ଆମ ଜିଲା ଖବର

ଡମ୍ପର ଚାପାରେ ଜୀବନ ଗଲା

ଯୋଡ଼ା, ୨।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବଳଦା ପଞ୍ଚାୟତ ତଥା ବାମେବାରୀ ଥାନା ଅଧୀନ ଏକ ଖଣିରେ ମଙ୍ଗଳବାର ଅପରାହ୍ନ ଏକ ଡମ୍ପର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଖବର ନେବାରୁ ଜଣାପଡିଛି ଯେ, ଅପରାହ୍ନରେ ଖଣିଜ ପରିବହନ...

ବାଲେଶ୍ୱରରେ ସୁଧୁରୁନି ବିଦ୍ୟୁତ୍‌ ସମସ୍ୟା

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଥିବାରୁ ଏହାର ପ୍ରତିକାର ଲାଗି ବାଲେଶ୍ୱର ସିଭିଲ ସୋସାଇଟି ପକ୍ଷରୁ ଗତ ମେ’ ୨୭ରେ ୬ଦଫା ସମ୍ବଳିତ ଦାବିପତ୍ର ଦିଆଯାଇଥିଲା। ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦିଆ ନ ଗଲେ ଆନ୍ଦୋଳନ...

ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋ଼ଣ ଛାଡ଼ ଦାବି

ବାଲେଶ୍ୱର ଅଫିସ,୨।୬- ବାଲେଶ୍ୱର ଜିଲାରେ ଘରୋଇ ଅର୍ଥଲଗାଣ ସଂସ୍ଥାଗୁଡ଼ିକ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଦୀର୍ଘଦିନ ଧରି ଋଣ ପ୍ରଦାନ କରି ଆସୁଛନ୍ତି। ଉକ୍ତ ଋଣକୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଭିନ୍ନ ପ୍ରକାର ବ୍ୟବସାୟ କରି...

ପ୍ରତି ଓ୍ବାର୍ଡକୁ ସାନିଟାଇଜ୍‌ କରିବା ଲାଗି ପ୍ରୟାସ

ସଜନାଗଡ଼, ୨।୬(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଦେଶବାସୀ ଏକାଠି ହୋଇ ଲଢ଼େଇ ଜାରି ରଖିଛନ୍ତି। ଏବେ ଲକ୍‌ଡାଉନ୍‌ ୫.୦ ଚାଲିଥିବା ବେଳେ ସାଧାରଣ ଜୀବନଯାତ୍ରା ଧୀରେ ଧୀରେ ସ୍ବାଭାବିକ ହେବାରେ ଲାଗିଛି। ବାହାର ରାଜ୍ୟର କେତେକ ସ୍ଥାନରେ ଫସି ରହିଥିବା ଶ୍ରମିକଙ୍କୁ...

ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ବଡ଼ପାଖଣା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ଅଭିଯୁକ୍ତ ହେଲେ ବହଳଦା ଥାନା ଗୁହାଳଡ଼ାଙ୍ଗିରି ଗ୍ରାମର...

ବ୍ୟବସାୟୀଙ୍କୁ ଲୁଟ୍‌ ଘଟଣାରେ ୧୧ ଗିରଫ: ୧୨.୫୯ଲକ୍ଷ ଟଙ୍କା, ଖଣ୍ଡା ଓ ବନ୍ଧୁକ ଜବତ

ଶେରଗଡ଼/ସୋରଡା/ଧରାକୋଟ,୨ା୬(ଡି.ଏନ୍‌.ଏ.)- ଧରାକୋଟ ଥାନା ବାଦଗଡ଼ ଗ୍ରାମ ଛକ ନିକଟରୁ ବୁଧବାର ବିଳମ୍ବିତ ରାତିରେ ୩ ବ୍ୟବସାୟୀଙ୍କ ଠାରୁ ୧୬ ଲକ୍ଷ ୮୦ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ବଡ଼ଗଡ଼ ଥାନାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ଖବରଦାତା...

ସିପିଆଇ ପକ୍ଷରୁ ବ୍ଲକ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ

ନିମାପଡ଼ା,୨।୬(ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ ଓ କାଳବୈଶାଖୀ ପ୍ରଭାବରେ ନିମାପଡ଼ାରେ କୃଷି ଓ କୃଷକମାନଙ୍କ ବହୁଳ ଭାବେ କ୍ଷତି ଘଟିଛି। ଏଭଳି ପରିସ୍ଥିତିରେ କୃଷକମାନଙ୍କୁ ଅଣଦେଖା କରାଯିବା ପ୍ରତିବାଦରେ ସିପିଆଇ ନିମାପଡ଼ା ଜୋନାଲ କମିଟି ପକ୍ଷରୁ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର...

ଅନ୍‌ଲାଇନରେ ସୁହାଉଛି ଗଣିତ ଶିକ୍ଷା: ଛାତ୍ରୀଛାତ୍ରଙ୍କ ପ୍ରିୟ ପାଲଟିଛନ୍ତି ଲଲାଟ ସାର୍‌

ଗୋପ,୨।୬(ଡି.ଏନ୍‌.ଏ.): କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଛାତ୍ରୀଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସରକାର ଅନଲାଇନ ମାଧ୍ୟମରେ ପାଠ ପଢ଼ାଇବାକୁ ନିର୍ଦ୍ଦେଶ ଦେଇଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶ ଅନୁଯାୟୀ ଗୋପ ବ୍ଲକ ଜଗନ୍ନାଥ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ...

ପାଣି ଟାଙ୍କିରେ ମୃତଗୋଧି ଭାସିବା ଗୁଜବ: ଜଳଯୋଗାଣ ବନ୍ଦ

କଣ୍ଟାପଡା,୨।୬(ଡି.ଏନ୍‌.ଏ.): କଣ୍ଟାପଡ଼ା ପଞ୍ଚାୟତର ଇଚ୍ଛାପୁରଠାରେ ଥିବା ଗ୍ରାମ୍ୟ ପାନୀୟ ଜଳଯୋଗାଣ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଥିବା ନେଇ  ଗଁାରେ ପ୍ରଚାରିତ ହୋଇଥିଲା। ଫଳରେ ଲୋକେ ଏହା ଶୁଣି ଭୟରେ କେହି ଟାଙ୍କିରୁ ପାଣି ନେଇ ନ ଥିଲେ। ଖବରରୁ...

କିରୋସିନ ଆବଣ୍ଟନରେ ଠକାମୀ: ପ୍ରତିବାଦରେ କଣ୍ଟାପଡ଼ା ବ୍ଲକ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୨।୬(ଡି.ଏନ୍‌.ଏ.): କରୋନା ମହାମାରୀ ଓ ଲକ୍‌ଡାଉନ ଯୋଗୁ ଗରିବ ତଥା ଦିନମଜୁରିଆ ଦୁଃଖକଷ୍ଟରେ ଜୀବନ ବିତାଉଛନ୍ତି। ତେବେ ରାସନ କାର୍ଡଧାରୀଙ୍କ ପାଇଁ ସରକାର କମ୍‌ ମୂଲ୍ୟରେ ଯୋଗାଇ ଦେଇଥିବା କିରୋସିନକୁ କଟକ ଜିଲା କଣ୍ଟାପଡା ବ୍ଲକରେ ଅସାଧୁ ରିଟେଲରମାନେ...

ପାଟଣା ବ୍ଲକରୁ ୨ ନୂଆ କରୋନା ପଜିଟିଭ ଚିହ୍ନଟ

ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତରୁ ମଙ୍ଗଳବାର ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏମାନଙ୍କୁ ମିଶାଇ ବ୍ଲକରେ ପଜିଟିଭ ସଂଖ୍ୟା ୩ରେ ପହଞ୍ଚିଛି।...

ସୁନ୍ଦରଗଡ଼ ଜିଲାରେ ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ

ସୁନ୍ଦରଗଡ଼,୨।୬(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ୭ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଲେଖାଏଁ ସଦର ଓ ବଡ଼ଗାଁ ବ୍ଲକର ହେଇଥିବା ବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri