ଆମ ଜିଲା ଖବର

ବଲାଙ୍ଗୀରରେ ଜାରିହେଲା ଦୁଇଦିନିଆ ଶଟ୍‌ଡାଉନ୍

ବଲାଙ୍ଗୀର ଅଫିସ,୬ା୬: କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ଏହି କ୍ରମରେ ଜୁନ ମାସର ପ୍ରଥମ ଶନିବାରରେ ବଲାଙ୍ଗୀରରେ ଶଟ୍‌ଡାଉନ୍‌ କାର୍ଯ୍ୟକାରୀ...

କୋଭିଡ ନିୟମ ଉଲ୍ଲଂଘନ ନେଇ ୩ ଗିରଫ: ମାସ୍କ ପାଇଁ ୬୦ ହଜାର ଜରିମାନା

ଛତ୍ରପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ କୋଭିଡ୍‌ ଓ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାସହ ଧରପଗଡ଼ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ନେଇ ପୋଲିସ ପକ୍ଷରୁ ୬୦...

ଜମି ପାଇଁ ଦାଦା-ଖୁଡ଼ୀଙ୍କୁ ହତ୍ୟା, କୁଅରେ ଫିଙ୍ଗିଲେ: ପୁତୁରା ଅଟକ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୬ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ପଞ୍ଚାୟତ କୁଟୁରାବେଡା ଗାଁରେ ପାରିବାରିକ ଜମି ବିବାଦକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି । ଜମିଲାଗି ନିଜର ଦାଦା ଓ ଖୁଡ଼ୀଙ୍କୁ ପୁତୁରା ହତ୍ୟା କରି ଉଭୟଙ୍କ ମୃତଦେହକୁ କୂଅ...

ନବବିବାହିତା ମହିଳାଙ୍କୁ ପୋଲିସର ଦୁର୍ବ୍ୟବହାର ଅଭିଯୋଗ : କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର/ଆନନ୍ଦପୁର/ହାଟଡିହୀ,୬।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଗହଳଡାହି ଅଞ୍ଚଳରେ ଜଣେ ନବବିବାହିତା ମହିଳାଙ୍କୁ ୨ ଥାନା ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗନୁଯାୟୀ, ଗତ ୨ ତାରିଖ ରାତିରେ ବଉଳା ଫାଣ୍ଡି...

ଗଞ୍ଜାମରେ ପୁଣି ୬୪ ନୂଆ ସଂକ୍ରମିତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି, ସୁସ୍ଥ ହେଲେଣି ୩୮୯

ବ୍ରହ୍ମପୁର ଅଫିସ,୬।୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ୬୪ ନୂତନ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୭ରେ ପହଞ୍ଚିଛି। ଏଯାବତ୍‌ ଜିଲାରେ ୩...

ଡାକଘର ଟେବୁଲ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୬।୬: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଦୁଲମପୁର ଅଞ୍ଚଳରେ ଚୋରମାନଙ୍କ ଦୌରାତ୍ମ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦୁଲମପୁରସ୍ଥିତ ଶାଖା ଡାକଘରୁ (ବ୍ରାଞ୍ଚ ପୋଷ୍ଟ ଅଫିସ)ରୁ ଚୋରି ହୋଇଥିବା ଜଣାପଡ଼ିଛି। ଚୋରମାନେ ଡାକଘର...

ଭଦ୍ରକରେ ଶଟ୍‌ଡାଉନ୍‌ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ

ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ପୂର୍ବରୁ ଶଟ୍‌ଡାଉନ୍‌ ନିୟମକୁ କଡାକଡି ଭାବେ ପାଳନ କରାଯାଉଥିଲା। ତେବେ ନୂତନ...

ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ ଦୋକାନବଜାର ଖୋଲିବାକୁ ନିୟମ ରହିଛି। ମାତ୍ର ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣେ...

ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ...

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ନିଶାଶକ୍ତ ସ୍ବାମୀ

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ସହର ସାନ୍ତରାପୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଶକ୍ତ ସ୍ବାମୀ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟକର ସୃଷ୍ଟି କରିଛି। ସୂଚନାଯୋଗ୍ୟ, ସାନ୍ତରାପୁର ସାହିରେ ରହୁଥିବା ବାବୁଲି...

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ...

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ପୁରୀ ସହର ରହିଛି। କିନ୍ତୁ ଶନିବାର ପୁରୀ ସହର ପାଇଁ ଶଡ୍‌ଡାଉନ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri