ଆମ ଜିଲା ଖବର

ଅନିୟମିତତାକୁ ବିରୋଧ କରି ବ୍ଲକ ଅଫିସ୍‌ ଘେରାଉ

ରେମୁଣା,୩।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକରେ ବିଭିନ୍ନ ଅନିୟମିତତାକୁ ବିରୋଧ କରି କିଛି ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ମିଳିତ ଭାବେ ବୁଧବାର ପୂର୍ବାହ୍ନରେ ରେମୁଣା ବ୍ଲକ ଅଫିସ୍‌କୁ ନୂଆପାଢ଼ୀ ସମିତିସଭ୍ୟ ଶୁଭେନ୍ଦୁ ମଙ୍ଗରାଜଙ୍କ ନେତୃତ୍ୱରେ ଘେରାଉ କରିଥିଲେ। ଜିଲାପାଳ...

୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି।  ‘ଅମ୍ପନ’ ଦ୍ୱାରା ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳର ଚାଷୀମାନଙ୍କର...

ବଜ୍ରପାତରେ ଗଲା ୭ ଗୋରୁଙ୍କ ଜୀବନ

ଶଙ୍କରାଖୋଲ,୩ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବସ୍ତିଙ୍ଗିଆ ପଞ୍ଚାୟତ ନିକଟ ଗୁଡିରିଗଁାରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୭ଗୋରୁଙ୍କ ମୃତ୍ୟୁ ହୋଇଛି। ଅପରାହ୍ନରେର ଗୋରୁଗୁଡିକ ଚରୁଥିବାବେଳେ ବର୍ଷା ହେବାରୁ ଆମ୍ବଗଛ ତଳକୁ ପଳାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେମାନଙ୍କ ମୃତ୍ୟୁ ଘଟିଥିଲା।...

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି ଆସୁଥିଲେ। ହେଲେ ଏଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ...

ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ହୋଇନି: ଜିଲାପାଳ

ଛତ୍ରପୁର,୩।୬(ଡି.ଏନ.ଏ.)-ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ ସଂଖ୍ୟା ଗଞ୍ଜାମ ଜିଲାରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ...

ବଡଜୟୀପୁର ଗ୍ରାମରେ ଅଜଣା କୀଟ

ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ...

କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା

ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ

ଚାନ୍ଦବାଲି,୩ା୬(ଡି.ଏନ୍‌.ଏ.): ଭଦ୍ରକ ବନଖଣ୍ଡ ଅନ୍ତର୍ଗତ ଚାନ୍ଦବାଲିସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିଛି। ବୁଧବାର ମଧ୍ୟାହ୍ନରେ ଭଦ୍ରକ ଓ ବାରିପଦାର ଭିଜିଲାନ୍ସ ପକ୍ଷରୁ ଏସିଏଫ୍‌ଓ ବିରଜା ମୋହନ ମହାନ୍ତି ଓ ଫରେଷ୍ଟର...

ପୋଖରୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଆର.ଉଦୟଗିରି,୩ା୬(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ତାବରଡା ଗ୍ରାମ ପୋଖରୀରୁ ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ଗାଧୋଇ ଯାଇଥିବା ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିବେଶ ପ୍ରଧାନଙ୍କ ପୁଅ ସୁମନ ଓରଫ ଚିଣ୍ଟୁ (୧୪)।...

ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ଅଭିଯୋଗ, ଥାନାରେ ଏତଲା

ବଅଁରପାଳ,୩ା୬(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ କାଣ୍ଡସର ଗ୍ରାମ ହରିଜନସାହିର ୫୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ହୋଇଥିବା ନେଇ ବୁଧବାର ନାଲ୍‌କୋ ଥାନାରେ ଅଭିଯୋଗ ହୋଇଛି। ସେମାନେ ଅଭିଯୋଗ କରିଛନ୍ତି, ଗ୍ରାମର ଜଣେ ବ୍ୟକ୍ତି...

ଚୌଧୁରୀ ଟିକରପଡ଼ା ପଞ୍ଚାୟତକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲା ପ୍ରଶାସନ

ଦିଗପହଣ୍ଡି,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ଗାଁରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବୁଧବାର ମଧ୍ୟାହ୍ନରୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅନୁମୋଦନ କ୍ରମେ ସମୁଦାୟ ଚୌଧୁରୀ...

ନୟାଗଡରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୋବାଇଲ୍‌ ଟର୍ଚ୍ଚରେ ଆଟେଣ୍ଡାଣ୍ଟ କଲେ ଗୁରୁତର ରୋଗୀଙ୍କ ଷ୍ଟିଚିଂ

ନୟାଗଡ଼ ଅଫିସ,୩।୬: ମୋବାଇଲ ଟର୍ଚ୍ଚ ଆଲୋକରେ କରାଯାଉଛି ଷ୍ଟିଚ୍‌। ତାହା ପୁଣି ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିବା ରୋଗୀଙ୍କୁ। ନୟାଗଡ ଜିଲା ରଣପୁର ବ୍ଲକ ରାଜ ସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବୁଧବାର ସୂଚନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri