ଆମ ଜିଲା ଖବର

ଗରିବଙ୍କୁ ଅବହେଳା ପ୍ରତିବାଦରେ ପଦଯାତ୍ରା

ବ୍ରହ୍ମପୁର ଅଫିସ,୬ା୬- କରୋନା ମୁକାବିଲା ପାଇଁ ଲାଗୁ ହୋଇଥିବା ଲକ୍‌ଡାଉନରେ ଗରିବ ଓ ପ୍ରବାସୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମାନଙ୍କ ପ୍ରତି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଅବହେଳା କରାଯାଉଥିବା ପ୍ରତିବାଦରେ ଶୁକ୍ରବାର ନାଗରିକ ସାମ୍ମୁଖ୍ୟ ପକ୍ଷରୁ...

ଚଢାଦରରେ କିରୋସିନ ବିକ୍ରି, ତଦନ୍ତ କଲେ ଅଧିକାରୀ

ଖପ୍ରାଖୋଲ, ୬ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚଢାଦରରେ କିରୋସିନ ବିକ୍ରି ହେଉଛି। ଏହିଭଳି ଅଭିଯୋଗ ପରେ ପ୍ରଶାସନ ତରଫରୁ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ତଦନ୍ତ ଆରମ୍ଭ ହୋଇଛି ା ପାଟଣାଗଡ ସହକାରୀ ଜିଲାପାଳ ପଦ୍ମନାଭ ପୁରୋହିତଙ୍କ...

୧୦୦୦ଲିଟର  କ୍ଷୀରରେ ସ୍ନାନ କଲେ ଗୁଡ଼ ବଳଦେବଜୀଉ

ସୋର, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଗୁଡ଼ ଗ୍ରାମରେ ପ୍ରସିଦ୍ଧ ଗୁଡ଼ ବଳଦେବଜୀଉଙ୍କ ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନା ଲାଗି ସାମାଜିକ ଦୂରତ୍ୱକୁ ରକ୍ଷା କରାଯାଇ ସେବାୟତ ଓ ପରିଚାଳନା କମିଟି ଦ୍ୱାରା ଏହି ସ୍ନାନ ଉତ୍ସବ...

କୋଭିଡ୍‌- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୬।୬- କୋଭିଡ୍‌-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ ବଡ଼ସାହି ବ୍ଲକର ବିଭିନ୍ନ ଅଞ୍ଚଳରେ ହୋଇଥିବା ଅସ୍ଥୀୟୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି...

୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି ପାଳିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ଭୋର ୪ ଘଟିକାରେ...

ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ ଉପସ୍ଥିତିରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିଲା। ପୂଜକ ଚମ୍ପେଶ୍ୱର ମିଶ୍ର, ବିପିନ ମିଶ୍ର,...

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ଘଟଣା: ୪୦୦ଙ୍କ ନାଁରେ ମାମଲା

ହାଟଡିହୀ/ଆନନ୍ଦପୁର/କେନ୍ଦୁଝର,୫ା୬(ଡି.ଏନ୍‌.ଏ/ସ୍ବ.ପ୍ର.)-କେନ୍ଦୁଝର ଜିଲା ବଉଳା ଫାଣ୍ଡିକୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଲୁଚି ପଳାଇଥିତ୍ବା ଜଣେ ପ୍ରବାସୀଙ୍କ ସମ୍ପର୍କରେ ଏତଲା ଦେବାକୁ ଯାଇଥିବା ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତ ଓ ସମିତି ସଭ୍ୟ ବିବେକାନନ୍ଦ ରାଉତଙ୍କୁ ପୋଲିସ ଦୁର୍ବ୍ୟବହାର କରିବା ସହ...

ବୈଷୟିକ ପରିଚାଳନା, ସଚେତନତାକୁ ଗୁରୁତ୍ୱ  

ଅନୁଗୋଳ ଅଫିସ, ୫ା୬- ରାଜ୍ୟ ସରକାରଙ୍କ ଦ୍ୱାରା ଅନୁଗୋଳ ଜିଲା ପାଇଁ କୋଭିଡ୍‌-୧୯ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଶୁକ୍ରବାର ଅନୁଗୋଳ ଗସ୍ତରେ ଆସି କରୋନା...

କୋଭିଡ୍‌ ମେଡିକାଲ ଡାକ୍ତରଙ୍କ ନମୁନା ପଜିଟିଭ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ଜିଲା ତାଳଚେର କୋଭିଡ୍‌ ମେଡିକାଲରେ କାର୍ଯ୍ୟରତ ଜଣେ ୩୫ ବର୍ଷୀୟ ଡାକ୍ତରଙ୍କ ନମୁନା କରୋନା ପଜିଟିଭ ବାହାରିଛି। ତାଙ୍କୁ ଭୁବନେଶ୍ୱର ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନ୍ତାନ୍ତର କରାଯାଇଛି। ତେବେ ପ୍ରଥମ ଥର ପାଇଁ ଜିଲାରେ...

ଚାରାରୋପଣ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୫।୬(ଡି.ଏନ.ଏ.)-ବିଶ୍ୱ ପରିବେଶ ଦିବସରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନୀଳଗିରି ମେଡ଼ିକାଲ ପରିସରରେ ଶୁକ୍ରବାର ଚାରାରୋପଣ କରିଛନ୍ତି। ପ୍ରକୃତିକୁ ଭଲ ପାଉଥିବା...

ସ୍ବାବ ପରୀକ୍ଷା ଲାଗି ଦାବି କଲେ ଗ୍ରାମବାସୀ

ଖଇରା, ୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡାଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରର ଜଣେ ଅନ୍ତେବାସୀ କରୋନାରେ ସଂକ୍ରମିତ ହେବା ପରେ ବାକି ସେଠାରେ ଥିବା ଅନ୍ତେବାସୀଙ୍କ ଚିନ୍ତା ବଢିଯାଇଛି। ଗୋଟିଏ କେନ୍ଦ୍ରରେ ୧୨ଜଣ ପ୍ରବାସୀ ରହୁଥିବା...

ଗରା,ବାଲ୍‌ଟି ଧରି ବିକ୍ଷୋଭ କଲେ ଗ୍ରାମବାସୀ

ଉଦଳା,୫ା୬(ଡି.ଏନ୍‌.ଏ.)- ଜଳକଷ୍ଟ ସମସ୍ୟା ନେଇ ମୟୂରଭଞ୍ଜ ଜିଲା ଉଦଳା ଏନଏସି ଅଧୀନ ମେଣ୍ଢାଖାଇ ଗ୍ରାମବାସୀ ଶୁକ୍ରବାର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଗ୍ରାମର ଶତାଧିକ ମହିଳା ପୁରୁଷ ହାତରେ ଗରା ଓ ବାଲ୍‌ଟି ଧରି ଉପଜିଲାପାଳଙ୍କ କାର୍ଯ୍ୟାଳୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri