ଆମ ଜିଲା ଖବର

ପୂଜାଥାଳି ଖୋଜୁଛନ୍ତି ପୂଜାରୀ

ବଅଁରପାଳ,୩ା୬ – ପୂର୍ଣ୍ଣମୀ ହେଉ କି ଅମାବାସ୍ୟା, ସଂକ୍ରାନ୍ତି ହେଉ ଅବା ସୋମବାର, ସକାଳୁ ଗହଳିଚହଳିରେ ପୂରି ଉଠୁଥିଲା ମନ୍ଦିର ପରିବେଶ। ପୂଜା ପାଇଁ ଥାଳି ଧରି ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଧାଡ଼ିରେ ଅପେକ୍ଷା କରୁଥିଲେ ପୂଜାରୀଙ୍କୁ। ହେଲେ କରୋନା...

ବ୍ରହ୍ମପୁର ରେଳଷ୍ଟେଶନରେ ଓହ୍ଲାଇଲେ ୩୬ ଯାତ୍ରୀ

ବ୍ରହ୍ମପୁର ଅଫିସ,୩ା୬-ପ୍ରଥମକରି ଯାତ୍ରୀଙ୍କୁ ନେଇ ସିକନ୍ଦରାବାଦରୁ ହାଓଡ଼ା ଅଭିମୁଖେ ବାହାରିଥିବା ଫଲକନାମା ଏକ୍ସପ୍ରେସ୍‌ ମଙ୍ଗଳବାର ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିଥିଲା। ସେଥିରୁ ୩୬ ଜଣ ଯାତ୍ରୀ ବ୍ରହ୍ମପୁର ରେଳାଷ୍ଟେଶନରେ ଓହ୍ଲାଇଥିଲେ। ସେହିପରି ହାଓଡା ଅଭିମୁଖେ ୭ ଯାତ୍ରୀ ଉକ୍ତ ଟ୍ରେନରେ ଚଢିଥିଲେ...

ପୁଣି ରେକର୍ଡ ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର କ୍ଷୁଦ୍ରତମ ରଥ

ବ୍ରହ୍ମପୁର ଅଫିସ,୩ା୬-ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି ଶିଳ୍ପୀ ସତ୍ୟ ମହାରଣା ା ଦୁଇଦିନ ପୂର୍ବେ ସେ ୧.୩ ସିଏମ୍‌ ଉଚ୍ଚତାର ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ବେଳେ ମଙ୍ଗଳବାର ପୁଣି ରେକର୍ଡ ଭାଙ୍ଗିଛନ୍ତି ା ମାତ୍ର ୩୦ ମିନିଟ୍‌ରେ ୧...

୨ ପଜିଟିଭ ଚିହ୍ନଟ ପରେ କେନ୍ଦୁବାଡି ଶଟ୍‌ଡାଉନ୍‌

ପୋଲସରା,୩ା୬(ଡି.ଏନ.ଏ.)- ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ପୋଲସରା ବ୍ଲକ କେନ୍ଦୁବାଡି ଗ୍ରାମକୁ ମଙ୍ଗଳବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୨ ପଜିଟିଭ ଚିହ୍ନଟ ଓ ସେମାନେ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏପରି ପଦକ୍ଷେପ ନିଆଯାଇଛି। ମଙ୍ଗଳବାର ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ...

ଦିଗପହଣ୍ଡି ବ୍ଲକ ସମ୍ମୁଖରେ ସିପିଆଇର ଗଣବିକ୍ଷୋଭ

ଦିଗପହଣ୍ଡି,୩ା୬(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ସିପିଆଇ ରାଜ୍ୟ କମିଟିର ଡାକରା କ୍ରମେ ବଡ଼ଖେମୁଣ୍ଡି ଜୋନାଲ କମିଟି ପକ୍ଷରୁ ଗଣ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ସିପିଆଇ ଗଞ୍ଜାମ ଜିଲା କମିଟି ସହ ସମ୍ପାଦକ ଅଳକ ନାଥ ମିଶ୍ରଙ୍କ ପ୍ରତ୍ୟକ୍ଷ...

ବେଉସା ବଞ୍ଚାଇବା ଚିନ୍ତାରେ ଟସର କାରିଗର

କେନ୍ଦୁଝର, ୩।୬ (ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ବୁଣାକାର ପରିବାର ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଜୀବନଜୀବିକାରେ ଯେପରି ବ୍ରେକ ଲାଗିଯାଇଛି। ବୁଡ଼ିବାକୁ ବସିଲାଣି ସେମାନଙ୍କ କୁଳବେଉସା। ବଞ୍ଚାଇବାକୁ ଚେଷ୍ଟା କଲେ ମଧ୍ୟ ବିକ୍ରିବଟା ନ ଥିବାରୁ କାରିଗରମାନେ ଚିନ୍ତାରେ...

ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ

ବେତନଟୀ,୩ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ...

ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ

ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା ପୋଲିସ ପ୍ରାଥମିକ ତଦନ୍ତ କରି ମହିଳାଙ୍କ ଦିଅର, ଶାଶୁ ଓ ଖୁଡି ଶାଶୁଙ୍କୁ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ମୁକାବିଲାରେ ନିଜକୁ ସମର୍ପିତ କରିଥିବା ଅଧିକାରୀମାନଙ୍କୁ ମଙ୍ଗଳବାର ଆୟୁଷ୍ମାନ ଏବଂ ସୁନ୍ଦର ଓଡିଶାର ମିଳିତ ଆନୁକୂଲ୍ୟରେ ସମ୍ବର୍ଦ୍ଧିତ କରାଯାଇଛି ା ସଙ୍ଗଠନର ସଦସ୍ୟମାନେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ, ଖଇରା ଥାନା...

ପ୍ରମାଣ ପାଇ ବି ପୋଲିସ ଚୁପ୍‌

ଖଇରା, ୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ନୟାଖଣ୍ଡି ଗ୍ରାମରେ ଜଣେ ଭଡାଟିଆ କମଳାକାନ୍ତ ଦାସଙ୍କ ଘରୁ ଚୋରି ହେବା ଏବଂ ଚୋରି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ସମସ୍ତ ପ୍ରମାଣ ପ୍ରଦାନ ପରେ ମଧ୍ୟ ଖଇରା ପୋଲିସ...

ଚିତ୍ର ମାଧ୍ୟମରେ କରୋନା ସଚେତନତା

ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି ଏକ ଭିନ୍ନ ଢଙ୍ଗରେ ସଚେତନତାର ବାର୍ତ୍ତା ଦେଇଛନ୍ତି ବସ୍ତା ବ୍ଲକର ଏକ ଜାଗୃତି...

ବନ୍ଦେ ଉତ୍କଳ ଜନନୀ ଗାନ ବେଳେ ବିଭ୍ରାଟ ଘଟଣା: ଡିଆଇପିଆର୍‌ଓଙ୍କୁ ସ୍ପଷ୍ଟୀକରଣ ମାଗିଲେ ଜିଲାପାଳ

ଅନୁଗୋଳ ଅଫିସ, ୨।୬- କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେ ୩୦ ଅପରାହ୍ନ ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଆହ୍ବାନ ଦେଇଥିଲେ। ହେଲେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଏହି ସଙ୍ଗୀତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri