ଆମ ଜିଲା ଖବର

ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା

ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ରବିବାର ଭର୍ତ୍ତି କରାଯାଇଛି ା ଗଜପତି ଜିଲାପାଳ ଅନୁପମ ଶାହା ଏକ ପ୍ରେସ୍‌ ଇସ୍ତାହାର...

ଟ୍ରେନ୍‌ରେ ତାମିଲନାଡୁରୁ ଫେରିଲେ ୧୭୩ ପ୍ରବାସୀ

ରାୟଗଡ଼ା ଅଫିସ,୩୧ା୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ତାମିଲନାଡ଼ୁରୁ ବାହାରିଥିବା ଏକ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ସନ୍ଧ୍ୟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ମାଲକାନଗିରି ଜିଲାର ୫ ଶ୍ରମିକ, ନବରଙ୍ଗପୁର ୨୧, କୋରାପୁଟ ୪, କନ୍ଧମାଳ ୭୬ ଏବଂ ରାୟଗଡ଼ା ଜିଲାର...

ସ୍ବାବ୍‌ ପରୀକ୍ଷା ଦାବିରେ ପ୍ରବାସୀଙ୍କ ରାସ୍ତାରୋକୋ

ତିଗିରିଆ,୩୧।୫(ଡି.ଏନ୍‌.ଏ.)- କଟକ ଜିଲା ତିଗିରିଆ ବ୍ଲକ ଅନ୍ତର୍ଗତ ଜେମାଦେଈପୁର ପଞ୍ଚାୟତସ୍ଥିତ କ୍ଷେତ୍ରମୋହନ ଚୌଧୁରୀ ନୋଡାଲ ଉ.ପ୍ରା.ବିଦ୍ୟାଳୟରେ ଥିବା ପ୍ରବାସୀମାନଙ୍କ ସ୍ବାବ୍‌ ପରୀକ୍ଷା ବିଳମ୍ବ ହେଉଛି। ଏନେଇ ପ୍ରବାସୀମାନେ ରବିବାର କଟକ-ନରସିଂହପୁର ୬୫ନଂ ରାଜପଥରେ ରାସ୍ତାରୋକୋ କରିଥିଲେ। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୬୦ରୁ...

୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ସଫେଇ କର୍ମଚାରୀ ରହିଛନ୍ତି। ଏହି କର୍ମଚାରୀମାନେ କେନ୍ଦ୍ରାପଡା ବ୍ଲକ ପେଣ୍ଠପାଳ ଓ...

୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ  

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍‌ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ ୨୫ରୁ ଏପର୍ଯ୍ୟନ୍ତ ଏତେ ସଂଖ୍ୟକ ଲୋକ ପ୍ରାଣ ହରାଇବା ଆଲୋଚନାର ବିଷୟ...

ଦଣ୍ଡାବାଡି କ୍ବାରାଣ୍ଟାଇନରେ ନିମ୍ନମାନ ଖାଦ୍ୟ ପ୍ରଦାନ ଅଭିଯୋଗ : ଖାଇ ନ ପାରି ଫୋପାଡିଲେ ଲୋକେ

ବୈପାରିଗୁଡା,୩୧ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନମାନର ଖାଦ୍ୟ ପ୍ରଦାନ ନେଇ ଅନ୍ତେବାସୀ ଅଭିଯୋଗ କରଛନ୍ତି। ଶନିବାର ଦରସିଝା ଭାତ ଓ ଟମାଟୋ ଚାରୁ ଖାଇବାକୁ ଦେବାରୁ ଏହା ଖାଇ ନ ପାରି...

ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ବିଶୋଇ, ୩୧।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଅଶନା ଛକଠାରେ ଏକ ସଡକ ଦୁର୍ଘଟଣା ଘଟି ଜନୈକ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଅଶନା ପଞ୍ଚାୟତର ପାଳଗଡ଼ା ଗ୍ରାମର ଗୋପାଳ ଗିରି (୮୦)। ରବିବାର ପୂର୍ବାହ୍ନ ୯ଟା ବେଳେ...

ବ୍ୟାଙ୍କସମୂହର ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ୨୬୦୬.୯୬ କୋଟି ଋଣ ଯୋଗାଣ ଲକ୍ଷ୍ୟ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ଜିଲାର ବ୍ୟାଙ୍କଗୁଡ଼ିକର ଏକ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ...

ବସ୍‌କୁ ଯାତ୍ରୀ ହେଉନାହାନ୍ତି, କ୍ଷତି ଆଶଙ୍କା

ଅନୁଗୋଳ ଅଫିସ, ୩୧।୫- ରାଜ୍ୟରେ ବସ୍‌ ଚଳାଚଳକୁ ସରକାର ଅନୁମତି ଦେଇଥିଲେ ହେଁ ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ଦ୍ୱନ୍ଦ୍ୱରେ ପଡିଛନ୍ତି ଗାଡ଼ି ମାଲିକ। ଗତ ଗୁରୁବାର ଅନୁଗୋଳରୁ ଆଠମଲ୍ଲିକକୁ ଏକ ବସ୍‌ରେ ମାତ୍ର ୫ ଜଣ...

ବୋଲେରୋରେ ଚାଲାଣ ହେଉଥିଲା ଦେଶୀ ମଦ, ୩ ଗିରଫ

ବାହାନଗା, ୩୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରାସ୍ଥିତ ସଲ୍ଟ ରୋଡରୁ ଗୋପାଳପୁର ଫାଣ୍ଡି ପୋଲିସ୍‌ ୩ଶହ ଲିଟର ଦେଶୀମଦ ସହିତ ଏକ ବୋଲେରୋକୁ ଜବତ କରିଛନ୍ତି। ତେବେ ଗାଡିରେ ଥିବା ୩ଜଣ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ଏନେଇ ଖନ୍ତାପଡା ଥାନାରେ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ଫେରୁଥିବା ଶିକ୍ଷକଙ୍କୁ ଆକ୍ରମଣ କରି ଲୁଟ୍‌

ଶେରଗଡ଼,୩୧ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଢ଼ିଙ୍କିଶାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ସୌମ୍ୟରଞ୍ଜନ ଗୌଡ଼ କାମସାରି ଶନିବାର ରାତି ପ୍ରାୟ ୯ଟାରେ ଫେରୁଥିଲେ। ବିଜୟ ରଘୁନାଥପୁର ଗ୍ରାମ ଛକରେ କେତେଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରି...

ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ

ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ପୋଲସରା ବ୍ଲକ କଳମ୍ବ ପଞ୍ଚାୟତ କଳମ୍ବ ନୋଡାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri