ଆମ ଜିଲା ଖବର

ଅଙ୍ଗନଓ୍ବାଡି କର୍ମୀଙ୍କ ଆତ୍ମହତ୍ୟା ଘଟଣା: ସ୍ବାମୀ, ଶାଶୁ, ଶ୍ୱଶୁର ଗିରଫ

ରତ୍ନଗିରି, ୩୧। ୫ (ଡି.ଏନ.ଏ)-ବରୀ ବ୍ଲକ ଅଧୀନ ମହାକାଳପଡ଼ା ପଞ୍ଚାୟତ ନିଳାପଦା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ପ୍ରିୟଦର୍ଶିନୀ ସିଂହ (୩୦)ଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କ ସ୍ବାମୀଙ୍କ ସମେତ ଶାଶୁ ଓ ଶ୍ୱଶୁରୁଙ୍କୁ ଗିରଫ କରିଛି। ପ୍ରିୟଦର୍ଶିନୀଙ୍କୁ ଶାଶୁଘର ଲୋକେ...

‘ଦାବି ପୂରଣ ନ ହେଲେ ବସ୍‌ ଚଳାଚଳରେ ସହଯୋଗ କରିବୁନି’

ରତ୍ନଗିରି, ୩୧।୫ (ଡି.ଏନ୍‌.ଏ.) -କରୋନା ପାଇଁ ଲକ୍‌ଡାଉନ୍‌ ଯୋଗୁ ଦୁଇ ମାସ ଧରି ବସ୍‌ ଚଳାଚଳ ବନ୍ଦ ରହିଥିଲା। ମାତ୍ର ଜୁନ୍‌ ୧ରୁ ବସ୍‌ ଚଳାଚଳ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ହେଲେ ଦାବି ପୂରଣ ନ ହେଲା ଯାଏ...

ପାଟନାଳୀ ପୁନରୁଦ୍ଧାର ନାଁରେ ୧୦ ଲକ୍ଷ ହଡ଼ପ ଉଦ୍ୟମ

ବରୀ, ୩୧।୫ (ସ୍ବ.ପ୍ର.)-ଉପକୂଳ ଜିଲାଗୁଡ଼ିକର ଖାଲୁଆ ଜମିରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହେବାରେ ସମସ୍ୟା ଯୋଗୁ ହଜାର ହଜାର ହେକ୍ଟର ଚାଷଜମିରେ ଫସଲ ନଷ୍ଟ ହେଉଛି। ତେବେ ଚାଷ ଜମିକୁ ଜଳସେଚନ ସୁବିଧା ସହ ଉଦ୍‌ବୃତ୍ତ ବର୍ଷାଜଳ ନିଷ୍କାସନ ନିମନ୍ତେ...

ଗାଁକୁ ପଶି ପାରିଲେନି, ପରିବା କିଆରୀରେ ତମ୍ବୁ ଟାଣି ଆଶ୍ରୟ ନେଲେ

ବରଗଡ଼ ଅଫିସ୍‌,୩୧ା୫-ବରଗଡ଼ ଜିଲା ପାଇକମାଲ ବ୍ଲକ ମିଠପାଲି ପଞ୍ଚାୟତ ଅନ୍ତର୍ଗତ ବୁଟୁରାଖମାର ଗ୍ରାମର ୨ଜଣ ତାମିଲନାଡ଼ୁରୁ ଫେରିବା ପରେ ହଟହଟାର ସମ୍ମୁଖୀନ ହୋଇଛନ୍ତି। ନିଜ ଅଞ୍ଚଳକୁ ଫେରି ସେମାନେ ଆଶ୍ୱସ୍ତି ଲାଭ କରିଛନ୍ତି ସତ, କିନ୍ତୁ ଏପର୍ଯ୍ୟନ୍ତ ନିଜ ଘରେ...

ଟୋକନ ପାଇ ଟାର୍ଗେଟକୁ ଚାହିଁ ବସିଛି ଚାଷୀ

ଖପ୍ରାଖୋଲ, ୩୧ା୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ଅପର ସୁକତେଲ ମଧ୍ୟମ ଜଳସେଚନ ପ୍ରକଳ୍ପ ଜଳ ସେଚିତ ଅଞ୍ଚଳ ଓ ସୁକତେଲ ନଦୀକୂଳେ ଥିବା ଦମେଇପାଲି, ଯୁରିଆ, ଗୌଡପାଲି ପ୍ରମୁଖ ଲୁହାସିଂହା କୃଷି ସମବାୟ ସମିତି ଅଞ୍ଚଳର ଚାଷୀ ରବି ଧାନ...

ତେଲଙ୍ଗାନାରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ଖପ୍ରାଖୋଲ, ୩୧ା୫(ଡି.ଏନ.ଏ.)-ତେଲଙ୍ଗାନା ରାଜ୍ୟକୁ ଦାଦନ ଶ୍ରମିକଭାବେ କାମ କରିବାକୁ ଯାଇ ଜୀବନ ହରାଇଛନ୍ତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଭରୁଆମୁଣ୍ଡା ଗାଁର ବାଲେଶ୍ୱର ମାଝୀ(୨୦)। ରବିବାର ତାଙ୍କ ମୃତଦେହ ଏଠାକୁ ଆସିବା ପରେ ଶୋକର ଛାୟା...

ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରତିକାର କରାଯାଉନଥିବାରୁ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏହି ରାସ୍ତାର ବିଭିନ୍ନ...

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ ଜବତ କରିଛି। ସୂଚନା ଅନୁଯାୟୀ, ଏକଡାଳ ହତାଶିଆ ରାସ୍ତାରେ ୩ଟି ବାଇକ୍‌ରେ ଚୋରା...

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି...

ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ...

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଖଟିଆରେ ମହିଳାଙ୍କୁ ବୋହି ମେଡିକାଲରେ ଭର୍ତ୍ତି କଲେ ପରିବାର ଲୋକ

ପଦ୍ମପୁର,୩୧ା୫(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ। ଫଳରେ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ମହିଳାଙ୍କୁ ପରିବାର ଲୋକ ଖଟିଆରେ ବୋହି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ଏପରି ଅଭାବନୀୟ ଘଟଣା ରବିବାର ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ...

କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ ପକ୍ଷରୁ ସୁପ୍ରିୟା ଜେନା ଓ ଜ୍ୟୋତିପ୍ରକାଶ ରଣାଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ରାଇରଙ୍ଗପୁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri