ଆମ ଜିଲା ଖବର

କତା କାରଖାନାରେ ଅଗ୍ନିକାଣ୍ଡ: ଜଳିଗଲା ୫୦ ଲକ୍ଷ ଟଙ୍କାର ସମ୍ପତ୍ତି

ସାକ୍ଷୀଗୋପାଳ/ପିପିଲି, ୩।୬(ଡି.ଏନ.ଏ):  ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ପାଶର୍‌ବ ସାତଶଂଖ ନିକଟ ଶିରିଆପୁର ନାସନାଲ କୟର ଏକ କତା କାରଖାନାରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ତିନି ମହଲା କୋଠା ବିଶିଷ୍ଟ ମାଲିକଙ୍କ ବାସଗୃହ ସହିତ କାରଖାନା, ଗୋଦାମ ଏବଂ...

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ...

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ ବାଟ ଓଗାଳିଥିଲେ ଶିଶୁପାଳ। ଦୁହିଁଙ୍କ ମଧ୍ୟରେ ଯୁଦ୍ଧ ହେଲା। ଶେଷରେ ଶିଶୁପାଳଙ୍କୁ...

ପୁରୀରେ ପହଞ୍ଚିଲା ବଉଳକାଠ

ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର ଏକାଦଶୀ ତିଥିରେ ସାକ୍ଷୀଗୋପାଳରୁ ବାହାରି ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଛି। ଶ୍ରୀମନ୍ଦିର ଭୋଇ ସେବକ...

୧୦୦୮ ଗରା ଜଳରେ ସ୍ନାନ କଲେ ଶ୍ରୀଲୋକନାଥ

ପୁରୀ ଅଫିସ,୩ା୬: ଶ୍ରୀଲୋକନାଥ ମନ୍ଦିରରେ ମଙ୍ଗଳବାର ପ୍ରଭୁ ଶ୍ରୀଲୋକନାଥଙ୍କ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଲୋକନାଥ ୧୦୦୮ ଗରା ସୁବାସିିତ ଜଳରେ ସ୍ନାନ କରିଥିଲେ। ପରେ ଠାକୁରଙ୍କ ସପ୍ତ ମଙ୍ଗଳା ନୀତି ସମ୍ପନ୍ନ ହୋଇଥିଲା।...

୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ

କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ ଭାଳେଣି ପଡ଼ିଲାଣି। କିଛି ଦିନ ଭିତରେ ପଙ୍ଗପାଳ ଦଳ ଛତିଶଗଡ଼ ସୀମାବର୍ତ୍ତୀ...

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି ସ୍ଥିତିରେ ଆଣି ଛିଡ଼ା କରେଇଛି ଯେ, ଓଡ଼ିଶା ଫେରିବା ପାଇଁ ଜଣେ...

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ ପକାଇଛି। ସେହିପରି କୋଚିଂ ସେଣ୍ଟର ବନ୍ଦ ଯୋଗୁ ଏହାର ମାଲିକମାନେ ଘର...

ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା...

ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା

ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ...

ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍‌ଷ୍ଟେବଳ ସମେତ ୩ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍‌ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା ସହ ଅସଦାଚରଣ କରିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି...

ବଡ଼ଦାଣ୍ଡକୁ ବାହାରିବନି ବିମାନ

ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍‌ ୩୦ ପର୍ଯ୍ୟନ୍ତ କୌଣସି ଧାର୍ମିକସ୍ଥଳକୁ ସର୍ବସାଧାରଣ ଯାଇପାରିବେ ନାହିଁ। ସେହିପରି ଧାର୍ମିକ ସମାବେଶ ଉପରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri