ଆମ ଜିଲା ଖବର

୩ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କଲେ ସରପଞ୍ଚ

ବନ୍ତ,୩୦ା୫(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପରିପେକ୍ଷୀରେ ଶନିବାର ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଢତୀରା ପଞ୍ଚାୟତର ଚାରିପୋଖରିଆ, ଷଠତୀରା, ଷେଣ୍ଢତୀରା ଗ୍ରାମ ସମେତ ଷେଣ୍ଢତୀରା ବଜାର ଅଞ୍ଚଳକୁ ସରପଞ୍ଚ ପ୍ରେମଲତା ପ୍ରଧାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି। ଶନିବାର ପୂର୍ବାହ୍ନ ୧୦ଟାରୁ...

ଖୋର୍ଦ୍ଧାରୁ ନୂଆ ୧୬ ଆକ୍ରାନ୍ତ ଚିହ୍ନଟ: ଜିଲାର ମୋଟ ପଜିଟିଭ ସଂଖ୍ୟା ୧୩୮ ଛୁଇଁଲା

ଖୋର୍ଦ୍ଧା ଅଫିସ,୩୦।୫: ଖୋର୍ଦ୍ଧା ଜିଲାରୁ ଶନିବାର ଆଉ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାର ମୋଟ ପଜିଟିଭଙ୍କ ସଂଖ୍ୟା ୧୩୮କୁ ବୃଦ୍ଧି ପାଇଛି। ତେବେ ସମସ୍ତ ନୂଆ ୧୬ ଆକ୍ରାନ୍ତ ଖୋର୍ଦ୍ଧା ସବ୍‌ଡିଭିଜନର ହୋଇଥିବା...

ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା...

ଶୌଚ ପାଇଁ ଯାଉଥିବା ବେଳେ ବୃଦ୍ଧଙ୍କୁ ଦଳିଦେଲା ଦନ୍ତା

ବନ୍ତ,୩୦ା୫(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ମହାନ୍ତିପଡ଼ା ଗ୍ରାମର ପାଗୁଳୁ ବେହେରା(୬୫) ଶନିବାର ଭୋର୍‌ ସମୟରେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତାହାତୀ ଦଳି ମାରିଦେଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଭଦ୍ରକ ରେଞ୍ଜର ରଞ୍ଜିତ୍‌ ମହାନ୍ତି, ଆଗରପଡ଼ା...

ଅହମ୍ମଦାବାଦରୁ ଫେରି ନାମ ପଞ୍ଜୀକରଣ ନ କରି ଲୁଚିଥିଲେ ଡିପିଏସ୍‌ ଅଧ୍ୟକ୍ଷଙ୍କ ପୁଅ: ଥାନାରେ ଅଭିଯୋଗ ପରେ ହସ୍ପିଟାଲରେ କଲେ ସ୍ବାସ୍ଥ୍ୟ ପରୀକ୍ଷା

ବଅଁରପାଳ,୩୦ା୫(ଡି.ଏନ୍‌.ଏ.): ନାଲ୍‌କୋ ଡିପିଏସ୍‌ ଅଧ୍ୟକ୍ଷ ଓ ତାଙ୍କ ପୁଅ କୋଭିଡ୍‌-୧୯ ପାଇଁ ଜାରି ନିୟମକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଥିଲା। ଅଧ୍ୟକ୍ଷ ବିକେ ମିଶ୍ରଙ୍କ ପୁଅ ଗତ ୨୫ ତାରିଖରୁ ଅହମ୍ମଦାବାଦରୁ ଅନୁଗୋଳ ଆସି ନାମ ପଞ୍ଜୀକରଣ କରି ନ...

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ...

ବିଦ୍ୟୁତ୍‌ ଆଘାତରେ ଶିକାରୀ ମୃତ

ତେଲକୋଇ,୩୦ା୫(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ଜେନାଦର ଗ୍ରାମ ଗୋଟମୁହିଁ ସଂରକ୍ଷିତ ଜଙ୍ଗଲରେ ଜଣେ ଶିକାରୀ ବାରହା ଶିକାର କରୁଥିବା ବେଳେ ବିଦ୍ୟୁତ ଆଘାତରେ ଗୁରୁତର ହୋଇପଡିଥିଲେ। ପ୍ରଥମେ ତାଙ୍କୁ ତେଲକୋଇ ଓ ପରେ କେନ୍ଦୁଝର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରେ...

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ

କେନ୍ଦୁଝର, ୩୦ା୫(ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ବୈଠକରେ ଓଡ଼ିଶାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ଗର୍ଭବତୀ ଅଛନ୍ତି...

ବାରିପଦାରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ବାରିପଦା ଅଫିସ,୩୦ା୫- ଦୀର୍ଘ ୨ ମାସ ପରେ ବାରିପଦାରୁ ଭୁବନେଶ୍ୱରକୁ ଗଡ଼ିଛି ବସ୍‌। ଶୁକ୍ରବାର ୩ଟି ବସ୍‌ରେ ୨୬ ଯାତ୍ରୀ ଭୁବନେଶ୍ୱର ଯାଇଛନ୍ତି। ପ୍ରଥମ ବସ୍‌ଟି ସକାଳ ୫ଟା ୩୦ରେ ବାରିପଦା ଛାଡ଼ିଥିବା ବେଳେ ସେଥିରେ ୧୧ ଜଣ, ୧୦ଟା୪୫ରେ...

ମାଛ ଚାଷ ଦେଇଛି ପରିଚୟ

ବାରିପଦା ଅଫିସ,୩୦ା୫- ବର୍ତ୍ତମାନ ସମୟରେ ଜୀବିକା ବଞ୍ଚାଇବା କଷ୍ଟକର ହୋଇପଡ଼ିଛି। କରୋନା ମହାମାରୀ ଯୋଗୁ ପ୍ରବାସୀମାନେ ଘରମୁହାଁ ହେଉଛନ୍ତି। ସେହିଭଳି ଅନେକ ସ୍ଥାନରେ ଯୁବତୀଯୁବକମାନେ ଚାକିରି ପଛରେ ଗୋଡ଼ାଇ ନ ପାରି ନିରାଶ ହୋଇ ଘରେ ବସି ରହୁଛନ୍ତି। ହେଲେ...

ବିଦ୍ୟୁତ୍‌ ବିଲ୍‌କୁ ନେଇ ଚିନ୍ତାରେ ଉପଭୋକ୍ତା

ଚିତ୍ରଡା,୩୦ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ମୋରଡ଼ା ବ୍ଲକ ଅଞ୍ଚଳରେ ନେସ୍କୋ ପକ୍ଷରୁ ଚଳିତ ମାସରେ ପ୍ରଦାନ କରାଯାଇଥିବା ବିଦ୍ୟୁତ୍‌ ବିଲ୍‌କୁ ନେଇ ଉପଭୋକ୍ତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଲକ୍‌ଡାଉନ ଯୋଗୁ ସରକାରଙ୍କ ଘୋଷଣା କ୍ରମେ ବିଲ୍‌ ପ୍ରଦାନ କରାଯାଇ ନ ଥିଲା ବେଳେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri