ଆମ ଜିଲା ଖବର

୧୧ଜଣିଆ ଅନ୍ତରୀଣ କମିଟି ଗଠିତ

କଟକ ଅଫିସ,୨।୬: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଏଭଳି ସ୍ଥଳେ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ହାଇକୋର୍ଟ ଓକିଲ ସଂଘର ଅନ୍ତରୀଣ କମିଟି ଗଠିତ ହୋଇଛି। କମିଟିରେ...

ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗତ ଅକ୍ଟୋବରରୁ ସେ ଜେଲ୍‌ରେ ଥିଲେ। ଜଷ୍ଟିସ୍‌ ବିଭୂ ପ୍ରସାଦ ରାଉତରାୟ...

‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ...

ପ୍ରବାସୀ ଶ୍ରମିକଙ୍କୁ ଦିଆଗଲା ଚାଉଳ

ଚମ୍ପୁଆ,୨ା୬(ଡି.ଏନ.ଏ.)- କରୋନା ମହାମାରୀରେ ପ୍ରଭାବିତ ହୋଇଛନ୍ତି ଶ୍ରମିକ। ଶ୍ରମ ହରାଇବା ସହିତ ବହୁ କଷ୍ଟରେ ନିଜ ପୈତୃକ ଘରକୁ ଫେରୁଛନ୍ତି। କେତେକ ଶହ ଶହ କି.ମି ଚାଲି ଚାଲି ଫେରୁଛନ୍ତି ତ କେତେକ ସାଇକେଲ ଯୋଗେ ମଧ୍ୟ ନିଜ ଘରକୁ...

ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

ବାସୁଦେବପୁର, ୨ା୬(ଡି.ଏନ.ଏ.)-ମହାମାରୀ କରୋନା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଲକ୍‌ଡାଉନ ପାଇଁ ଶ୍ରମିକ ଓ ଗରିବ ଲୋକମାନେ ହଇରାଣ ହରକତ ହେଉଥିବା ସହ ବିଭିନ୍ନ ସରକାରୀ ସହାୟତା ଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ଫଳରେ ସେମାନଙ୍କ...

ମୟୂରଭଞ୍ଜରେ ଖୋଲିଲା ୨୪ ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର

ବାରିପଦା ଅଫିସ,୨ା୬- ମୟୂରଭଞ୍ଜ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ କୋଭିଡ୍‌ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଜିଲାର ସମସ୍ତ ଉପଖଣ୍ଡ ଅନ୍ତର୍ଗତ ସହରାଞ୍ଚଳ ଓ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ୨୪ଟି ସ୍ବତନ୍ତ୍ର କୋଭିଡ୍‌ କେୟାର ସେଣ୍ଟର ଖୋଲାଯାଇଛି। ଏଥିରେ ମୋଟ...

ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର, ୨ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରିଥିତ୍ବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ ପରେ ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୃଷ୍ଣ ନାଏକ। ପୀଡିତା ଓ ଅଭିଯୁକ୍ତଙ୍କ...

ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ ଦିବସ

ଜଳେଶ୍ୱର, ୨।୬(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକ ଚୈତନ୍ୟସାହୁ ଛକରେ ସୋମବାର ୧୨ଦଫା ଦାବିରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ପକ୍ଷରୁ ପ୍ରତିବାଦ କରାଯାଇଛି। ମହିଳାମାନେ ଏବେ କାମ ହରାଇଥିବା ଗରିବ ଖଟିଖିଆ ଶ୍ରମିକମାନଙ୍କର ଦୁଃଖ ଦୁର୍ଦ୍ଦଶା ଓ ୩ମାସ ଧରି କୌଣସି...

ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ...

ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ

ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ...

ବଜ୍ରପାତରେ ୨ ଜୀବନ ଗଲା

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫିରିଙ୍ଗିଆ,୨ା୬- କନ୍ଧମାଳ ଜିଲାରେ ସୋମବାର ଅପରାହ୍ନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଚକାପାଦ ଥାନା ଚକାପାଦ ଗ୍ରାମ ନୂଆସାହିର ସୁମନ୍ତ ବିଷୋୟୀ (୨୮) ଓ ଫିରିଙ୍ଗିଆ ବ୍ଲକ ରବଙ୍ଗିଆ...

ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧାଙ୍କ ମୃତ୍ୟୁ

ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହି କେନ୍ଦ୍ରକୁ ୨୪ ପ୍ରବାସୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri