ଆମ ଜିଲା ଖବର

କେନ୍ଦ୍ରାପଡ଼ାରେ ୫୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୧୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୧ା୬: କେନ୍ଦ୍ରାପଡ଼ା ଜିଲାରେ ସୋମବାର ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କୁ ଛତାସ୍ଥିତ କୋଭିଡ୍‌ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି ଯେ, ନୂତନ ଚିହ୍ନଟଙ୍କ...

ବନ୍ତରୁ ୩ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧ା୬(ଡି.ଏନ୍‌.ଏ/ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କେନ୍ଦୁଆପଦା ପଞ୍ଚାୟତ ଗଣ୍ଡଗରା ଗ୍ରାମର ହୋଇଥିବା ବେଳେ ସେ ଓଡ଼ଙ୍ଗ କ୍ବାରାଣ୍ଟାଇନ ସେଣ୍ଟରରେ ରହି ଘରକୁ ଫେରିଥିଲେ। ଅନ୍ୟ ୨...

କଟକଣା ଅଭାବ: ଭାରିଯାନ ଚଳାଚଳରୁ ଛିଣ୍ଡିଲା ବିଦ୍ୟୁତ୍‌ ତାର, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧ା୬(ସ୍ବ.ପ୍ର.): କଟକଣା ଅଭାବରୁ କେନ୍ଦୁଝର ସହରର ବିଭିନ୍ନ ଗଳି ରାସ୍ତାରେ ଭାରିଯାନ ଚଳାଚଳ ଜାରିରହିଛି। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା, ଡ୍ରେନ୍‌ ଭାଙ୍ଗୁଛି। ସୋମବାର ଅଜନ୍ତା ଲଜ୍‌ ଗଳିରେ ଭାରୀଯାନ ଚଳାଚଳ ଯୋଗୁ ଅନେକ ଦୋକାନର...

ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୁଣ୍ଢିପଲ୍ଲୀ ଗାଁର ଡାକ ସ୍ବାଇଁ। ପ୍ରକାଶ ଯେ,...

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ଦାବିକଲା ଘରୋଇ ବସ୍‌ କର୍ମଚାରୀ ସଂଘ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଘରୋଇ ବସ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବର୍ଗର ଲୋକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବା ପାଇଁ ଦାବି କରାଯାଇଛି। ପ୍ରତିଟି ବର୍ଗର ଲୋକଙ୍କୁ ବିଭିନ୍ନ...

ଅନ୍‌ଲାଇନରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ: ୬୫ ଅଧ୍ୟାପିକା, ଅଧ୍ୟାପକ ନିଯୁକ୍ତ

କଟକ ଅଫିସ,୧।୬: ଯୁକ୍ତଦୁଇ ପରୀକ୍ଷାର ଉତ୍ତର ଖାତାଦେଖା ସୋମବାରଠାରୁ ଆରମ୍ଭ ହୋଇଛି। କେବଳ ଅନ୍‌ଲାଇନରେ ଭୁବନେଶ୍ୱର ଏବଂ କଟକରେ ଖାତା ଦେଖାଯାଉଛି। କଟକ ଲିଙ୍କ୍‌ରୋଡ଼ସ୍ଥିତ ଏକ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରେ ଖାତାଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ୬୪ଟି କମ୍ପ୍ୟୁଟର...

ଗହମ ବୋଝେଇ ପିକ୍‌ଅପ୍‌ ଜବତ, ଡ୍ରାଇଭର ଅଟକ

ଭଦ୍ରକ ଅଫିସ,୧ା୬: ରବିବାର ରାତିରେ ଚୋରା ଚାଲାଣ ସନ୍ଦେହରେ ଗହମ ବୋଝେଇ ପିକ୍‌ଅପ୍‌ ଜବତ କରିଛି ଭଦ୍ରକ ଜିଲା ଧାମନଗର ପୋଲିସ। ପିକ୍‌ଅପ୍‌ଟି ୪୨ବସ୍ତା ଗହମ ନେଇ ଦୋବଲ ଅଭିମୁଖେ ଯାଉଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଧାମନଗର...

ବରଗଡ଼ରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଲା

ବରଗଡ଼ ଅଫିସ, ୧।୬: ବରଗଡ଼ ଜିଲାରେ ସୋମବାର ପୁଣି ୩ କରୋନା (କୋଭିଡ-୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅଞ୍ଚଳର ଏବଂ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୋମବାର ନିଜ ଟୁଇଟ୍‌ କରି ସୂଚନା...

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ ମହାନ୍ତି

କଟକ ଅଫିସ,୧।୬: ଅଗ୍ନିଶମ ଡିଜି ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି। ସ୍ବତନ୍ତ୍ର ଡିଜି(ଗୁଇନ୍ଦା) ମହାନ୍ତି ଅଗ୍ନିଶମ ବିଭାଗର ଡିଜି ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ। ପୂର୍ବତନ ଅଗ୍ନିଶମ ଡିଜି ସୁନୀଲ ରଏଙ୍କ ଅବସର...

ଝାରସୁଗୁଡ଼ାରୁ ଭୁବନେଶ୍ୱର, କୋଲକାତାକୁ ବିମାନ ସେବା ଆରମ୍ଭ

ଝାରସୁଗୁଡା ଅଫିସ,୧।୬: ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର ଠାରୁ ଭୁବନେଶ୍ୱର ଓ କୋଲକାତାକୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ଗତ ମେ’ ୨୫ରୁ ଏଠାରେ ବିମାନ ସେବା ଆରମ୍ଭ ହୋଇଥିଲେ ସୁଦ୍ଧା କେବଳ ଦିଲ୍ଲୀ ଓ ହାଇଦ୍ରାବାଦକୁ...

ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବାକୁ ବ୍ୟାବସାୟିକ ପ୍ରତିଷ୍ଠାନ, ଶିଳ୍ପସଂସ୍ଥାକୁ ଜିଲା ପ୍ରଶାସନର ନିବେଦନ

କଟକ ଅଫିସ,୧ା୬: କଟକ ଜିଲାକୁ ଫେରିବା ପାଇଁ ପ୍ରାୟ ୬୦ ହଜାର ପ୍ରବାସୀ ନିଜ ନାମ ସରକାରଙ୍କ ପାଖରେ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ ହଜାର ଫେରିଲେଣି। ଅନେକଙ୍କ ସଙ୍ଗରୋଧ ଶେଷ ହୋଇଛି। କିନ୍ତୁ ସେମାନେ ନିଜ...

କୋଭିଡ୍‌ ମୁକାବିଲାରୁ ଓହରିବ ଘରୋଇ ଆମ୍ବୁଲାନ୍ସ: ୨ ମାସ ହେଲା ଦିଆଯାଉନି ପ୍ରାପ୍ୟ

ଜଗତ୍‌ସିଂହପୁର ଅଫିସ,୧ା୬: ଜଗତ୍‌ସିଂହପୁର ଜିଲାରେ କରୋନା ସଂକ୍ରମିତଙ୍କ ପାଇଁ ସରକାରୀ ବାଦ୍‌ ୮ଟି ଘରୋଇ ଆମ୍ବୁଲାନ୍ସ ନିୟୋଜିତ ହୋଇଛି। ଏଥିସହ ୧୦ଟି ଘରୋଇ ବୋଲେରୋ କୋଭିଡ୍‌ କାମରେ ଲାଗିଛି। କିନ୍ତୁ କରୋନା ସଂକ୍ରମିତଙ୍କ ପରିବହନ ପାଇଁ ଲାଗିଥିବା ୮ ଆମ୍ବୁଲାନ୍ସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri