ଆମ ଜିଲା ଖବର

୬ ବର୍ଷର ଶିଶୁ କରୋନା ପଜିଟିଭ୍‌

ଅନୁଗୋଳ ଅଫିସ୍‌, ୨।୬- ଅନୁଗୋଳ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଜଣକ ଜଣେ ୬ ବର୍ଷ ଶିଶୁ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ତାଙ୍କ ମା ଓ ବାପାଙ୍କ...

ତାମିଲନାଡ଼ୁରୁ ଫେରିଲେ ଆଉ ୧୫୧ ପ୍ରବାସୀ

ରାୟଗଡ଼ା ଅଫିସ,୨ା୬: ତାମିଲନାଡ଼ୁର ତିରୁପୁରରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ମଙ୍ଗଳବାର ମଧ୍ୟାହ୍ନରେ ରାୟଗଡ଼ାରେ ପହଞ୍ଚିଛି। ଏଥିରୁ ୧୫୧ ଶ୍ରମିକ ରାୟଗଡ଼ା ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ରାୟଗଡ଼ା ଜିଲାର ୪୪ଜଣ, ଗଜପତି ୧୮, କୋରାପୁଟ...

ପଜିଟିଭ୍‌ ବାହାରିଲେ ସଙ୍ଗରୋଧ ଫେରନ୍ତା: ସ୍ବାବ୍‌ ରିପୋର୍ଟ ନ ଆସୁଣୁ ଘରକୁ ପଳାଇଥିଲେ

ଢେଙ୍କାନାଳ ଅଫିସ, ୨।୬-ସ୍ବାବ୍‌ ରିପୋର୍ଟ ଆସିବା ପୂର୍ବରୁ ସଙ୍ଗରୋଧରେ ଥିବା ଜଣେ ପ୍ରବାସୀ ଘରକୁ ପଳାଇଯିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କର ରିପୋର୍ଟ ପଜିଟିଭ୍‌ ଆସିବାକୁ ନେଇ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଛି। ଆକ୍ରାନ୍ତ...

ସେଲ୍‌ଟର ହୋମ୍‌ ଯୌନଶୋଷଣ ମାମଲା: ଫୟାଜ, ସୀମାଞ୍ଚଳଙ୍କୁ ଜାମିନ

ଢେଙ୍କାନାଳ ଅଫିସ, ୨।୬-ଢେଙ୍କାନାଳ ଜିଲା ବେଲଟିକିରିସ୍ଥିତ ଗୁଡ ନିଉଜ୍‌ ଇଣ୍ଡିଆ ଡ୍ରିମ୍‌ ସେଣ୍ଟର ସେଲଟର ହୋମ୍‌ ଯୌନଶୋଷଣ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଅନୁଷ୍ଠାନର ଚେୟାରମ୍ୟାନ ଫୟାଜ୍‌ ରେହମନ୍‌ (୬୩) ଏବଂ ପ୍ରକଳ୍ପ ନିର୍ଦ୍ଦେଶକ ସୀମାଞ୍ଚଳ ନାୟକ (୩୯) ମଙ୍ଗଳବାର...

ବଜ୍ରପାତ ନେଲା ୨ ଜୀବନ

ରାଇରଙ୍ଗପୁର/ପାଟଣା,୨ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ମୟୂରଭଞ୍ଜ ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣଙ୍କ ପ୍ରାଣହାନୀ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ମୁଣ୍ଡାକାଟି ଗ୍ରାମର ଅଟୋଚାଳକ ମେଘରାୟ ମୁର୍ମୁ ଅପରାହ୍ନରେ ବିଜାତଳା ନିକଟସ୍ଥ ରାସ୍ତାରେ ଅଟୋ ଧରି ଯାତ୍ରୀଙ୍କୁ...

ଚୋରି ଉଦ୍ୟମ ପଣ୍ଡ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଚିକିଟି,୨ା୬(ଡି.ଏନ୍‌.ଏ.)- କେ.ନୂଆଗଁା ଥାନା ଚିକିଟି ଫାଣ୍ଡି ମାଧବନ୍ଧ ଗ୍ରାମ ନିକଟରେ ଥିବା ଘରୋଇ କମ୍ପାନୀର ଏକ ମୋବାଇଲ ଟାୱାର ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ୫ଜଣ ଅଜଣା ଯୁବକ ଯନ୍ତ୍ରାଂଶଗୁଡିକ ଖୋଲୁଥିଲେ। ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ପଚାରିବାରୁ ସେମାନେ ଘଟଣାସ୍ଥଳରୁ...

କୋଭିଡ୍‌ ଆମ୍ବୁଲାନ୍ସ ଚାଳକଙ୍କୁ କରୋନା, ପଞ୍ଚାୟତ ଶଟ୍‌ଡାଉନ୍‌

ଧରାକୋଟ,୨ା୬(ଡି.ଏନ୍‌.ଏ.)- ଧରାକୋଟ ବ୍ଲକ ଗୋଲାଦାମୋଦରପଲ୍ଲୀ ପଞ୍ଚାୟତକୁ ୪୮ ଘଣ୍ଟା ପାଇଁ ସରପଞ୍ଚ ଜି.ସୂର୍ଯ୍ୟ କୁମାରୀ ରେଡ୍ଡୀ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ଗଞ୍ଜାମ ଜିଲାପାଳ, ଧରାକୋଟ ତହସିଲଦାର, ଧରାକୋଟ ବିଡିଓ ଓ ଥାନାଧିକାରୀଙ୍କୁ ସୂଚନା ପ୍ରଦାନ କରିଥିବା ସେ...

ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ

ବୁଗୁଡ଼ା,୨ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ ପରେ ସେମାନଙ୍କୁ ମଙ୍ଗଳବାର ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ବିଡିଓ ତନ୍ମୟ ପାତ୍ର କହିଛନ୍ତି। ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଷ୍ଣୁଚକ୍ର ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଜନୈକ ଗର୍ଭବତୀଙ୍କ...

ରବିଧାନର ଟାର୍ଗେଟ ହ୍ରାସ ନେଇ ତାତିଲେ ଚାଷୀ: ଜିଲା ଯୋଗାଣ ଅଧିକାରୀଙ୍କୁ ଫେରାଦ

ବଲାଙ୍ଗୀର ଅଫିସ, ୨ା୬: ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ପଞ୍ଚାୟତର ଲୁହୁରାମୁଣ୍ଡା ଓ ସାନଫାସଡର ଚାଷୀମାନେ ରବିଧାନର ଟାର୍ଗେଟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମଙ୍ଗଳବାର ସେମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି।...

ଛତିଶଗଡ଼ ସୀମାନ୍ତରେ ଚାଷୀଙ୍କୁ ପଙ୍ଗପାଳ ଭୟ

ନୂଆପଡ଼ା ଅଫିସ,୨ା୬- ନୂଆପଡ଼ା ଜିଲାବାସୀ କରୋନା ମହାମାରୀକୁ ନେଇ ଚିନ୍ତାରେ ଥିବା ବେଳେ ଛତିଶଗଡ ପଟୁ ପଙ୍ଗପାଳ ମାଡିଆସୁଥିବା ନେଇ ଚାଷୀ ଚିନ୍ତିତ ହୋଇପଡିଛନ୍ତି। ଚାଷୀଙ୍କ ସହ କୃଷି ବିଭାଗ ସୀମାନ୍ତରେ ଦୃଷ୍ଟି ରଖିଛି। ଇତିମଧ୍ୟରେ ଜିଲା କୃଷି ବିଭାଗ...

ରେଙ୍ଗାଲି ଗ୍ରାମରେ ବନ ବିଭାଗର ଚଢାଉ : ଟ୍ରାକ୍ଟର ସହ ବିପୁଳ ପରିମାଣର କାଠ ଜବତ

ଲୋଇସିଂହା, ୨।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଅନ୍ତର୍ଗତ ଆଗଲପୁର ବ୍ଲକ ରେଙ୍ଗାଲି ଗ୍ରାମରେ ବନ ବିଭାଗ ଚଢାଉ କରି ବିପୁଳ ପରିମାଣର କାଠ, ସାଇଜ ପଟା, ଟ୍ରାକ୍ଟର ଇଞ୍ଜିନ ସହ କରତ କଳ ଜବତ କରିଛି ା...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ପଦ୍ମପୁର, ୨ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର କାଶୀଅଭିରାମ ଗ୍ରାମର ଦ୍ରୌପଦୀ ରାଉତ(୩୦) ନାମ୍ନୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦ୍ରୌପଦୀଙ୍କ ବାପା ନରେନ୍ଦ୍ର ରାଉତ ନାୟକାଣିଡିହୀ ଥାନାରେ ତାଙ୍କୁ ହତ୍ୟା କରାଯାଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri