଣ୍ଡାରିପୋଖରୀ,୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ମହୁରା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନେ ରହୁଥିଲେ ମଧ୍ୟ କାହାର ସ୍ବାବ୍‌ ଟେଷ୍ଟ କରାଯାଉ ନ ଥିବାରୁ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭଣ୍ଡାରିପୋଖରୀ ବ୍ଲକରେ ଶନିବାର ଦୁଇଜଣ କରୋନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri