ଆମ ଜିଲା ଖବର

ପାଉଁଶ ଉଡ଼ିବାକୁ ନେଇ ଉତ୍ତେଜନା: ନାଲ୍‌କୋ ଅଧିକାରୀଙ୍କୁ ମାଡ଼ ଅଭିଯୋଗ

ବଅଁରପାଳ, ୨୯ା୫(ଡି.ଏନ.ଏ.)- ନାଲ୍‌କୋ ଆଶପଣ୍ଡରୁ ଗୁରୁବାର ପାଉଁଶଗୁଣ୍ଡ ଉଡିବାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ଦେଇଦେଇଛି। ପ୍ରତିବାଦରେ କୁକୁଡାଙ୍ଗ ଓ କୁରୁଡୁଲ ଗ୍ରାମବାସୀ ଆଶପଣ୍ଡ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଏହି ସମୟରେ...

ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରୁହ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଠିକ୍‌ ମୁକାବିଲା ପାଇଁ ବିଭିନ୍ନ...

ବନ୍ଦେ ଉତ୍କଳ ଜନନୀ ଗାଇବାକୁ ଜିଲାପାଳଙ୍କ ଅନୁରୋଧ  

ଅନୁଗୋଳ ଅଫିସ, ୨୯।୫- କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ୩୦ ତାରିଖ ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ଏହାକୁ ଅନୁଗୋଳ ଜିଲାବାସୀ ପାଳନ କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି...

କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ

ବାଲିଗୁଡା,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ ଘର ଉପରେ ଏକ ବଡଗଛ ଉପୁଡି ପଡି ଯିବାରୁ ଘରଟି ସମ୍ପୂର୍ଣ୍ଣ ଭାଙ୍ଗି...

ଦାବି ପୂରଣ ନ ହେଲେ କାର୍ଯ୍ୟ ବନ୍ଦ କରିବେ ଅଙ୍ଗନୱାଡ଼ି କର୍ମୀ

ବୁଗୁଡ଼ା,୨୯ା୫(ଡି.ଏନ.ଏ.)- ଅଙ୍ଗନୱାଡ଼ି କର୍ମୀଙ୍କର ଦାବି ମେ ୩୧ ସୁଦ୍ଧା ପୂରଣ ନ ହେଲେ ଜୁନ ୧ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ଶୁକ୍ରବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟରେ ଅଧିକାରୀ ରଞ୍ଜିତା ତ୍ରିପାଠୀଙ୍କୁ ଲିଖିତ ଆକାରରେ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି...

CORONAVIRUS UPDATE: ନୂଆପଡ଼ାରେ ଆଉ ୧୨ କରୋନା ପଜିଟିଭ ଚିହ୍ନଟ

ନୂଆପଡା ଅଫିସ,୨୯ା୫- ଶୁକ୍ରବାର ନୂଆପଡା ଜିଲାରେ ଆଉ ୧୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚତ୍ଛି ା ଚିହ୍ନଟ ୧୨ ନୂଆ ରୋଗୀଙ୍କ ମଧ୍ୟରୁ ନୂଆପଡ଼ା ଏନଏସି ଅଞ୍ଚଳରେ ଥିବା...

ବଲାଙ୍ଗୀର ଜିଲା: ଜୁନ୍‌ ୧ରୁ ଚାଲିବ ଘରୋଇ ବସ୍‌

ବଲାଙ୍ଗୀର ଅଫିସ, ୨୯।୫-ବଲାଙ୍ଗୀର ଜିଲାରେ ଜୁନ ୧ତାରିଖରୁ ଘରୋଇ ବସ୍‌ ଚଳାଚଳ ଆରମ୍ଭ କରିବ। ଜିଲା ଘରୋଇ ବସ୍‌ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜୁନ୍‌ ୧ତାରିଖ ପୂର୍ବରୁ ସମସ୍ତ ବସ୍‌କୁ...

ମାଲ୍‌ବାହୀ ଟ୍ରେନ୍‌ରୁ ସାର ଚୋରି

ବଲାଙ୍ଗୀର ଅଫିସ, ୨୯ା୫-ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ଲାଗିଥିବା ମାଲ୍‌ବାହୀ ଟ୍ରେନ୍‌୍‌ରୁ ସାର ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଉଭୟ ସାର ଯୋଗାଣ ଠିକାଦାର ଓ ରେଳ ସୁରକ୍ଷା ବଳ ପରସ୍ପର ବିରୋଧରେ ଦୋଷାରୋପ କରିଛନ୍ତି।...

ଧାନବିଲକୁ ଯାଉଥିବା ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ନାକଟିଦେଉଳ, ୨୯।୫ (ଡି.ଏନ.ଏ.)-ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ହିତସରା ଗାଁରେ ଶୁକ୍ରବାର ସକାଳ ୬ଟାରେ ଜଣେ ମହିଳାଙ୍କୁ ହାତୀ କଚାଡି ମାରି ଦେଇଛି। ଏହି ମହିଳା ଜଣଙ୍କ ହେଲେ ହିତସରା ଗାଁର ମିତ୍ରଭାନୁ ଦେହୁରୀଙ୍କ ସ୍ତ୍ରୀ ପ୍ରମିଳା ଦେହୁରୀ...

ଶ୍ରୀଜଗନ୍ନାଥଙ୍କ ବାହୁଟ ସେବାଲାଗି ବଉଳ ବୃକ୍ଷ ଚିହ୍ନଟ

ସାକ୍ଷୀଗୋପାଳ,୨୯ା୫(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ଆବଶ୍ୟକ ବାହୁଟ ସେବା ଲାଗି ଶୁକ୍ରବାର ବଉଳବୃକ୍ଷ ଚିହ୍ନଟ କରାଯାଇଛି। ପରମ୍ପରାକ୍ରମେ ସାକ୍ଷୀଗୋପଳ ବକୁଳବନରୁ ସଂଗ୍ରହ କରାଯାଉଥିବା ବଉଳକାଠ ଏଥର ଅଭାବ...

କାଳବୈଶାଖୀରେ ଭାଙ୍ଗିଲା ୭ଶହ ବିଦ୍ୟୁତ୍‌ଖୁଣ୍ଟ, ୩୦ ଟ୍ରାନ୍ସଫର୍ମର

ନିମାପଡ଼ା,୨୯ା୫(ଡି.ଏନ.ଏ.): ଓଡ଼ିଶାର କେତେକ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଅଚାନକ ପ୍ରବଳ ପବନ, ବିଜୁଳି ମାରିବା ସହ ବର୍ଷା ହୋଇଥିଲା। ବିଜୁଳିର ଶବ୍ଦ ଏତେ ଭୟାନକ ଥିଲା ଯେ ଲୋକଙ୍କ ନିଦ ଭାଙ୍ଗି ଦେବା ସହ ଭୟଭୀତ କରିଦେଇଥିଲା। ଏହି...

ଟ୍ରକ୍‌ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର

କୋରୁକୋଣ୍ଡା,୨୯ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା ସାମଗ୍ରୀ ଯଥା-ପନିକି,ଦା, କଟୁରି, କୁରାଢ଼ି ଆଦି ପ୍ରସ୍ତୁତକରି ଜିଲାର ବିଭିନ୍ନ ଅଞ୍ଚଳ ବୁଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri