ଆମ ଜିଲା ଖବର

୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବରଗଡ଼ ଅଫିସ,୪ା୬: ବରଗଡ଼ ଜିଲା ସୋହେଲା ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଖଜୁରଟିକ୍ରା ନିବାସୀ ଅର୍ସଦ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଅଣାଯାଇଥିଲା ସୋର ଡାକ୍ତରଖାନା: ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ସୋର,୪।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗ୍ରାମର ବିପିନ୍ନ ବିହାରୀ ମହାନ୍ତି ମୁମ୍ବାଇରୁ ଆସି ସ୍ଥାନୀୟ କ୍ୱାରେଣ୍ଟାଇନ କେନ୍ଦ୍ରରେ ରହିଥିଲେ। ବୁଧବାର ବିଳମ୍ବିତ ରାତିରେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦାୟିତ୍ୱରେ...

ଢେଙ୍କାନାଳରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ପୁଣି ୧୦ ନୂଆ ପଜିଟିଭ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୪।୬: ଢେଙ୍କାନାଳ ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୧ ହୋଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଙ୍କଡ଼ାହାଡ଼ ବ୍ଲକ ଅଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୭ ଏବଂ ହିନ୍ଦୋଳ...

ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ...

ପରିବାର ସଦସ୍ୟଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ୫ଜଣଙ୍କ ଆତ୍ମହତ୍ୟା ଘଟଣା: ମା’, ସାନ ଝିଅ ମୃତ

ଝାରସୁଗୁଡ଼ା ଅଫିସ,୪।୬: ଝାରସୁଗୁଡ଼ା ସହରରେ ମଙ୍ଗଳବାର ଗୋଟିଏ ପରିବାରର ୫ଜଣ ସଦସ୍ୟ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଗୁରୁବାର ମା’ ଓ ସାନ ଝିଅଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ବୁଧବାର ରାତିରେ...

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ ଖୋର୍ଦ୍ଧା ବ୍ଳକ ୪ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ...

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍‌ପିଏଲ୍‌କୁ ତ୍ରିବେଣୀ...

ଉଦ୍ଧାର ବନ୍ୟଜନ୍ତୁଙ୍କ ଲାଗି ସାମୟିକ ରହଣିସ୍ଥଳ

ଢେଙ୍କାନାଳ ଅଫିସ, ୪।୬ – ଉଦ୍ଧାର ହୋଇଥିବା ବନ୍ୟଜନ୍ତୁଙ୍କ ସାମୟିକ ରହଣି ଲାଗି ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଆରମ୍ଭ ହୋଇଛି ‘ଟେମ୍ପରାରି ଟ୍ରାଞ୍ଜିଟ୍‌ ଫାସିଲିଟିଜ୍‌ ଫର୍‌ ୱାଇଲ୍ଡ ଆନିମଲ’ ଯୋଜନା। କପିଳାସ ପ୍ରାଣୀ ଉଦ୍ୟାନ ସୀମାକୁ ଲାଗି ଏହି...

ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ – ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। କିନ୍ତୁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ପାତରଅନ୍ତର କରିଥିବା କେତେଜଣ...

ଜବରଦଖଲମୁକ୍ତ ହେଲା ସରକାରୀ ପୋଖରୀ: ଦଖଲକାରୀ ପରିବାର ଦେବେ ୨୬ ଲକ୍ଷ ୧ ହଜାର ୫୫୫ ଟଙ୍କା

ଅନୁଗୋଳ ଅଫିସ,୪ା୬ – ଦୀର୍ଘବର୍ଷ ଧରି ଜବରଦଖଲରେ ଥିବା ମତ୍ସ୍ୟ ବିଭାଗର କେତେକ ପୋଖରୀ ମଙ୍ଗଳବାର ଦଖଲମୁକ୍ତ ହୋଇଛି। ଏହାପରେ ବୁଧବାର ଅନୁଗୋଳ ମତ୍ସ୍ୟ ବିଭାଗ ଉକ୍ତ ପୋଖରୀରୁ ମାଛ ମାରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ଅନୁଗୋଳ ସହର...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଯୁବକଙ୍କ ଜୀବନଗଲା: ଶ୍ମଶାନରୁ ମୃତଦେହ ଜବତ

ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ସାହିର ନିତ୍ୟାନନ୍ଦ ସାହୁ (୩୦)। ବୁଧବାର ସକାଳେ ଘରେ ବିଦ୍ୟୁତ୍‌...

ନୟାଗଡ ସୀମା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ, ୪ା୬- କନ୍ଧମାଳ ଜିଲାରେ ଏସ୍‌ଓଜି ଏବଂ ଡିଭିଏଫ୍‌ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ବେଳେ ନୟାଗଡ ଜଙ୍ଗଲ ସୀମାରେ ଏକ ମାଓବାଦୀ କ୍ୟାମ୍ପ ବୁଧବାର ଠାବ ହୋଇଛି। ଏହି ଘଟଣାରେ ଗୁଳି ବିନିମୟ ହୋଇ ନ ଥିବାବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri