ଆମ ଜିଲା ଖବର

ଏସ୍‌ଏଚ୍‌ଜି ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତି ପ୍ରତ୍ୟାହାର: ଅଙ୍ଗନୱାଡି କେନ୍ଦ୍ରକୁ ମିଳିଲା ଦାୟିତ୍ୱ

ବ୍ରହ୍ମପୁର ଅଫିସ,୨ା୬-ଗଞ୍ଜାମ ଜିଲା ଅଙ୍ଗନୱାଡି କେନ୍ଦ୍ରକୁ ସ୍ବୟଂସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଦ୍ୱାରା ଅଣ୍ଡା ବଣ୍ଟନ ନିଷ୍ପତ୍ତିକୁ ସୋମବାର ଜିଲାପାଳ ପ୍ରତ୍ୟାହାର କରିଛନ୍ତି ା ଏସ୍‌ଏଚ୍‌ଜିଠାରୁ ଅଣ୍ଡା ବଣ୍ଟନ ଦାୟିତ୍ୱ ପ୍ରତ୍ୟହାର କରାଯାଇ ଅଙ୍ଗନୱାଡିକୁ ଦିଆଯିବାକୁ ଜିଲାପାଳ ନିର୍ଦ୍ଦେଶନାମାରେ ଉଲ୍ଳେଖ କରିଥିବା ଜଣାପଡିଛି ା...

ନୂଆ ଥାଇ ବି ପୁରୁଣା ସାହା

ଛେଣ୍ଡିପଦା, ୨।୬(ସ୍ବ.ପ୍ର.) – ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ୩ ବର୍ଷ ତଳୁ ନିର୍ମାଣ ସରିଛି ପୋଲ। ହେଲେ ଆପ୍ରୋଚ ରୋଡ୍‌ ସମ୍ପୂର୍ଣ୍ଣ ହୋଇପାରି ନ ଥିବାରୁ ତାହା ବ୍ୟବହାରରେ ଲାଗି ପାରୁନାହିଁ। ଫଳରେ ପୂର୍ବରୁ ଯେଉଁ ପୁରୁଣା...

କଳା ଦିବସ ପାଳିଲେ ବିଦ୍ୟୁତ କର୍ମଚାରୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬ ବରଗଡ଼ର ମିଳିତ ବିଦ୍ୟୁତ କର୍ମଚାରୀ ଏବଂ ଇଞ୍ଜିନିୟର୍ସ ଆସୋସିଏଶନର ଏକତା ମଞ୍ଚ ପକ୍ଷରୁ ସୋମବାର ଦିନକୁ କଳା ଦିବସ ଭାବେ ପାଳନ କରାଯାଇଛି । ବିଦ୍ୟୁତ ସଂଶୋଧନ ଆଇନ-୨୦୨୦ ଏବଂ ରାଜ୍ୟର ବିଦ୍ୟୁତ କ୍ଷେତ୍ର ଗୁଡ଼ିକର ପୁନଃ...

ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୨।୬ ବରଗଡ଼ ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ବିଭିନ୍ନ ଦାବି ନେଇ ବରଗଡ଼ ଇଡକଲ୍‌ ମଜଦୁର ସଂଘ କାରଖାନା ସମ୍ମୁଖରେ ଧାରଣା ଦେଇଛି । ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ କାରଖାନାରେ ଶ୍ରମିକମାନଙ୍କୁ...

ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬ ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଥିବାବେଳେ କେତେକ ମଣ୍ଡିରେ ଚାଷୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି । ମଣ୍ଡିରେ ପଡ଼ି ରହିଥିବା ଧାନକୁ ଦୀର୍ଘଦିନ ଧରି ମିଲର୍ସ ଉଠାଉ ନଥିବା ଯୋଗୁ ଚାଷୀମାନେ...

ମାନବିକତା ଦେଖାଇଲେ ସରପଞ୍ଚଙ୍କ ସ୍ବାମୀ

ବରଗଡ଼ ଅଫିସ୍‌,୨।୬ ବାଟବଣା ହୋଇ ଫସି ରହିଥିବା ଝାଡ଼ଖଣ୍ଡର ପ୍ରବାସୀ ମା, ପୁଅଙ୍କୁ ସହଯୋଗ କରି ସୋମବାର ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡ଼ା ପଞ୍ଚାୟତର ସରପଞ୍ଚ ସୁଷମା ସାହୁଙ୍କ ସ୍ବାମୀ ଯୁଧିଷ୍ଠିର ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି...

ଜିଲା କାର୍ଯ୍ୟାଳୟ ଘେରିଲେ ସ୍ବୟଂ ସହାୟକ ଗୋଷ୍ଠୀ

ଅନୁଗୋଳ ଅଫିସ୍‌, ୧।୬- ସେସୁ ସହ ଏନ୍‌ଜେନ୍‌ର ଚୁକ୍ତି ଶେଷ ହେବା ଓ ସେସୁ ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ୍‌କୁ ଯିବା ପରେ ଠିକା କର୍ମଚାରୀଙ୍କ ଭଳି ମିଟର ରିଡିଂ ଓ ବିଲ୍‌ ଆଦାୟ ଦାୟିତ୍ୱ ତୁଲାଉଥିବା...

ଟୋଲକବେଡା ଗ୍ରାମବାସୀଙ୍କ ଆନ୍ଦୋଳନ

କଣିହାଁ, ୧ା୬(ଡି.ଏନ.ଏ.)- ପାଉଁଶ ଟ୍ରକ୍‌, ଭାରିଯାନ ଚଳାଚଳ ଯୋଗୁ ଉପୁଜୁଥିବା ସମସ୍ୟାର ସମାଧାନ ଓ ଅନ୍ୟାନ୍ୟ ଦାବି ନେଇ ସୋମବାର ଅନୁଗୋଳ ଜିଲା କଣିହଁା ବ୍ଲକ ଟୋଲକବେଡା ଗ୍ରାମବାସୀ ଏନ୍‌ଟିପିସି ପ୍ରକଳ୍ପ ଶକ୍ତିଦ୍ୱାର ନିକଟରେ ଆନ୍ଦୋଳନ କରିଥିଲେ। ଏଥିଯୋଗୁ ପାଉଁଶ...

ବେଆଇନ ପଥର ଖାଦାନରେ ଚଢ଼ାଉ: ଟ୍ରାକ୍ଟର, କଟର ମେଶିନ ଜବତ

ଢେଙ୍କାନାଳ ଅଫିସ, ୧ା୬- ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ମାଣିପୁର ପଞ୍ଚାୟତ ଅଞ୍ଚଳରେ ଥିବା ବେଆଇନ ପଥର ଖାଦାନରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଥିଲା। ଏଥିରେ ଖାଦାନରୁ ଚୋରାଚାଲାଣ କରୁଥିବା ପଥର ବୋଝେଇ ଏକ ଟ୍ରାକ୍ଟର ସହ...

ସ୍ନାନଯାତ୍ରା ଦର୍ଶନ ପାଇଁ ଜଗଦ୍‌ଗୁରୁଙ୍କୁ ନିମନ୍ତ୍ରଣ

ପୁରୀ ଅଫିସ,୧ା୬:ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଧାର୍ମିକ ପୀଠକୁ ଭକ୍ତମାନେ ଯାଇପାରିବେ ନାହିଁ। କୌଣସି ଧାର୍ମିକ ସମାବେଶ ହୋଇପାରିବ ନାହିଁ। ରାଜ୍ୟ ସରକାରଙ୍କ ଏଭଳି ନୂଆ ଗାଇଡ୍‌ଲାଇନ ପରେ ୩ ତାରିଖରେ ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ଚମ୍ପକ ଦ୍ୱାଦଶୀ...

ସ୍ଥଗିତ ହେଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଧାରଣା

ଯୋଡା, ୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରବାସୀ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ବିଭିନ୍ନ ସମୟରେ ଦାବି କରୁଥିଲେ ହେଁ, ପ୍ରଶାସନର ଅଣଦେଖା ହେତୁ ଦାବି ପୁରଣ ହେଉନଥିବାରୁ ଅତିଷ୍ଟ ହୋଇ ଯୋଡାବାସୀ ଧାରଣାକୁ ଓହ୍ଲାଇଥିଲେ। ଯୋଡା ବରିଷ୍ଠ...

ସାମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ: ବର୍ଷାଋତୁ ଆସିବା ପୂର୍ବରୁ ମରାମତି ଲାଗି ଦାବି

ହିିଞ୍ଜିଳିକାଟୁ,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗ୍ରାମର ସୁନାରୀ ସାହିରେ ସୋମବାର ମଧ୍ୟାହ୍ନରେ ହୋଇଥିବା ସମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ ହୋଇ ଯାଇଛି। ଏହାର ପ୍ରଭାବରେ ଡ୍ରେନପାଣି ନିଷ୍କାସନ ହୋଇ ନ ପାରି ଦୀର୍ଘ ସମୟ ରାସ୍ତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri