ଆମ ଜିଲା ଖବର

ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ...

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ, ସରପଞ୍ଚ ମହାସଂଘ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ଏନେଇ ଶନିବାର ଥାନାଧିକାରୀଙ୍କ ବିରୋଧରେ...

ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଜଣେ ଟ୍ରାନ୍ସପୋର୍ଟ କର୍ମଚାରୀଙ୍କୁ ଶନିବାର ଦୁର୍ବୃତ୍ତ ଭୁଜାଲିରେ ହାଣି ଆଠ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଲୁଟି ନେଇଛନ୍ତି। ଉକ୍ତ କର୍ମଚାରୀଙ୍କ ନାମ ବବଲୁ ବୋଲି ଜଣାପଡ଼ିଛି। ପୂର୍ବାହ୍ନରେ ବବ୍‌ଲୁ...

ଭାଜପାର କୋଭିଡ-୧୯ ନିୟମ ଉଲ୍ଲଂଘନ ପ୍ରତିବାଦରେ ବିଜେଡିର ଦାବିପତ୍ର

ଆନନ୍ଦପୁର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଉଳା ଫାଣ୍ଡି ସମ୍ମୁଖରେ ଗତ ୩ ତାରିଖରେ ଭାଜପା ନେତାଙ୍କ ନେତୃତ୍ୱରେ କୋଭିଡ-୧୯ ନିୟମର ଉଲ୍ଲଂଘନ କରାଯାଇ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏହା ବିରୋଧରେ ଶନିବାର ମଧ୍ୟାହ୍ନରେ ବିଜେଡି ପକ୍ଷରୁ ଏକ ଦାବିପତ୍ର...

ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରହୁଥିବା ପ୍ରବାସୀମାନଙ୍କୁ ଭାବବିହ୍ବଳ ପରିବେଶରେ ବିଦାୟ ଜଣାଇଛନ୍ତି। ଏହି ସଙ୍ଗରୋଧ କେନ୍ଦ୍ରରେ...

ପୋଲସରାର ୧୨ ପଞ୍ଚାୟତକୁ ଗଞ୍ଜାମ ଜିଲାପାଳଙ୍କ ମାରାଥନ ଗସ୍ତ, ପରଖିଲେ ସ୍ଥିତି

ପୋଲସରା,୬।୬(ଡି.ଏନ୍‌.ଏ.): କୋଭିଡ-୧୯କୁ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପୋଲସରା ବ୍ଳକର ପ୍ରାୟ ୧୨ ପଞ୍ଚାୟତ ଗସ୍ତ କରିଛନ୍ତି। ମଥୁରା, କଳମ୍ବ, ହାତିଓଟ, ରୁମାଗଡ଼, ମନ୍ଦାର, କେନ୍ଦୁବାଡି, କଣଛାଇ, ଚିରିକିପଡାସାସନ, ମାଲତେନ୍ତୁଳିଆ ଆଦି ପଞ୍ଚାୟତ ବୁଲିଛନ୍ତି। ଏହି...

ଚୌଦ୍ୱାରରେ ଦୁଇ ଦିନିଆ ଶଟ୍‌ଡାଉନ୍‌ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଘରୁ ବାହାରିଲେନି ଲୋକେ

ଚୌଦ୍ୱାର,୬।୬(ଡି.ଏନ୍‌.ଏ.): କରୋନା ମହାମାରିକୁ ରୋକିବା ଦିଗରେ ରାଜ୍ୟ ସରକାର ୧୧ ଜିଲାରେ ପ୍ରତ୍ୟେକ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରଖିବା ପାଇଁ ଘୋଷଣା କରିଛନ୍ତି । ଏହି କ୍ରମରେ କଟକ ଜିଲା ଚୌଦ୍ୱାର ସହରରେ ସଟଡାଉନର ପ୍ରଭାବ ରେ ସାଧାରଣ...

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ...

ଦୁର୍ଦ୍ଦିନରେ ଖବରକାଗଜ ବିତରକ: ସହାୟତା ଦାବିରେ ଜିଲାପାଳଙ୍କ ନିକଟରେ ଫେରାଦ

ବରଗଡ଼ ଅଫିସ,୬।୬: ଘାତକ କରୋନା (କୋଭିଡ -୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ଏଥିରେ ଖବରକାଗଜ ବିତରକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି । ଖବରକାଗଜ ବିତରଣ ପୂର୍ବଭଳି କାର୍ଯ୍ୟ କରି ପାରୁ ନ...

ଦୁର୍ଘଟଣା ରୋକିବାକୁ ନିର୍ମାଣ ହେବ ଟ୍ରକ୍‌ ଟର୍ମିନାଲ୍‌: ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଦେଇ ଯାଇଥିବା ଜାତୀୟ ରାଜପଥ -୪୯ରେ ପ୍ରାୟ ସମୟରେ ସଡ଼କ ଦୁର୍ଘଟଣା ଘଟୁଛି। ରାସ୍ତାକଡ଼ରେ ପାର୍କିଂ ହୋଇ ରହୁଥିବା ଟ୍ରକ୍‌ଗୁଡ଼ିକ ପାଇଁ ଏହା ବିଶେଷ ଭାବେ ହେଉଛି। ତେବେ ଏହି ଦୁର୍ଘଟଣାଗୁଡ଼ିକୁ ଏଡ଼ାଇବା ପାଇଁ ଜିଲା...

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା, ସୁସ୍ଥ ହେଲେଣି ୬

ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଜିଲାରେ ଶନିବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟପକ୍ଷରେ ୬ ଜଣ ସୁସ୍ଥ ହୋଇସାରିଛନ୍ତି। ଜିଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ,...

ଗଞ୍ଜାମରେ ୬୦ ଘଣ୍ଟା ଶଟ୍‌ଡାଉନ୍‌: ଲାଠିଧରି ବୁଲୁଛନ୍ତି ପ୍ରଶାସନିକ ଅଧିକାରୀ

ଛତ୍ରପୁର,୬।୬(ଡି.ଏନ୍‌.ଏ.): କରୋନା ନେଇ ଗଞ୍ଜାମ ଜିଲାରେ ୬୦ ଘଣ୍ଟା ଶଟ୍‌ଡାଉନ୍‌ ଜାରି ରହିଛି। ଜିଲାରେ ଶୁକ୍ରବାର ସନ୍ଧ୍ୟା ୭ଟାରୁ ସୋମବାର ସକାଳ ୭ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରଯାଇଥିଲା।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri