ଆମ ଜିଲା ଖବର

ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି।...

ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା: ଋଣଭାର ଶୁଝି ନ ପାରି ବ୍ୟବସାୟୀଙ୍କ ଆତ୍ମହତ୍ୟା ଅଭିଯୋଗ

କୋରୁକୋଣ୍ଡା,୫।୬(ଡି.ଏନ୍‌.ଏ): କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ମାତ୍ର ଏହା ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି। ଏଭଳି ପରିସ୍ଥିତିରେ ଋଣଭାର ଶୁଝି ନ ପାରି ଜଣେ ବ୍ୟବସାୟୀ ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ...

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ବଡ ଝିଅଙ୍କ ଜୀବନ ଗଲା

ଝାରସୁଗୁଡା ଅଫିସ,୫।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ର ଜଣେ ଯୁବକଙ୍କ ମୃତ୍ୟୁ ପରେ ଗତ ସୋମବାର ପରିବାରର ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଶୁକ୍ରବାର ବଡ଼ ଝିଅଙ୍କ ମୃତ୍ୟୁ ଘଟିଛି।...

ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଲା

ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ଭଦ୍ରକ, ବନ୍ତ ଓ ଧାମନଗର ବ୍ଲକ ଅଧିନସ୍ଥ...

ଆଜି ଦେବସ୍ନାନ ପୂର୍ଣ୍ଣିମା: ବିନା ଭକ୍ତରେ ସ୍ନାନମଣ୍ଡପରେ ବିଜେ ଶ୍ରୀଜିଉ, ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫ା୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ତେବେ ୨ ଘଣ୍ଟା ବିଳମ୍ବରେ ନୀତିକାନ୍ତି ହୋଇଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ...

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି।...

ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ବୋଝେଇ ମିନିଟ୍ରକ୍‌ ଜବତ, ଡ୍ରାଇଭର ଫେରାର

ଓଡ଼ଗାଁ,୫ା୬(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ବନ ବିଭାଗ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଲକ୍ଷାଧିକ ଟଙ୍କା ମୂଲ୍ୟର ଶାଳଗଣ୍ଡି ବୋଝେଇ ମିନି ଟ୍ରକ ଜବତ କରିଛି। ସୂଚନା ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ କରଚୁଲି...

ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କୁ ସ୍ନାନମଣ୍ଡପକୁ ସୀମିତ ସଂଖ୍ୟକ ସେବାୟତମାନେ ନେଇଥିଲେ। ଶ୍ରୀଜିଉଙ୍କ ସ୍ନାନ...

ଢେଙ୍କାନାଳରେ ସ୍ନାନପୂର୍ଣ୍ଣିମା

ଢେଙ୍କାନାଳ ଅଫିସ,୫ା୬: ଢେଙ୍କାନାଳର ଶ୍ରୀ ବଳରାମ ମନ୍ଦିରରେ ଶୁକ୍ରବାର ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଶ୍ରୀ ବଳରାମ, ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି। ଶ୍ରୀଜିଉମାନଙ୍କ ଚନ୍ଦନ ବେଶ ଆରମ୍ଭ ହୋଇଛି।

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି...

ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା...

ଧିମେଇ ଚାଲିଛି ଧାନକିଣା

ସୋନପୁର,୫।୬(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରେ ମେ ୧୫ ତାରିଖରୁ ଧାନ କିଣା ଆରମ୍ଭ ହୋଇଛି। ଜୁନ୍‌ ୧୫ ତାରିଖରେ ଏହି ଅବଧି ସରିବ। ହେଲେ ମୌସୁମୀ ପାଖେଇ ଆସିଥିବା ବେଳେ ସରକାରଙ୍କ ମନ୍ଥର ଗତିରେ ଧାନ ସଂଗ୍ରହ ଚାଷୀଙ୍କୁ ଚିନ୍ତାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri