ଆମ ଜିଲା ଖବର

କିରାମାହାରେ ୫ ଦିନ ହେଲା ଜଳଯୋଗାଣ ବନ୍ଦ

ଦାରିଙ୍ଗବାଡ଼ି,୩୧।୫(ଡି.ଏନ୍‌.ଏ.)- ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ୫ଦିନ ହେଲା ପାଇପରେ ପାଣି ଆସୁନାହିଁ। ଏଭଳି ସମସ୍ୟାରେ ଘାଣ୍ଟି ହେଉଛନ୍ତି ବ୍ରାହ୍ମଣୀଗଁ। ଥାନା ଝିଞ୍ଜିରିଗୁଡା ପଞ୍ଚାୟତ କିରାମାହା ଗ୍ରାମବାସୀ। ବିଦ୍ୟୁତ୍‌ ଲୋ ଭୋଲ୍‌ଟେଜ ଆଳ ଦେଖାଇ ୫ଦିନ ହେଲା ପାଇପ ଯୋଗେ ପାଣି...

ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ

କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ା ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ।...

କ୍ବାରାଣ୍ଟାଇନ୍‌ ପୂର୍ବରୁ ଯୋଗଦେବାକୁ ନିର୍ଦ୍ଦେଶନାମାକୁ ଆୟୁଷ ଡାକ୍ତରଙ୍କ ବିରୋଧ

ବ୍ରହ୍ମପୁର ଅଫିସ, ୩୧ା୫- କୋଭଡ୍‌ ଡ୍ୟୁଟି ସାରି ଫେରିଥିବା ଆୟୁଷ ଡାକ୍ତରଙ୍କୁ କରାଣ୍ଟାଇନ୍‌ ସମୟ ଅବଧି ସରିବା ପୂର୍ବରୁ ପୁନଃ କୋଭିଡ୍‌ ଡ୍ୟୁଟିରେ ଯୋଗଦେବା ନେଇ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ (ସିଡିଏମ୍‌ପିଏଚଓ)ଙ୍କ ନିକଟରୁ ନିର୍ଦ୍ଦେଶ ଦିଆଯାଇଛି।...

କୋଭିଡ଼ ଯୋଦ୍ଧାଙ୍କ ମନୋବଳ ବଢ଼ାଇଲେ ବିଧାୟକ

ଭୋଗରାଇ, ୩୧।୫(ଡି.ଏନ.ଏ.)-ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରରେ କୋଭିଡ଼ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଦେବା ସହ ସେମାନଙ୍କର ମନୋବଳକୁ ଦୃଢ଼ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ପୂର୍ବତନ ମନ୍ତ୍ରୀ ତଥା ଜିଲା ଉନ୍ନୟନ ଯୋଜନା ବୋର୍ଡ଼ର ଅଧ୍ୟକ୍ଷ...

ସବୁଠି ଗାନ ହେଲା ‘ବନ୍ଦେ ଉତ୍କଳ ଜନନୀ’

ବନ୍ତ,୩୦ା୫(ସ୍ବ.ପ୍ର.):କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଶନିବାର ୫ଟା ୩୦ରେ ବନ୍ତ ବ୍ଲକର ଆଗରପଡା ଅଞ୍ଚଳରେ ସରକାରୀ କାର୍ଯାଳୟ, ଶିକ୍ଷାନୁଷ୍ଠାନରେ ସମୂହ ବନ୍ଦେ ଉକତ୍ଳ ଜନନୀ ଗାନ କରାଯାଇଛି। ଆଗରପଡା...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହିତ ସଫେଇ କର୍ମଚାରୀଙ୍କୁ ନିଷ୍ଠାପର ସେବା ପାଇଁ ଉତ୍ତରୀୟ...

ପୋଲ ତଳକୁ ଖସିଲା ପ୍ରବାସୀ ବସ୍‌, ୭ଆହତ

ବାଲେଶ୍ୱର ଅଫିସ, ୩୦।୫- ପ୍ରବାସୀ ଶ୍ରମିକଙ୍କୁ ନେଇ କେରଳରୁ ପଶ୍ଚିମବଙ୍ଗ ଯାଉଥିବା ଏକ ବସ ଶନିବାର ସକାଳ ସାଢ଼େ ୬ଟାରେ ବାଲେଶର ଶିଳ୍ପାଞ୍ଚଳ ଥାନା ୧୬ ନଂ ଜାତୀୟ ରାଜପଥ ମଙ୍ଗଳପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ...

ଗ୍ୟାସ୍‌ ଲିକ୍‌ରୁ ଘରପୋଡ଼ି: ଲକ୍ଷ ଲକ୍ଷ ଟଙ୍କାର ଆସବାବପତ୍ର ଜଳିଗଲା

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଶିଖରପୁର ଗାଁର ଗୋପାଳ ଓଝାଙ୍କ ଘରେ ଶନିବାର ପୂର୍ବାହ୍ନରେ ଗ୍ୟାସ୍‌ ସିଲଣ୍ଡର ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ବଖରା ଘର ଓ ଗୁହାଳ ପୋଡ଼ିଯାଇଛି। ଦମକଳ କେନ୍ଦ୍ରକୁ ଖବର ଦିଆଯାଇଥିଲେ ମଧ୍ୟ...

ଗାଁରୁ ସହର ଗୁଞ୍ଜରିତ ହେଲା ବନ୍ଦେ ଉତ୍କଳ ଜନନୀ

ସୋନପୁର,୩୦।୫(ନି.ପ୍ର.)-କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ଦେଶ ବିଦେଶରେ ଥିବା ସବୁ ଓଡିଆଙ୍କୁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ । ଏହାକୁ ସମ୍ମାନ ଜଣାଇ ସୁବର୍ଣ୍ଣପୁର ଜିଲାବାସୀ ଶନିବାର ବନ୍ଦେ ଉତ୍କଳ...

କରୋନା ସଚେତନତା ପାଇଁ ବାଇକ ଶୋଭାଯାତ୍ରା

ବୌଦ୍ଧ,୩୦ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି। ଜିଲାରୁ ଚିହ୍ନଟ ହୋଇଥିବା ସମସ୍ତ ପଜିଟିଭ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ଏହା କରୋନା ମୁକାବିଲା ଦିଗରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନଙ୍କୁ ଅଧିକ ଉତ୍ସାହିତ କରିଛି।...

ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ

ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ...

ଝଡ଼ ତୋଫାନ ଯୋଗୁ ତାର ଛିଣ୍ଡିଲା: ୨ ଦିନ ହେଲା ୨ ପଞ୍ଚାୟତ ଅନ୍ଧାରରେ

ଜହ୍ନାପଙ୍କ, ୩୦।୫ (ଡି.ଏନ.ଏ.)-ଗୁରୁବାର ସନ୍ଧ୍ୟାରେ ହୋଇଥିବା ଝଡତୋଫାନ ଯୋଗୁ ମୁଣ୍ଡାପଡା ଓ ବ୍ରାହ୍ମଣୀପାଲିକୁ ଯାଇଥିବା ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି ା ଫଳରେ ୨ ଦିନ ହେଲା ବ୍ରାହ୍ମଣୀପାଲି ପଞ୍ଚାୟତର କିଛି ଗାଁ ଓ ମୁଣ୍ଡାପଡା ପଞ୍ଚାୟତର ମୁଣ୍ଡାପଡା, ବାରପୁଡୁଗ,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri