ଆମ ଜିଲା ଖବର

ୟୁକାଲିପଟାସ ଜଙ୍ଗଲରୁ ନବଜାତ ଶିଶୁ ଉଦ୍ଧାର

ରାଇସୁଆଁ (ଡି.ଏନ୍‌.ଏ.)/କେନ୍ଦୁଝର (ସ୍ବ.ପ୍ର.),୬।୬: କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପୋଟଳ ଗ୍ରାମ ନିକଟ ଏକ ୟୁକାଲିପଟାସ ଜଙ୍ଗଲରୁ ପରିତ୍ୟକ୍ତ ସ୍ଥାନରୁ ଶନିବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକ ଶିଶୁଟିକୁ ଉଦ୍ଧାର କରି କେନ୍ଦୁଝର ଜିଲା...

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ...

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଲାବୋରେଟୋରି ରିପୋର୍ଟରୁ ପ୍ରମାଣିତ ହୋଇସାରିଛି। ହେଲେ ଏସ୍‌ପିସିବି କର୍ତ୍ତୃପକ୍ଷ...

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ...

ଜିଲାପାଳଙ୍କ ଭଡ଼ା କାର ନମ୍ବର ପ୍ଲେଟ ରଙ୍ଗ ବଦଳିଲା

ଜଗତ୍‌ସିଂହପୁର ଅଫିସ,୬ା୬: ଜଗତ୍‌ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସରକାରୀ ଭାବେ ବ୍ୟବହାର କରୁଥିବା ଇନୋଭା କାରକୁ ନେଇ ନାନା କଥା ଆଲୋଚନା ଚାଲିଛି। ଏପରି କି ଗତ ମାର୍ଚ୍ଚ ମାସରୁ ଭଡ଼ାରେ ଲାଗିଥିବା ଏହି କାର ଜିଲାପାଳ ସରକାରୀ...

ଉଠିଲା ପ୍ରଥମ ଭୂଇଁ

ପୁରୀ ଅଫିସ, ୬ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ତିନିରଥ ନିର୍ମାଣ। ସ୍ନାନଯାତ୍ରା ଦୁଇଦିନ ପୂର୍ବରୁ ଚାରିନାହାକା ଉଠିଥିବାବେଳେ ଶୁକ୍ରବାର ତିନିରଥରେ ପ୍ରଥମ ଭୂଇଁ ଉଠିଛି। ଦ୍ୱିତୀୟ ଭୂଇଁ କାମ ମଧ୍ୟ ଶେଷ ହୋଇଛି। ଦୋଳବେଦି ପରିସର ଅସ୍ଥାୟୀ ଶାଳରେ...

ଘର ଛାତରେ ମହାପ୍ରଭୁଙ୍କ ଫଟୋ ରଖି ନୃତ୍ୟ

ପୁରୀ ଅଫିସ, ୬ା୬: ସ୍ନାନଯାତ୍ରା କିମ୍ବା ରଥଯାତ୍ରା ଅବା ବାହୁଡ଼ା ଏହି ସମୟରେ ଶ୍ରୀକ୍ଷେତ୍ରର ନୃତ୍ୟ ଶିଳ୍ପୀମାନେ ମହାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ ପରିବେଷଣ କରିଥାନ୍ତି। ବିଶେଷକରି ରଥଯାତ୍ରା ଓ ବାହୁଡ଼ା ପହଣ୍ଡି ଆଗରେ ଓଡ଼ିଶୀ, ମାହାରୀ ଆଦି ନୃତ୍ୟ ସାଙ୍ଗକୁ...

ଟୁଇଟ୍‌ରେ ପୁରୀବାସୀଙ୍କୁ ଧନ୍ୟବାଦ ଦେଲେ ଡିଜିପି

କଟକ ଅଫିସ,୬ା୬: କରୋନା ପାଇଁ ଶୁକ୍ରବାର ପୁରୀରେ ଭକ୍ତଙ୍କ ବିନା ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତଙ୍କ ଉପସ୍ଥିତି ଉପରେ କଟକଣା ସହ ୧୪୪ ଧାରା ଜାରି କରାଯାଇଥିଲା। ଏହାପରେ ଶାନ୍ତି ଶୃଙ୍ଖଳାର ସହ ସ୍ନାନଯାତ୍ରା ସରିଛି। ପୁରୀବାସୀ ଏଥିରେ ସହଯୋଗ...

ଆଷାଢ଼େ ଖୋଲିବ ଜଳଛତ୍ର

ଅନୁଗୋଳ ଅଫିସ୍‌, ୬।୬ – ବୈଶାଖ ଯାଇ ଜ୍ୟେଷ୍ଠ ସରିବାକୁ ବସିଲାଣି। ଆଉ କିଛି ଦିନ ପରେ ଆଷାଢ଼ ପଶିବ। କିନ୍ତୁ ଏଯାଏ ଅନୁଗୋଳରେ ଜଳଛତ୍ର ଖୋଲିଲା ନାହିଁ। ଚଳିତବର୍ଷ ତାପମାତ୍ରାରେ ଅନୁଗୋଳ ଜିଲା ରେକର୍ଡ କରିଥିଲେ ବି ଜଳଛତ୍ର...

ଇଆଇଏ ପ୍ରତ୍ୟାହାର ଦାବିରେ ଧାରଣା

ବ୍ରହ୍ମପୁର ଅଫିସ, ୬ା୬- ପରିବେଶ ସୁରକ୍ଷା ଆଇନ ପ୍ରଭାବ(ଇଆଇଏ)କୁ ଆକଳନ, ଅଧ୍ୟୟନର ଖୋଲା ଆଲୋଚନା ତଥା ବିନା ଜନଶୁଣାଣିରେ କମ୍ପାନୀ ହାତକୁ ପ୍ରାକୃତିକ ସମ୍ପଦ ହସ୍ତାନ୍ତର କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧ କରି ଲୋକଶକ୍ତି ଅଭିଯାନର...

କନ୍ଧମାଳରେ ଆକ୍ରାନ୍ତ ସଂଖ୍ୟା ୨୫ ଛୁଇଁଲା

ଫୁଲବାଣୀ ଅଫିସ, ୬|୬ – କନ୍ଧମାଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଗୁରୁବାର ସୁଦ୍ଧା ଜିଲାରେ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଶୁକ୍ରବାର ଆଉ ୩ ଜଣଙ୍କ ସ୍ବାବ୍‌ ନମୁନା ପଜିଟିଭ୍‌ ଆସିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା...

ବିପିୟୁଟି ଛାତ୍ରସଂଘର ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୬ା୬- ବିପିୟୁଟି ଅଧୀନସ୍ଥ ଫାର୍ମାସୀ କଲେଜଗୁଡିକରେ ହେବାକୁ ଥିବା ଫାର୍ମାସୀ ପାଠ୍ୟକ୍ରମର ଶେଷ ସେମିଷ୍ଟର ପରୀକ୍ଷାକୁ ଅନଲାଇନ୍‌ରେ କରିବାକୁ ଦାବି ହୋଇଛି । ଅଲ ଓଡିଶା ବିପିୟୁଟି ଛାତ୍ର ସଂଘ ପକ୍ଷରୁ ଶୁକ୍ରବାର ଏ ନେଇ ଦକ୍ଷିଣାଞ୍ଚଳ ଆର୍‌ଡିସିଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri