ଆମ ଜିଲା ଖବର

ସୀମାନ୍ତ ଲୋକଙ୍କୁ ଉତ୍ତମ ସେବା ଯୋଗାଇବ ଫାଣ୍ଡି: ଡିଆଇଜି

ପଟ୍ଟାଙ୍ଗୀ,୧ା୬(ଡି.ଏନ୍‌.ଏ.)-କୋରାପୁଟ ଜିଲା ତଥା ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ସୁଙ୍କି ପଞ୍ଚାୟତ କାର୍ଯ୍ୟାଳୟର ଅସ୍ଥାୟୀ ଗୃହରେ ଚାଲିଥିବା ସୁଙ୍କି ଫାଣ୍ଡିକୁ ସୋମବାର ଡିଆଇଜି ସଫିନ ଅହମ୍ମଦ କେ. ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ସୁନାବେଡ଼ା ଏସ୍‌ଡିପିଓ ନିରଞ୍ଜନ...

୨ ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚିଲେ ପ୍ରବାସୀ

ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍‌ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ରାତି ୯ଟାରେ ଏଠାରେ ପହଞ୍ଚିଥିଲେ। ଏଥିରେ ବଲାଙ୍ଗୀର ଜିଲାର ୨୭୧, ବରଗଡର ୧୩୨,...

ଟିଟିଲାଗଡ଼ କୋଭିଡ କେୟାର ସେଣ୍ଟର ଉଦ୍‌ଘାଟିତ

ଟିଟିଲାଗଡ଼, ୧।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ମାତୃ ଓ ଶିଶୁ ଡାକ୍ତରଖାନା କୋଭିଡ କେୟାର ସେଣ୍ଟର ଭାବରେ କାର୍ଯ୍ୟ ଆରମ୍ଭ କରିଛି। ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି...

୭୧ ଦିନ ପରେ ଜଳେଶ୍ୱରରେ ଟ୍ରେନ୍‌ ରହଣି : ଯାତ୍ରୀଙ୍କୁ କରାଗଲା ଥର୍ମାଲ ସ୍କ୍ରିନିଂ

ଜଳେଶ୍ୱର, ୧।୬(ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଥିଲା। ଦୀର୍ଘ ୭୧ ଦିନ ପରେ ସୋମବାର ପ୍ରଥମ କରି ୦୨୦୭୪ ଡାଉନ୍‌ ଜନଶତାବ୍ଦୀ ଟ୍ରେନ୍‌ ପୂର୍ବାହ୍ନ ୧୦ଟାରେ ଭୁବନେଶ୍ୱରରୁ ଆସି ଜଳେଶ୍ୱରରେ ପହଞ୍ଚିଥିଲା। ଏଠାରୁ...

ଖାତା ମୂଲ୍ୟାଙ୍କନକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଦାବିପତ୍ର

କେନ୍ଦୁଝର, ୧ା୬ (ସ୍ବ.ପ୍ର.)-ଚଳିତବର୍ଷ କରୋନା ମହାମାରୀ ସତ୍ତ୍ୱେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଖାତା ମୂଲ୍ୟାୟନ ଗତ ୨୬ ତାରିଖଠାରୁ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ନରସିଂହସ୍ବାଇଁ ପୋଲିସ ଉଚ୍ଚ ବିଦ୍ୟାଳୟ ଏବଂ...

ବଜ୍ରପାତରେ ୨ ଯୁବକ ଗୁରୁତର, ଜଳିଗଲେ ୬ ଛେଳି, ମେଣ୍ଢା

ନୟାଗଡ଼ ଅଫିସ,୧ା୬: ସୋମବାର ଅପରାହ୍ନରେ ନୟାଗଡ଼ରେ ବର୍ଷାପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏହା ପ୍ରଭାବରେ ନୟାଗଡ ବ୍ଲକ ଚଣ୍ଡିବସ୍ତ ପୋଖରୀ ନିକଟରେ ୫ ମେଣ୍ଢା ଓ ୧ ଛେଳି ଜୀବନ୍ତ ଦଗ୍ଧ ହୋଇଛନ୍ତି। ସେହିପରି ଛେଳି ଓ ମେଣ୍ଢା ଚରାଉଥିବା...

ଜି.ଉଦୟଗିରିରେ ଘଡଘଡି ସହ ପ୍ରବଳ ବର୍ଷା

ଜି.ଉଦୟଗିରି,୧ା୬(ଡି.ଏନ.ଏ.)-ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରୁ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ ରାସ୍ତା କଡରେ ବ୍ୟବସାୟ କରୁଥିବା ଛୋଟ ବ୍ୟବସାୟୀମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। କନ୍ଧମାଳ...

ଝିଆରୀ ହତ୍ୟାକାରୀ ଦାଦା ଗିରଫ

ନୟାଗଡ଼ ଅଫିସ/ଦଶପଲ୍ଲା,୧ା୬(ଡି.ଏନ୍‌.ଏ.): ଝିଆରୀ ହତ୍ୟା ଅଭିଯୋଗରେ ନୟାଗଡ଼ ଜିଲା ଦଶପଲ୍ଲା ପୋଲିସ ସୋମବାର ଦାଦା ବିପିନ ବିହାରୀ ଦାସ(୩୮)ଙ୍କୁ ଗିରଫ କରିଛି । ଏଥିସହ ହତ୍ୟାରେ ବ୍ୟବହୃତ ଠେଙ୍ଗାକୁ ମଧ୍ୟ ଜବତ କରିଛି । ପ୍ରକାଶ ଯେ, ଦଶପଲ୍ଲା ସହର...

କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ...

କଂସାମାରି ଗ୍ରାମରୁ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର

ପାଟପୁର,୧ା୬(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର ନନ୍ଦ ଗୌଡ଼ଙ୍କ କୂଅରୁ ସୋମବାର ଏକ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଗ୍ରାମର ଯୁବକ ଗୋଷ୍ଠୀ ବଜ୍ରକାପ୍ତାକୁ ଦେଖି ପୋଡାମାରି ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ। ବନବିଭାଗ ଅଧିକାରୀ କାଳୀଚରଣ ବେହେରାଙ୍କ ନିର୍ଦ୍ଦେଶକ୍ରମେ...

ଫନୀ କ୍ଷତିଗ୍ରସ୍ତଙ୍କ ଜୋରଦାର ଆନ୍ଦୋଳନ: ଆତ୍ମାହୁତି ଧମକକୁ ନେଇ ପ୍ରଶାସନ ସଜାଗ

ସାକ୍ଷୀଗୋପାଳ,୧।୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ବର୍ଷେ ବିତିଯାଇଥିଲେ ସୁଦ୍ଧା ମିଳିନି ସରକାରୀ ସହାୟତା। ଏ ନେଇ ୭ ଦଫା ଦାବିରେ ଗତ ସପ୍ତାହ ବ୍ୟାପୀ ସାକ୍ଷୀଗୋପାଳ ଓଭରବ୍ରିଜ୍‌ ତଳେ ଧାରଣାଦେଇ ବସି ରହିଥିବା ଶତାଧିକ ମହିଳା ଓ ପୁରୁଷ ସୋମବାର ଆନ୍ଦୋଳନକୁ...

କଥାବାର୍ତ୍ତା ହେଲା କାଳ: ବଜ୍ରପାତରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ବୁଗୁଡ଼ା,୧ା୬(ଡି.ଏନ.ଏ.)-ବୁଗୁଡ଼ା ଥାନା ଡେଙ୍ଗାବାଡ଼ ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଡେଙ୍ଗାବାଡ଼ି ଗ୍ରାମର ସନ୍ତୋଷ ଗୌଡ଼ (୩୦) ଓ ଅନ୍ୟ ଜଣେ ତାକରଡ଼ା ଗ୍ରାମର ନୀଳାଞ୍ଚଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri