ଆମ ଜିଲା ଖବର

କାଳବୈଶାଖୀରେ ଭାଙ୍ଗିଲା ଗଛ, ଟ୍ରାନ୍ସଫର୍ମର

ଭଦ୍ରକ ଅଫିସ,୧ା୬- ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବହୁ କ୍ଷୟକ୍ଷତି ଘଟିଛି। ବହୁଦିନର ଗଛଗୁଡ଼ିକ ଭାଙ୍ଗି ପଡ଼ିଥିବା ବେଳେ ଅନେକ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଲୋଟି ପଡ଼ିଛି। ଭଦ୍ରକ ଉପକଣ୍ଠ ଗେଲପୁର ନିକଟରେ ବିରାଟ...

ବିଦ୍ୟୁତ୍‌ ବିଲ୍‌ ଛାଡ଼ ପାଇଁ ବିକ୍ଷୋଭ

କଟକ ଅଫିସ,୧ା୬: ଏସୟୁସିଆଇ (ସି) କଟକ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବିରେ ସୋମବାର ରାଣୀହାଟ ସେସୁ ଅଫିସ୍‌ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ମଧ୍ୟ ପଠାଯାଇଛି। ଲକ୍‌ଡାଉନ୍‌ ପାଇଁ ବହୁ ଲୋକ ନିଜର...

ବିରଳ ପ୍ରଜାତିର କଇଁଛ ଉଦ୍ଧାର

ବାରିପଦା ଅଫିସ,୧ା୬- ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ଦେଉଳିସ୍ଥିତ ଜମ୍ଭୀରା ଡ୍ୟାମ୍‌ରୁ ସୋମବାର ଏକ ବିରଳ ପ୍ରଜାତିର କଇଁଛ ଉଦ୍ଧାର କରାଯାଇଛି। ସକାଳେ କିଛି ମତ୍ସ୍ୟଜୀବୀ ମାଛ ଧରୁଥିବା ବେଳେ ଏହି କଇଁଛଟି ଜାଲରେ ଲାଗିଥିଲା। ଏହାର ଓଜନ...

ବିପଦକୁ ଡାକୁଛି ଜାଇକାର ବେପରୁଆ କାମ: ଜିଲାପାଳଙ୍କୁ ଜଣାଇବ ଭାଜପା

କଟକ ଅଫିସ,୧ା୬: ଡ୍ରେନ୍‌ରୁ ପଙ୍କୋଦ୍ଧାର ବେଳେ ଛତ୍ରବଜାର ନିକଟସ୍ଥ ଜଣଙ୍କ ଘରଆଗ କାନ୍ଥ ଧସିଯିବା ପରେ ରବିବାର ଭାଜପାର ଏକ ପ୍ରତିନିଧି ଦଳ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଦୀର୍ଘଦିନ ଧରି ଜାଇକାର ଯନ୍ତ୍ରଣାରେ ସହରବାସୀ ଅତିଷ୍ଠ। ଏହାର ମନମୁଖୀ ଓ...

ମୃତ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ

ବାଲେଶ୍ୱର ଅଫିସ, ୧।୬-ସମଗ୍ର ଦେଶରେ ଲକ୍‌ଡାଉନ୍‌ ଯୋଗୁ ଜୀବିକା ହରାଇ ଭୋକିଲା ପେଟରେ ହଜାର ହଜାର କି.ମି. ପାଦରେ ଚାଲିବା ସହ ଅକାଳ ମୃତ୍ୟୁବରଣ କରିଥିବା ପ୍ରବାସୀ ଶ୍ରମିକଙ୍କ ସମ୍ମାନାର୍ଥେ ଉତ୍କଳ ମହିଳା ସମିତି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ...

ଡକାୟତି ଯୋଜନା ପଣ୍ଡ: ୧୪ କୋର୍ଟ ଚାଲାଣ

ଗଞ୍ଜାମ,୧ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ରମ୍ଭା ଥାନା ଗଡ଼ହୁମ୍ମା ପାହାଡ଼ି ଅଞ୍ଚଳରେ ଡକାୟତି ଯୋଜନା କରୁଥିବା ବେଳେ ଏକ ଡକାୟତି ଦଳକୁ ପୋଲିସ କାବୁ କରି କୋର୍ଟ ଚାଲାଣ କରିଛି। ସୂଚନାନୁଯାୟୀ, ରବିବାର ଅପରାହ୍ନରେ ଡକାୟତି ଯୋଜନା କରୁଥିବା ଏକ ଦଳ ଉପରେ...

ଭିଟାମାଟି ପାଇଁ ବିକ୍ଷୋଭ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱର ସଦର ତହସିଲ ଅଧୀନ ଚାନ୍ଦିପୁର ଶ୍ରୀକୋଣା, ହିଡ଼ିଗାଁ ଆଦି ଅଞ୍ଚଳରେ ଶହ ଶହ ବର୍ଷ ଧରି ଭୂମିହୀନ, ଆଦିବାସୀ, ଦଳିତ ଓ ଗରିବ ଲୋକମାନେ ରହିଆସୁଛନ୍ତି। ସେମାନଙ୍କୁ ସରକାରୀ ଜମିର ପଟ୍ଟା ଦିଆ ନ ଯାଇ...

କନ୍ଧମାଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨: ଗୋଟିଏ ଦିନରେ ୯ ସଂକ୍ରମିତ

ଫୁଲବାଣୀ ଅଫିସ, ୧ା୬-କନ୍ଧମାଳ ଜିଲା ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ଦୁଇ ଦିନ ପୂର୍ବରୁ ଭର୍ତ୍ତି ହୋଇଥିବା ସମସ୍ତ ୯ ଜଣ କରୋନା ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ସ୍ବାବ୍‌ ନମୁନା ପଜିଟିଭ ଆସିଥିବା ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି...

ସରକାରୀ କାର୍ଯ୍ୟାଳୟରେ ଲାଗିଲା ୟୁଭିସି ମେଶିନ

ବ୍ରହ୍ମପୁର ଅଫିସ,୧ା୬-ଇଲୋକ୍ଟ୍ରୋନିକ୍‌ ଉପକରଣ ତଥା ସାନିଟାଇଜର ଦ୍ୱାରା ବିଶୋଧିତ କରାଯାଇ ପାରୁ ନ ଥିବା ସାମଗ୍ରୀକୁ ବିଶୋଧିତ କରିବା ନେଇ ବ୍ରହ୍ମପୁର ସରକାରୀ ଆଇଟିଆଇ ପକ୍ଷରୁ ନିର୍ମିତ ୟୁଭିସି(ଅଲଟ୍ରା ଭାଇଲେଟ୍‌ ଚାମ୍ବର) ସାନିଟାଇଜର ମେଶିନ ସୋମବାର ରାଜ୍ୟ ସରକାରଙ୍କ ବିଭିନ୍ନ...

ଅତିରିକ୍ତ ସଚିବଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧ା୬(ଡି.ଏନ.ଏ.)-ସୋମବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ଅତିରିକ୍ତ ସଚିବ ତଥା ନୋଡାଲ ଅଫିସର ରସିଦ ଖାନ ଗସ୍ତ କରି ଫେରିଛନ୍ତି। ତାଙ୍କ ସହ ପିଡି ବାଳ ମୁକୁନ୍ଦ ଭୂୟାଁ, ବିଡ଼ିଓ ଲରିମନ ଖରସେଲ, ତହସିଲଦାର ଟି.ପଦ୍ମନାଭ...

ପଡ଼ିଆ ବ୍ଲକ୍‌ ଅଞ୍ଚଳରେ ମାତିଲେଣି ପଙ୍ଗପାଳ  

ପଡ଼ିଆ,୧ା୬ (ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ବ୍ଲକ ଅଞ୍ଚଳରେ ପଙ୍ଗପାଳଙ୍କ ଉତ୍ପାତ ଦେଖିବାକୁ ମିଳିଛି। ପଙ୍ଗପାଳକୁ ନେଇ ସରକାର ଚାଷୀଙ୍କୁ ସତର୍କ ରହିବା ପାଇଁ କହିଥିବା ବେଳେ ଏହି ପଙ୍ଗପାଳ ଜିଲାର ସୀମାନ୍ତରେ ପହଞ୍ଚତ୍ ସାରିଛି। ତେବେ ବର୍ତ୍ତମାନ ଚାଷୀମାନଙ୍କର...

କ୍ୱାରାଣ୍ଟାଇନ୍‌ରେ ସ୍ବାବ୍‌ ଟେଷ୍ଟ ହେଲାନି: ଘରକୁ ନ ଯାଇ ପୋଖରୀ ହୁଡ଼ାରେ କୁଡ଼ିଆ କରି ରହିଲେ ପ୍ରବାସୀ

ନୂଆପଡ଼ା ଅଫିସ,୧ା୬: ସରକାରୀ କ୍ୱାରାଣ୍ଟାଇନ୍‌ର ସାତଦିନ ଅବଧି ପୂର୍ଣ୍ଣ ପରେ ପ୍ରବାସୀ ଘରକୁ ଯାଇ ହୋମ କ୍ୱାରାଣ୍ଟାଇନରେ ରହିବାକୁ ସରକାରୀ ନିର୍ଦ୍ଦେଶ ରହିଛି । ହେଲେ ଶ୍ରମିକମାନଙ୍କୁ ବିନା ସ୍ବାବ୍‌ ପରୀକ୍ଷଣରେ ଘରକୁ ଛାଡି ଦିଆଯାଉଥିବାରୁ ପରବର୍ତ୍ତୀ ସମୟରେ ସେମାନେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri