ଆମ ଜିଲା ଖବର

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଜଳି ପାଉଁଶ ହୋଇଯାଇଛି। ସୂଚନା ମୁତାବକ,...

ଶନିବାର,ରବିବାର ଶଟ୍‌ଡାଉନ୍‌ ନେଇ କଟକଣା

ଭଦ୍ରକ ଅଫିସ,୪ା୬- ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ନେଇ ଭଦ୍ରକ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଜିଲା ପାଇଁ ନୀତି ଧାର୍ଯ୍ୟ କରିବା ସହିତ ଆଇନକୁ ପାଳନ କରିବା ପାଇଁ ଅନୁରୋଧ...

ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ...

କରୋନା ଲକ୍ଷଣ ଲୁଚାଅନି, ଡାକ୍ତରଙ୍କ ପରାମର୍ଶ ନିଅ: ଜିଲାପାଳ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)-କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ...

ତାମିଲନାଡୁ, କେରଳରୁ ଫେରିଲେ ୧୩୬

ଶଙ୍କରାଖୋଲ,୪ା୬(ଡି.ଏନ୍‌.ଏ.)- ତାମିଲନାଡୁ, କେରଳରୁ ୧୩୬ ପ୍ରବାସୀ ଓଡ଼ିଆ ଗୁରୁବାର କନ୍ଧମାଳ ଫେରିଛନ୍ତି। ବ୍ରହ୍ମପୁରରେ ଟ୍ରେନରୁ ଓହ୍ଲାଇ ବସ୍‌ ଯୋଗେ ଜିଲାକୁ ଆସିଛନ୍ତି। ଏମାନେ ଦାରିଙ୍ଗବାଡି, ଟିକାବାଲି, ଜି.ଉଦୟଗିରି, ରାଇକିଆ, ଚକାପାଦ ଆଦି ଅଞ୍ଚଳର ବୋଲି ଜଣାପଡିଛି। ଚକାପାଦ ବ୍ଲକ ଶଙ୍କରାଖୋଲ...

୨୫ କିମି ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଲେ ଶକ୍ତି ମନ୍ତ୍ରୀ

ଜୁନାଗଡ଼,୪।୬(ଡି.ଏନ୍‌.ଏ.)-ଜୁନାଗଡ଼ ବିଧାୟକ ତଥା ଶକ୍ତି ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ୨୫ କି.ମି. ସାଇକେଲ ଚଳାଇ ସଚେତନତା ବାର୍ତ୍ତା ଦେଇଛନ୍ତି ା ସାଇକେଲ ଚଳାଇବାର ଉପକାରିତା ଓ ଏଥିପ୍ରତି ଆଗ୍ରହ ସୃଷ୍ଟି ପାଇଁ ମନ୍ତ୍ରୀ ମିଶ୍ର ଗୁରୁବାର ସକାଳେ ଭବାନୀପାଟଣାସ୍ଥିତ...

ଛତ୍ରପତି ଶିବାଜୀଙ୍କ ଜୀବନୀ ଉପରେ ଆଲୋଚନା

ସଜନାଗଡ଼, ୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଭାଜପା ପକ୍ଷରୁ ଗୁରୁବାର ନୀଳଗିରି ଭାଜପା କାର୍ଯ୍ୟାଳୟରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏବଂ ସ୍ଥାନୀୟ ବିଧାୟକ...

ବେସାହାରା ହୋଇପଡ଼ିଛି ୧୦ ବର୍ଷର ବାଳକ: କମ୍‌ ଟଙ୍କା ଦିଅ ପଛେ କାମଟେ ଦିଅ

ଚିତ୍ରକୋଣ୍ଡା,୪ା୬(ଡି.ଏନ୍‌.ଏ.)-ବୟସ ୧୦କି ୧୨ବର୍ଷ ହେବ। ନାଁ ତାଙ୍କର ସୁବାସ। ଯେଉଁ ବୟସରେ ପାଠପଢ଼ି ମାଆବାପାଙ୍କ କୋଳରେ ଅଳି ଅଝଟରେ ଦିନ ବିତୁଥାନ୍ତା ସେ ବୟସରେ ମୁଠେ ଖାଦ୍ୟ ଯୋଗାଡ଼ କରିବାକୁ ତାଙ୍କୁ ସଂଘର୍ଷ କରିବାକୁ ପଡୁଛି। ବାପା ମରିଯିବା ପରେ...

କାଳବୈଶାଖୀ :୨ ପଞ୍ଚାୟତରେ ଶତାଧିକ ଘର କ୍ଷତିଗ୍ରସ୍ତ

ବୈପାରୀଗୁଡା,୪ା୬(ଡି.ଏନ୍‌.ଏ)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକରେ ବୁଧବାର  କାଳବୈଶାଖୀ ଶତାଧିକ ଲୋକଙ୍କୁ କ୍ଷତିଗ୍ରସ୍ତ କରିଛି। ବ୍ଲକ ଅନ୍ତର୍ଗତ ମାଠପଡା ଓ ବାଲିଗାଁ ପଞ୍ଚାୟତରେ କାଳବୈଶାଖୀ ଯୋଗୁ ଶତାଧିକ ଲୋକଙ୍କ ଘର ଭାଙ୍ଗଥିବା ବେଳେ ଅନେକ ସ୍ଥାନରେ ଗଛଡାଳ ଭାଙ୍ଗି ରାସ୍ତା ଅବରୋଧ...

ପଙ୍ଗପାଳ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲା ପ୍ରଶାସନ: ଆଗୁଆ ପ୍ରସ୍ତୁତ ରହିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବୌଦ୍ଧ,୪ା୬ (ସ୍ବ.ପ୍ର.)-ଦେଶରେ ବର୍ତ୍ତମାନ ପଙ୍ଗପାଳ ଆକ୍ରମଣ ଯୋଗୁ ବହୁ ଫସଲ ନଷ୍ଟ ହେଉଥିବାରୁ ଚାଷୀ ମହଲରେ ଭାଳେଣି ପଡିଯାଇଛି ା ଏହି ପରିପ୍ରେକ୍ଷୀରେ ବୌଦ୍ଧ ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ପଙ୍ଗପାଳ ଆକ୍ରମଣ ନିୟନ୍ତ୍ରଣ କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ...

କରୋନା କଟକଣା: ବୌଦ୍ଧରେ ସନ୍ଧ୍ୟା ୭ରୁ ସକାଳ ୫ କର୍ଫ୍ୟୁ

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା କଟକଣା ନେଇ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ନୂତନ ଗାଇଡଲାଇନ୍‌ ବୁଧବାର ପୁର୍ନବାର ପ୍ରକାଶ ପାଇଛି। ପୂର୍ବରୁ ଜାରି ରହିଥିବା ସମସ୍ତ କଟକଣା ବଳବତ୍ତର ରଖାଯିବା ସହିତ ସନ୍ଧ୍ୟା ୭ଟାରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ ଘୋଷଣା...

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରାରେ କୌଣସି ଭକ୍ତଙ୍କୁ ସାମିଲ କରା ନ ଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri